ବାଲେଶ୍ୱର

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ, ୮।୯-ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଶନିବାର ବିଳମ୍ବିତ ରାତିରେ ଅଡର ବଜାର ଅଞ୍ଚଳରେ ଚଢାଉ କରି ୪୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୪ ଲକ୍ଷ ଟଙ୍କା ହେବ। ଏଥିରେ ସମ୍ପୃକ୍ତ ୨ଜଣ…

ଲୁଚିଯାଉଛି ପ୍ରତ୍ନବିଭବ

ଖଇରା, (ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ଗଁ। ମଝିରେ ରହିଛି ଏଭଳି ଏକ ପ୍ରାଚୀନ ମନ୍ଦିର, ଯାହାକୁ ବେଢ଼ିରହିଛି ଏକ ବରଗଛ। ବାହାରକୁ ମନ୍ଦିରର କେତେକ ଶିଳାଖଣ୍ଡ କେବଳ ଦୃଶ୍ୟମାନ ହେଉଛି। ମନ୍ଦିରର ଉଚ୍ଚତା ପ୍ରାୟ ୮ଫୁଟ…

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଶନିବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ…

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ମାରକପତ୍ର ବାଲେଶ୍ୱର ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ…

ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମବାସୀ, ଅଭିଭାବକ କେନ୍ଦ୍ର ସମ୍ମୁଖରେ ହୋହଲ୍ଲା କରିଥିଲେ। ଜଳଖିଆ ଦାୟିତ୍ୱରେ ଥିବା…

ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ ଚୋରା ଏସିଟିକ୍‌ ଏସିଡ୍‌ ଜବତ କରିଛି। ଚୋରାଚାଲାଣ ଅଭିଯୋଗରେ ବସ୍‌ର ୩ କର୍ମଚାରୀଙ୍କୁ…

ବାହାନଗା ପଞ୍ଚାୟତ ସମିତି ବୈଠକ: ଫାଇଲିନ୍‌ ଟଙ୍କା ଖର୍ଚ୍ଚ ନେଇ ହୋହାଲ୍ଲା

ବାହାନଗା, ୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପସ୍ଥିତ ସଭ୍ୟାସଭ୍ୟମାନେ ଫାଇଲିନ୍‌ ବାବଦକୁ ଆସିଥିବା ୭୦ ଲକ୍ଷ ଟଙ୍କା ଖର୍ଚ୍ଚ ନେଇ ପ୍ରଶ୍ନ ଉଠାଇବା ସହିତ ହୋହାଲ୍ଲା କରିଥିଲେ। ଏହି ଟଙ୍କା…

ଓଭରବ୍ରିଜ୍‌ ମରାମତି ଦାବି ତେଜିଲା, ସିଭିଲ୍‌ ସୋସାଇଟିର ଗଣଧାରଣା

ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍‌ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ ସୋସାଇଟି ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ଏଥିରେ ସୋସାଇଟି ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ ଏସ୍‌ଡ଼ିଓ ଓ ସୋର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ବାଲେଶ୍ୱର ଜିଲାପାଳ,…

ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ ହରାଇ ରାସ୍ତା କଡ଼ ନୟନଯୋରିକୁ ଓଲଟି ପଡିଥିଲା। ଫଳରେ ଚାଳକ ରିକ୍ସା ତଳେ ଚାପି…

ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ହଟିଲେ ଛାତ୍ରୀଛାତ୍ର, ଅଭିଭାବକ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଖବରପାଇ…

ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ସମାଧାନ ନ ହେବାରୁ ଫେରିଗଲେ ବିଇଓ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ଅଦ୍ୟାବଧି ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତିl ଖବରପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?