ଢାବାରେ ନାବାଳକଙ୍କ ସନ୍ଦେହଜନକ ମତ୍ୟୁ ଘଟଣା: ଅନ୍ତର୍ଜାତୀୟ ମାନବ ଅଧିକାର ପରିଷଦର ହସ୍ତକ୍ଷେପ
ବାଲେଶ୍ୱର ଅଫିସ,୧।୮- ବାଲେଶ୍ୱର ଜିଲା ବାଲିଆପାଳ ଥାନା ଇଡ଼କୋ ଛକ ସ୍ଥିତ ରାଜଧାନୀ ଢ଼ାବାରେ ଗତ ୨୬ ତାରିଖରେ ଜଣେ ନାବାଳକ କର୍ମଚାରୀଙ୍କ ମୃତ୍ୟୁକୁ ନେଇ ଅଞ୍ଚଳବାସୀ ଏବଂ ପୋଲିସ ମଧ୍ୟରେ ଘଟିଥିବା ଗଣ୍ଡଗୋଳ ନେଇ ଉଚ୍ଚସ୍ତରୀୟ ତଦନ୍ତ ଜାରି ରହିଛି।…
ଗୋରୁ ବୋଝେଇ ୨ ପିକ୍ଅପ୍ ଭ୍ୟାନ ଜବତ, ୩ ଗିରଫ: ୧୬ ଗୋରଙ୍କୁ ଉଦ୍ଧାର କରାଗଲା
ବାହାନଗା,୧।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ୍ ଗୋପାଳପୁର ଫାଣ୍ଡି ପୋଲିସ ବୁଧବାର ୨ଟି ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନକୁ ଜବତ କରି ସେଥିରେ ଚୋରା ଚାଲାଣ ହେଉଥିବା ୧୬ ଗୋରୁଙ୍କୁ ଉଦ୍ଧାର କରିଛି। ଗାଡିରେ ଥିବା ୨ ଡ୍ରାଇଭର ଓ ଜଣେ…
ତାତିଲେ ମହିଳା, ଭାଙ୍ଗିଲେ ମଦ ଦୋକାନ
ସଜନାଗଡ଼,୧।୮ (ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ଚୋରା ମଦ କାରବାର ବିରୋଧରେ ମହିଳାମାନଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଚୋରାମଦ କାରବାର ବୃଦ୍ଧି ଯୋଗୁ ନାନା ବିଶୃଙ୍ଖଳା ଓ ଗଣ୍ଡଗୋଳ ଘଟୁଥିବା ମହିଳାମାନେ ଅଭିଯୋଗ କରି…
ମରାମତି ଓ ପ୍ରଶସ୍ତୀକରଣ ଦାବି କରି ରାସ୍ତାରୋକୋ
ବାଲିଆପାଳ,୩୧।୭(ସ୍ବ.ପ୍ର.): ବାରମ୍ବାର ଦାବି ସତ୍ତ୍ୱେ ରାସ୍ତା ମରାମତି ଓ ପ୍ରଶସ୍ତୀକରଣ ନ ହେବାରୁ ବୁଧବାର ପୂର୍ବାହ୍ନରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ମାନ୍ଧାତା ପଞ୍ଚୁପାଲି ରାସ୍ତାର ପଞ୍ଚୁପାଲି ଛକ ନିକଟରେ ଗ୍ରାମବାସୀ ରାସ୍ତାରୋକୋ ଆନ୍ଦୋଳନ କରିଥିଲେ। ଏହି ରାସ୍ତାଟି ଜଳସେଚନ ବିଭାଗ…
ଅଟୋକୁ ଧକ୍କା ଦେଇ ଡମ୍ପର ଫେରାର: ୩ ଗୁରୁତର
ବସ୍ତା,୩୧।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥର ବସ୍ତା ବାହାର୍ଦ୍ଦା ମଧ୍ୟବର୍ତ୍ତୀ ପୁନସିଦାଠାରେ ବୁଧବାର ଅପରାହ୍ନ ୩ଟାରେ ଏକ ଦୁର୍ଘଟଣା ଘଟିଛି। ବାଲେଶ୍ୱରରୁ ଆସୁଥିବା ଏକ ଅଟୋକୁ ଡମ୍ପର ଧକ୍କାଦେବା ଯୋଗୁ ୩ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ…
ବେପରୁଆ ଗାଡି ଚାଳନା ଉପରେ ଲାଗିବ କଟକଣା
ବାଲେଶ୍ୱର ଅଫିସ, ୩୧।୭-ବଲେଶ୍ୱର ଜିଲା ପ୍ରକଳ୍ପ ଉନ୍ନୟନ ଅଧିକାରୀଙ୍କ ସଭାଗୃହରେ ମଙ୍ଗଳବାର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତା କରି ବେପରୁଆ ଯାନ ଚାଳନା ଉପରେ ଗୁରୁତ୍ୱ ଦେଇ କଟକଣା ଲାଗିବ ପାଇଁ ନିର୍ଦ୍ଦେଶ…
ତ୍ରିପାକ୍ଷିକ ଆଲୋଚନା ପରେ ସଫେଇ କର୍ମଚାରୀଙ୍କ ଧର୍ମଘଟ ପ୍ରତ୍ୟାହୃତ
