ବିଦ୍ୟୁତ୍ ଆଘାତରେ ୨ ଯୁବକ ମୃତ
ରସାଳପୁର, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ହିଡ଼ିଗଁାରେ ଶନିବାର ଅପରାହ୍ନରେ ବିଦ୍ୟୁତ୍ ଆଘାତ ଲାଗି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ପ୍ରଦୀପ ଜେନା ଓ ଲାଇନମ୍ୟାନ ସତ୍ୟନାରାୟଣ ଦାସ। ଗତ ଦୁଇ ଦିନ ତଳେ ହିଡ଼ିଗଁାର ନାରାୟଣ ଜେନାଙ୍କ…
ଶବକୁ କାନ୍ଧରେ ବୋହିଲେ ଗ୍ରାମବାସୀ
ଜଳେଶ୍ୱର, ୧୮ା୮-ଜଳେଶ୍ୱର ଥାନା ମଣିପାଟଣା ଗ୍ରାମର ଶିବ ଜେନାଙ୍କ ପୁଅ ସତ୍ୟବ୍ରତ ଜେନା(୨୮)ଙ୍କ ଶୁକ୍ରବାର ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ତାଙ୍କର ଶବ ବ୍ୟବଚ୍ଛେଦ ପରେ ଆମ୍ବୁଲାନ୍ସ ଯୋଗେ ମଣିପାଟଣା ଗ୍ରାମ ପାଖକୁ ଅଣାଯାଇଥିଲା। ମାତ୍ର ଜଳେଶ୍ୱର ମ୍ୟୁନିସିପାଲିଟିରୁ ଏହି ଗ୍ରାମକୁ…
ଯାତ୍ରା କଳାକାରଙ୍କୁ ହତ୍ୟା
ଭୋଗରାଇ, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଶୁକ୍ରବାର ମଧ୍ୟରାତ୍ରିରେ ଜଣେ ନିଶାଗ୍ରସ୍ତ ଯୁବକ ଯାତ୍ରା ପାର୍ଟିର ହାସ୍ୟ କଳାକାରଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଥିବା ଭୋଗରାଇ ଥାନାରେ ଅଭିଯୋଗ ହୋଇଛି ା ପୋଲିସ…
ନାବାଳିକାଙ୍କୁ ଅସଦାଚରଣ ମାମଲା : ଗିରଫ ଅଭିଯୁକ୍ତ କୋର୍ଟରୁ ଫେରାର
ରୂପ୍ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଏକ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇଥିବା ନିମାଇଁ ଦଳାଇ ନାମକ ଯୁବକ ଶନିବାର କୋର୍ଟ ପରିସରରେ ପୋଲିସ ହେପାଜତ୍ରୁ ଫେରାର ହୋଇଯାଇଛନ୍ତି। ତାଙ୍କୁ ଖୁବ୍ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି…
ବଜ୍ରପାତରେ ଚିଙ୍ଗୁଡି ଚାଷୀଙ୍କ ପ୍ରାଣଗଲା
ରୂପ୍ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ପରିଖି ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଚିଙ୍ଗୁଡି ଚାଷ କରୁଥିବା ପଞ୍ଚାନନ ରଣା (୬୨) ନାମକ ଚାଷୀଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ପଞ୍ଚାନନଙ୍କ ଘର ଟାଉନ ଥାନା ରାଜା ବଗିଚା ଅଞ୍ଚଳରେ। ସେ…
‘ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର’
ବାଲେଶ୍ୱର ଅଫିସ୍, ୧୭ା୮: ୩୭୦ ଧାରା ଉଚ୍ଛେଦ କରି କେନ୍ଦ୍ର ସରକାର କାଶ୍ମୀରବାସୀଙ୍କୁ ନ୍ୟାୟ ପ୍ରଦାନ କରିଛନ୍ତି। ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଏକ ଘରୋଇ ହୋଟେଲ ପରିସରରେ…
ନୀଳରକ୍ତ କଙ୍କଡ଼ା ସୁରକ୍ଷା ପାଇଁ ରକ୍ଷାବନ୍ଧନ ଉତ୍ସବ
