ପ୍ରସିଦ୍ଧ ଚନ୍ଦନେଶ୍ୱର ପୀଠ ଉତ୍ସବମୁଖର
ଭୋଗରାଇ,୧୫।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ଭୋଗରାଇ ସ୍ଥିତ ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଚନ୍ଦନେଶ୍ୱର ଶୈବପୀଠ ଶ୍ରାବଣ ପୂର୍ଣ୍ଣିମା ଉପଲକ୍ଷେ ଉତ୍ସବମୁଖର ହୋଇଉଠିଛି। ଗୁରୁବାର ଶ୍ରାବଣ ପୂର୍ଣ୍ଣିମା ପାଳିତ ହେଉଥିଲେ ମଧ୍ୟ ବୁଧବାର ତିଥି ପଡିବାରୁ ରାତି ୮ଟାରୁ ଚନ୍ଦନେଶ୍ୱରଙ୍କ ଜଳାଭିଷେକ ଆରମ୍ଭ ହୋଇଛି।…
ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା
ବାଲେଶ୍ୱର ଅଫିସ/ସଜନାଗଡ଼,୧୫।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ଶ୍ରୀରାମ ସେନା ପକ୍ଷରୁ ବୁଧବାର ସନ୍ଧ୍ୟା ୬ଟା ସମୟରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥିଲା। ଗାନ୍ଧୀ ସ୍ମୃତି ଭବନଠାରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଶତାଧିକ ଯୁବକ ହାତରେ ତ୍ରିରଙ୍ଗା ପତାକା ଧରି ‘ଭାରତ…
ଯବାନଙ୍କ ପାଇଁ ରାଖୀ ପଠାଇଲେ ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ,୧୫।୮-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର କ୍ୟାମ୍ପସ ଛାତ୍ର କଂଗ୍ରେସ କମିଟି ପକ୍ଷରୁ ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନଙ୍କ ପାଇଁ ରାଖୀ ପଠାଇବା ଲାଗି ‘ରାଖୀ ଫର ଯବାନ’ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଗତ ୮ ତାରିଖରୁ ଆରମ୍ଭ…
ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରା
ସିମୁଳିଆ, ୧୪।୮(ଡି.ଏନ.ଏ.)-ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରାରେ ବାହାରିଥିବା ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିନ୍ଦୋଳ ଅଞ୍ଚଳର ସତ୍ୟବ୍ରତ ଦାସ (୨୮) ମଙ୍ଗଳବାର ସିମୁଳିଆ ବ୍ଲକର ସଦର ମହକୁମା ମାର୍କୋଣାରେ ପହଞ୍ଚତ୍ଛନ୍ତି। ଗତ ଜୁଲାଇ ୧୦ ତାରିଖରୁ ଯାଜପୁର ଜିଲା…
ଇଦ୍-ଉଲ୍-ଜୁହା ଲାଗି ଖର୍ଚ୍ଚ ମାଗିବାରୁ ‘ତଲାକ’
ସୋର, ୧୪।୮(ଡି.ଏନ.ଏ.)-ତିନି ତଲାକ୍କୁ ଉଚ୍ଚାରଣ କରି ଛାଡପତ୍ର ଦେବା ବେଆଇନ ଘୋଷଣା କରାଯାଇଛି। ଏହାକୁ ଅମାନ୍ୟ କଲେ ୩ ବର୍ଷ ଜେଲଦଣ୍ଡ ବିଧାନ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ଜଣେ ମୁସଲିମ ମହିଳା ରବିବାର ଏଭଳି ପରିସ୍ଥିତିର…
ଲଘୁଚାପ ବର୍ଷାରେ ଖଇରା ଉବୁଟୁବୁ
ଖଇରା, ୧୪।୮(ଡି.ଏନ.ଏ.)-୨ଦିନ ଧରି ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ଖଇରା ବ୍ଲକର ଦେଇ ଯାଇଥିବା ବିଭିନ୍ନ ନଦୀ ଓ ନାଳ ଉଛୁଳି ପଡିଛି ା ଏହି କାରଣରୁ ବିଭିନ୍ନ ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା ଲାଗି…
