ବାଲେଶ୍ୱର

ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା କାର୍‌: ଜଣେ ମୃତ, ୩ ଗୁରୁତର

ବାହାନଗା,୧୪।୯(ଡି.ଏନ.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଓଳିଆପାଟଣା ଠାରେ ଏକ କାର୍‌ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଫଳରେ କାରରେ ଥିବା ୬ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଗୁରୁତର ଆହତ ହୋଇଛନ୍ତି।…

୨୦ ହଜାର ଟଙ୍କାରେ ୭ ଦିନର ପୁଅ ବିକ୍ରି

ବାଲେଶ୍ୱର ଅଫିସ,୧୪।୯-ଦାରିଦ୍ର୍ୟର ତାଡନା ସହି ନ ପାରି ଏକ ଦମ୍ପତି ତାଙ୍କ ୭ଦିନର ପୁଅକୁ ୨୦ହଜାର ଟଙ୍କାରେ ବିକ୍ରି କରିଦେବା ଘଟଣା ବାଲେଶ୍ୱର ଜିଲା ଦରଘାପଡିଆ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୂଲମଜୁରି ଲାଗୁଥିବା ଅସହାୟ ପିତା ଓ ପର ଘରେ…

ପ୍ରେମିକାଙ୍କୁ ଭେଟିବାକୁ ଆସିି ପ୍ରେମିକ ହଟହଟା: ରାତାରାତି ବିବାହ କରାଇଲେ ଗ୍ରାମବାସୀ

ସୋର, ୧୩ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ମାଣିପୁର ଗୁଲୁଣିଆ ଗ୍ରାମରେ ଗୁରୁବାର ଏକ ନାଟକୀୟ ଘଟଣା ଘଟିଛି। ଫେସ୍‌ବୁକ୍‌ରୁ ପ୍ରେମ ସମ୍ପର୍କ ସ୍ଥାପନ କରିଥିବା ଜଣେ ଯୁବକ ପ୍ରେମିକାଙ୍କୁ ଭେଟିବାକୁ ଆସିଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଧରାପଡି ହଟହଟା ହୋଇଛନ୍ତି। ଶେଷରେ…

ରାସ୍ତାରେ ଧାନଗଛ ପୋତିଲେ ଗ୍ରାମବାସୀ

ରୂପ୍‌ସା, ୧୩।୯(ଡି.ଏନ.ଏ.)-ବର୍ଷାଦିନେ ଯିବାଆସିବାରେ ହୀନସ୍ତା ହେବାକୁ ପଡୁଛି। ଚାଲି ଚାଲି ହେଉ କି ସାଇକେଲ କି ବାଇକ୍‌ରେ ହେଉ ଏହି କାଦୁଅ ପଚପଚ ରାସ୍ତାରେ ଯା’ଆସ କରିବାର କଷ୍ଟକର ହୋଇପଡୁଛି। ୧୦ବର୍ଷ ଧରି ଉକ୍ତ ରାସ୍ତାରେ ମୋରମ ମୁଠାଏ ପଡ଼ିନି କି…

ଜୁନିୟର ମଡେଲ ପ୍ରତ୍ୟାଶା: ଲକ୍ଷ୍ୟ ଆଇଆଇଟି ଇଞ୍ଜିନିୟର, ସଫଳ ମଡେଲ

ବାଲେଶ୍ୱର ଅଫିସ- ବାଲେଶ୍ୱର ସହରର ଝିଅ ପ୍ରତ୍ୟାଶା ପରିଜା। ମାତ୍ର ୧୨ବର୍ଷ ବୟସରୁ ସେ ପାଇସାରିଲେଣି ୭୦ରୁ ଊର୍ଦ୍ଧ୍ୱ ପୁରସ୍କାର। ମଡେଲିଂ ହେଉ କି ଡ୍ୟାନ୍ସ, ଚିତ୍ରାଙ୍କନ, ବକ୍ତୃତା, ରଚନା ସେ ସବୁଥିରେ ନିଜର ପ୍ରତିଭା ଦେଖାଇ ସାରିଛନ୍ତି। ଚଳିତବର୍ଷ ସେ…