ରୂପ୍ସା, ୧୭ା୮(ଡି.ଏନ୍.ଏ.)-ନୀଳରକ୍ତ କଙ୍କଡ଼ାର ସୁରକ୍ଷା ଦିଗରେ ସରକାର ଯତ୍ନବାନ ହେବାର ସମୟ ଆସିଛି। ବିରଳ ଓ ବିଲୁପ୍ତପ୍ରାୟ ଏହି କଙ୍କଡ଼ାର ସୁରକ୍ଷା ଓ ତା ସମ୍ପର୍କରେ ଗବେଷଣା ପାଇଁ ବାଲେଶ୍ୱରରେ ଏକ ଗବେଷଣାଗାର ପ୍ରତିଷ୍ଠା ଜରୁରୀ ବୋଲି ରକ୍ଷାବନ୍ଧନ ଉତ୍ସବରେ ଉପସ୍ଥିତ…
ଥମୁନି ଝାଡ଼ାବାନ୍ତି, ୯ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ସଜନାଗଡ଼, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବାଇଗଡ଼ିଆ ପଞ୍ଚାୟତର ୩୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି। ନୀଳଗିରି ବ୍ଲକର ମହିଷାପଟା ପଞ୍ଚାୟତର ଶାଳବଣୀ ଓ କୁଆନାଳୀ ଗ୍ରାମର ୭ଜଣ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅଯୋଧ୍ୟା,…
ପାଣି ପିଇବା ବାହାନରେ ସୁନାଚେନ୍ ଲୁଟ୍ ଉଦ୍ୟମ: ଲୋକେ ନିର୍ଧୁମ ପିଟିବା ପରେ ପୋଲିସ ଜିମା ଦେଲେ
ବାହାନଗା, ୧୬ା୮(ଡି.ଏନ.ଏ.)-ବାହାନଗା ଦରଡିଆସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ଏକ ଘରକୁ ଜଣେ ଯୁବକ ପାଣି ପିଇବା ବାହାନାରେ ଯାଇ ଜଣେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍ କରି ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲେ। ଶେଷରେ ଲୋକଙ୍କ ହାତରେ…
ଜୀବିତ ବାଳକଙ୍କୁ ମୃତ ଘୋଷଣା : ଜଳେଶ୍ୱର ଡାକ୍ତରଖାନାରେ ଭଙ୍ଗାରୁଜା, ରାସ୍ତାରୋକ
ଜଳେଶ୍ୱର,୧୫ା୮: ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଗୋପୀ କିଶନ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଜୀବିତ ବାଳକକୁ ଡାକ୍ତର ମୃତ ଘୋଷଣା କରିବା ନେଇ ଗୁରୁବାର ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନା ପରିସରରେ ଭଙ୍ଗାରୁଜା କରିବା ସହ…
ବାଲେଶ୍ୱରରେ ପତାକା ଉତ୍ତୋଳନ କଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ
ବାଲେଶ୍ୱର ଅଫିସ,୧୫।୮ : ବାଲେଶ୍ୱର ଜିଲା ପୋଲିସ ଲାଇନ ପଡ଼ିଆରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ପତାକା ଉତ୍ତୋଳନ କରି ଉପସ୍ଥିତ ଜନତାଙ୍କୁ ଅଭିଭାଷଣ ପ୍ରଦାନ କରିଛନ୍ତି। ଜିଲାପାଳ…
ଚାଷୀଙ୍କୁ ମିଳୁନି ଫସଲ ବୀମା ଟଙ୍କା
ବାଲେଶ୍ୱର ଅଫିସ,୧୫।୮- ବାଲେଶ୍ୱର ଜିଲା ରେମୁଣା ବ୍ଲକ ଦୁର୍ଗାଦେବୀ ସେବା ସମବାୟ ସଂଘର ୪୫୮ ଜଣ ଚାଷୀଙ୍କୁ ମିଳୁନି ଫସଲ ବୀମା ଟଙ୍କ। ସଂଘର ସଭାପତିଙ୍କ ସମେତ ଚାଷୀମାନେ ଏ ନେଇ ଜିଲାପାଳ, ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ସମିତିର ସମ୍ପାଦକ ଏବଂ…
Archives