ମରୁଡ଼ି ଘୋଷଣା ଦାବିରେ ଗଣଆନ୍ଦୋଳନ
ବାଲିଆପାଳ,୧୩।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମେତ ବସ୍ତା, ଜଳେଶ୍ୱର, ଭୋଗରାଇ ବ୍ଲକ ଏବଂ ବାଲେଶ୍ୱର ଜିଲାକୁ ମରୁଡି ଅଞ୍ଚଳ ଘୋଷଣା ଦାବିରେ ଚାଷୀ ଏକତା ମଞ୍ଚ ଏବଂ ସୂଚନା ଅଧିକାର ସଂଘ ପକ୍ଷରୁ ବାଲିଆପାଳ ତହସିଲ ସମ୍ମୁଖରେ ଗଣଆନ୍ଦୋଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ…
ଭୋଗରାଇ ଥାନା ଆଗରେ ଡିଏସ୍ଓର ବିକ୍ଷୋଭ
ଭୋଗରାଇ,୧୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ଡିଏସ୍ଓ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିକଟରେ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ନିର୍ଯାତନା ଦେବା ଓ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ବ୍ଲାକମେଲ କରିବା ଦୁର୍ବୃତ୍ତଙ୍କୁ ଅବିଳମ୍ବେ ଗିରଫ କରି କାର୍ଯ୍ୟାନୁଷ୍ଠାନ…
ଫାଇନାନ୍ସ କର୍ମଚାରୀଙ୍କଠାରୁ ୧.୧୮ ଲକ୍ଷ ଲୁଟ୍ ଅଭିଯୋଗ
ରୂପ୍ସା,୧୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ନଗ୍ରମ ସ୍କୁଲଛକଠାରେ ସୋମବାର ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କଠାରୁ ୧ଲକ୍ଷ ୧୮ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୨୫୭/୧୯) ରୁଜୁକରି ତଦନ୍ତ ଜାରି ରଖିଛି। ତେବେ…
ନୀଳଗିରି ମହାବିଦ୍ୟାଳୟ ପରିସରରେ ମାଓବାଦୀ ପୋଷ୍ଟର
ନୀଳଗିରି,୧୩।୮(ଡି.ଏନ୍.ଏ.): ବାଲେଶ୍ବର ଜିଲା ନୀଳଗିରି ମହାବିଦ୍ୟାଳୟ ପରିସରରେ ମାଓବାଦୀ ପୋଷ୍ଟର ଲାଗିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି। ସିପିଆଇ ମାଓବାଦୀ ଛାତ୍ର ସଙ୍ଗଠନ ନାମରେ ଏହି ପୋଷ୍ଟର ଲାଗିଥିବା ବେଳେ ନିର୍ବାଚନ ବାତିଲ, ଶିକ୍ଷା ବାତାବରଣ ଫେରାଇ ଆଣିବା ଆମର ଦାବି,…
ଉପଯୁକ୍ତ କ୍ଷତିପୂରଣ ଦାବି କଲେ ଚାଷୀ
ବାଲିଆପାଳ, ୧୩।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ନଦୀ ମୁହାଣ ଚଉମୁଖଠାରେ ୫ହଜାର କୋଟି ଟଙ୍କାର ବୃହତ୍ ବନ୍ଦର ନିର୍ମାଣ ହେବାକୁ ଯାଉଛି। ଦ.ପୂ-ରେଳପଥର ଅମର୍ଦ୍ଦାଠାରୁ ଏହି ବନ୍ଦରକୁ ରେଳପଥ ସଂଯୋଗ କରିବ। ରେଳପଥ ସକାଶେ ଜମି ହରାଉଥିବା ଚାଷୀମାନେ ଶ୍ରୀରାମପୁର…
ଝିଅର ଚିକିତ୍ସା ପାଇଁ ଅସହାୟ ମା’ ବାପା
ଖଇରା, ୧୩।୮(ଉତ୍କଳବନ୍ଧୁ ପଣ୍ଡା)-ଆଖିରେ ଆଖିଏ ସ୍ବପ୍ନ ା ଅନ୍ୟ ସାଙ୍ଗମାନଙ୍କ ଭଳି ବହି ବସ୍ତାନି ଧରି ସ୍କୁଲ ଯିବାକୁ ଇଚ୍ଛା ା ହେଲେ ଆଖି ୨ଟି ତାଙ୍କର ସବୁ ଆଶାରେ ବାଧକ ସାଜିଛି। ଦୃଷ୍ଟିହୀନତା ତାଙ୍କ ଚଲାପଥରେ କଣ୍ଟା ହୋଇ ଛିଡା…
Archives