ବାଲେଶ୍ୱର ଅଫିସ, ୩୦।୭-ବାଲେଶ୍ୱର ପୌର ଠିକା ସଫେଇ କର୍ମଚାରୀମାନଙ୍କର ଗତ ୨୫ତାରିଖଠାରୁ ଚାଲିଥିବା ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ମଙ୍ଗଳବାର ସହରରେ ସଫେଇ କାର୍ଯ୍ୟ ସ୍ବାଭାବିକ ଚାଲିଥିବା ଦେଖାଯାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଅପରାହ୍ନରେ ଜିଲାପାଳଙ୍କ ଡିଭିଜନାଲ୍ ଶ୍ରମ କମିଶନର ଘାସିରାମ ଟୁଡୁଙ୍କ…
୨ ମନ୍ଦିରରୁ ୩ ଲକ୍ଷ ଟଙ୍କାର ଗହଣା ଚୋରି: ଅନ୍ଧାରୀ ମଙ୍ଗଳା, ତାରିଣୀଙ୍କ ଅଳଙ୍କାର ନେଇଗଲେ
ବାଲେଶ୍ୱର ଅଫିସ,୩୦।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଶୋଭାରାମପୁର ଓ ବାଲିଆ ଅଞ୍ଚଳର ୨ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୩ ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସହଦେବଖୁଣ୍ଟା ଥାନା ପୋଲିସ ସହ ଡିଏସ୍ପି ଉମେଶ ଚନ୍ଦ୍ର…
ଆଉ ଜାଲରେ ପଡୁନାହାନ୍ତି ଇଲିଶି
ଭୋଗରାଇ, ୩୦।୭(ପ୍ରଦୀପ ଦାସ)-ଆଷାଢରୁ ଭାଦ୍ରବ ମାସ ଯାଏ ସୁବର୍ଣ୍ଣରେଖା ମୁହାଣରୁ ପ୍ରଚୁର ଇଲିଶି ମାଛ ଧରାଯାଇଥାଏ। ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ମତ୍ସ୍ୟଜୀବୀ ଏହି ମାଛ ଧରି ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ କରିଥାନ୍ତି। ଏହା ମତ୍ସ୍ୟଜୀବୀଙ୍କ ରୋଜଗାରର ମୁଖ୍ୟ…
ମୃତକଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ
ଖଇରା, ୩୦।୭(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ଆମ୍ବହତା କେନାଲରେ ବୁଡି ପ୍ରାଣ ହରାଇଥିବା ରଟିଣା ନୋଡାଲ ନୋଡାଲ ହାଇସ୍କୁର ଦୁଇ ଛାତ୍ରଙ୍କୁ ପରିବାରକୁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଭେଟିବା ସହ ସେମାନଙ୍କୁ ସମବେଦନା ଜଣାଇଛନ୍ତି ା ସପ୍ତମ…
ମନ୍ଦିରରେ ଜଳାଭିଷେକକୁ ବିରୋଧ, ଉତ୍ତେଜନା
ଜଳେଶ୍ୱର, ୩୦ା୭ (ଡି.ଏନ୍.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ନାମ୍ପୋ ଗ୍ରାମସ୍ଥିତ ଶ୍ରୀ ତ୍ରିଲୋଚନେଶ୍ୱରଙ୍କ ଶିବ ମନ୍ଦିରରେ ଜଳାଭିଷେକ ଲାଗି ସୋମବାର ଭୋର ସମୟରେ କେତେକ କାଉଁଡ଼ିଆ ଆସି ପହଞ୍ଚିଥିଲେ। ସେଠାରେ ସେବାୟତ ଓ ଭକ୍ତଙ୍କ ମଧ୍ୟରେ…
ଢାବାରେ ନାବାଳକଙ୍କ ମୃତଦେହ ମିଳିବା ଘଟଣା: ଏଚ୍ଆରପିସି ଟିମ୍ର ତଦନ୍ତ ଆରମ୍ଭ
ବାଲିଆପାଳ, ୨୯ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡ୍କୋ ଛକସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ମୃତଦେହ ଉଦ୍ଧାର ଘଟଣାରେ ରବିବାର ମାନବାଧିକାର ସୁରକ୍ଷା କମିଶନ (ଏଚଆରପିସି) ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି। ଟିମ୍ର ମୁଖ୍ୟ ଭାବେ ଅତିରିକ୍ତ ଏସ୍ପି ସତ୍ୟନାରାୟଣ ଦାସଙ୍କ ନେତୃତ୍ୱରେ ୫ଜଣିଆ…
Archives