ଦିନେ ଥିଲା ସବୁଜ ବନାନୀ, ଆଜି ଶ୍ରୀହୀନ: ବିତିଗଲା ୫ବର୍ଷ, ଲାଗିପାରିଲାନି ଗଛଟିଏ

ଖଇରା, ୧୩।୯-ବାଲେଶ୍ୱର ଜିଲାର ୨ ପ୍ରମୁଖ ବ୍ଲକ ଖଇରା ଓ ସୋରକୁ ସଂଯୋଗ କରୁଥିବା ସୋର-କୁପାରୀ ରାଜ୍ୟ ରାଜପଥର ଦୁଇ ପାର୍ଶ୍ୱରୁ ଗଛ କଟାଯିବାର ୫ ବର୍ଷ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଗୋଟିଏ ବି ଗଛ ଲାଗି ପାରିଲାନି। ଦିନେ…

ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ସ୍କୁଲରେ ତାଲା, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୩-୯:ବାଲେଶ୍ୱର ସହର ମଠସାହି ମହାବୀର ନୋଡ଼ାଲ ଉ.ପ୍ରା. ବିଦ୍ୟାଳୟରେ ଜଣେ ପ୍ରଥମଶ୍ରେଣୀ ଛାତ୍ର ଶୌଚାଳୟ ଯାଇଥିବା ବେଳେ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ଠିକ୍‌ ଭାବେ ଯାଞ୍ଚ ନ କରି ସ୍କୁଲ ବନ୍ଦ କରି ପଳାଇଯିବା…

ମହିଳାଙ୍କ ମଦ ବିରୋଧୀ ସଚେତନତା ଶୋଭାଯାତ୍ରା

ବାହାନଗା,୧୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ କୁଚିଆକୋଇଲି ଗ୍ରାମରେ ବୁଧବାର ଅପରାହ୍ନରେ ଚୋରା ମଦ କାରବାର ବିରୋଧରେ ମହିଳାମାନେ ଅଣ୍ଟା ଭିଡିଛନ୍ତି। ମହିଳାମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ମଦ କାରବାର ରୋକିବା ଲାଗି ଦାବି କରିଛନ୍ତି। ମହିଳାମାନେ ଅଭିଯୋଗ କରିଛନ୍ତି ଯେ, ଗ୍ରାମରେ ଚୋରାରେ…

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ କରିଛି। ଗୁରୁବାର ପୋଲିସ କାଠ ଓ ଭ୍ୟାନକୁ ବନବିଭାଗକୁ ହସ୍ତାନ୍ତର କରିଛି। ଫରେଷ୍ଟର ବିବେକାନନ୍ଦ…

ସ୍କୁଲରେ ଛାତ୍ରଙ୍କୁ ତାଲା ପକାଇବା ଘଟଣା: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାଲେଶ୍ୱର ଅଫିସ,୧୨।୯ (ବ୍ୟୁରୋ): ବାଲେଶ୍ୱର ସହର ମଠସାହି ମହାବୀର ନୋଡାଲ ସ୍କୁଲରେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ପଳାଇବା ଘଟଣାରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ…

ଶୌଚାଳୟ ଯାଇଥିବା ବେଳେ ତାଲା ପକାଇ କର୍ତ୍ତୃପକ୍ଷ ଛୁ’, ଘଣ୍ଟାଏ ପରେ ଛାତ୍ର ଉଦ୍ଧାର

ବାଲେଶ୍ୱର ଅଫିସ,୧୨।୯: ବାଲେଶ୍ୱର ସହରର ମଠସାହି ମହାବୀର ନୋଡାଲ ସ୍କୁଲରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ଶୌଚାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ର ଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ ତାଲା ପକାଇ ପଳାଇଥିଲେ। ପ୍ରାୟ ୧ ଘଣ୍ଟା ବନ୍ଦ…

କଲ୍ୟାଣୀଗ୍ରାମର ୧୫ ପରିବାର ଜଳବନ୍ଦୀ

ବାହାନଗା,୧୨।୯(ଡି.ଏନ.ଏ.-ବାଲେଶ୍ୱର ଜିଲା ବାହାନଗା ବ୍ଳକ କଲ୍ୟାଣୀ ଗ୍ରାମର ୬ ନମ୍ବର ୱାର୍ଡର ୧୫ ପରିବାର ଏବେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଗ୍ରାମରେ ନୂଆ କରି ତିଆରି ହୋଇଥିବା ପ୍ରଧାନମନ୍ତ୍ରୀ ସଡକ ସେମାନଙ୍କ ଲାଗି ଦୁଃଖ ଆଣି ଦେଇଛି । ରାସ୍ତା ଉଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?