Odisha Elections 2024

ବାଲେଶ୍ୱର

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା

ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍‌ଘାଟନ କରିଥିଲେ। ଆୟୋଜିତ...

ମଦମୃତ୍ୟୁ ଘଟଣାର ତଦନ୍ତରେ ଶିଥିଳତା: ୧୯ରେ ଥାନା ଘେରିବ ଭାଜପା

ତିହିଡ଼ି, ୧୪।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପୀରହାଟ ଅଞ୍ଚଳରେ ମଦମୃତ୍ୟୁ ଭଳି ଏକ ସ୍ପର୍ଶକାତର ଘଟଣାର ତଦନ୍ତରେ ଶିଥିଳତା ଦେଖାଦେଇଛି। ଏହାକୁ ନେଇ ଭାଜପା ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ...

ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ

ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ। ତେବେ ଗଛ ଡାଳ ଭାଙ୍ଗିଯିବାରୁ ସ୍ତ୍ରୀ ବଞ୍ଚିଯାଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ...

ବଗଲା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ଟ୍ରାନ୍ସଫର୍ମର

ବାରିପଦା ଅଫିସ,୧୪।୬: ବାଲେଶ୍ୱର ଜିଲା ବାରିପଦା ସହରର ବଗଲା ମାର୍କେଟ ତଥା ଜିଲା ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରରେ ଶୁକ୍ରବାର ହଠାତ ନିଆଁ ଲାଗି ଯାଇଛି। ଫଳରେ ଏହା କଡରେ ଥିବା ଉଠା ଦୋକାନୀମାନେ ଭୟଭୀତ ହୋଇ ଦୋକାନ...

୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ : ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ

କେନ୍ଦୁଝର,୧୪।୬(ସ୍ବ.ପ୍ର.): ୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ମହାସଂଘ ଆହ୍ବାନରେ ଶୁକ୍ରବାର କେନ୍ଦୁଝର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ହୋଇଛି। ଏହା ଅଧୀନରେ ଥିବା ଜିଲାର ୧୫ ଶାଖାରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ...

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ ମୃତଦେହକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଖି କ୍ଷତିପୂରଣ ଦାବି କରାଯାଇଛି। ସୂଚନା ମୁତାବକ...

କାଠଭାଡ଼ିରୁ ୧ ନାଗୁଣୀ, ୫୫ ଅଣ୍ଡା ଉଦ୍ଧାର

ଭଣ୍ଡାରିପୋଖରୀ,୧୪।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନେରଡ଼ା ପଞ୍ଚାୟତ ଡାହାଲା ଗ୍ରାମର ସୂର୍ଯ୍ୟମଣି ରାଉତଙ୍କ ବାଡ଼ିରେ ଥିବା କାଠଭାଡ଼ିରେ ସାପ ଥିବା ଶୁକ୍ରବାର ଜଣାପଡ଼ିଥିଲା। ଖବର ଦିଆଯିବା ପରେ ଭଦ୍ରକ ସାପ ଧରାଳି ସେକ ମିର୍ଜା ପହଞ୍ଚି ପାଞ୍ଚ ଫୁଟ...

ବନସ୍ତେ ଡାକିଲା ଗଜ…

ଉତ୍ସବ ମୁଖର କେନ୍ଦୁଝର ଆଦିବାସୀ ଅଧ୍ୟୁଷିତ କେନ୍ଦୁଝରର ସଂସ୍କୃତି ସହ ରଜ ଓତଃପ୍ରୋତ ଭାବେ ଜଡ଼ିତ। ଏଥିଲାଗି ପିଲାଠୁ ବୁଢ଼ାଯାଏ ସମସ୍ତଙ୍କ ମନରେ ଭରିଥାଏ ଉନ୍ମାଦନା।ନୂଆ ବସ୍ତ୍ର ପିନ୍ଧି ପିଠାପଣା ଖାଇ ଦୋଳି ଖେଳି ଓ ନାଚଗୀତ କରି ରଜ...

ସାନ ମାଛକାନ୍ଦଣା ଡ୍ୟାମ୍‌ରେ କମୁଛି ଜଳସ୍ତର: ପୁରୁଣା ସହରରେ ପାଣି ପାଇଁ ହାହାକାର

କେନ୍ଦୁଝର,୧୪ା୬(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ଦୀର୍ଘଦିନ ହେଲା ଜଳ ସଙ୍କଟ ସମସ୍ୟା ଲାଗି ରହିଛି ା ପାଇପ ଦ୍ୱାରା ଜଳ ଯୋଗାଣ ହୋଇପାରୁ ନାହିଁ ା ଲୋକେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ବଡ଼ବଡିଆ ଲୋକେ ବୋରଓ୍ବେଲ ଖୋଳି ନିଜର ଆବଶ୍ୟକତା...

ଛେନାପଦୀ ରାସ୍ତାରେ ଜମୁଛି ପାଣି

ହାଟଡିହୀ, ୧୪ା୬ (ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀ ରାସ୍ତାରେ ଅସରାଏ ବର୍ଷା ହେଲେ ପାଣି ଜମୁଛି ା ବିଭିନ୍ନ ଦୃଷ୍ଟି କୋଣରୁ ବ୍ୟବସାୟର ପେଣ୍ଠସ୍ଥଳୀ ଭାବେ ଛେନାପଦୀ ବଜାରଟି ବେଶ ଜଣାଶୁଣା ା...

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ – ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ତାଙ୍କ ସହ ଫାୟାରମ୍ୟାନ ବିଭୁପ୍ରସାଦ ଜେନାଙ୍କୁ ମଧ୍ୟ...

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ଜେଲ ଗଲେ ଅଭିଯୁକ୍ତ

ରୂପ୍‌ସା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଚ୍ଛମନଖୁଣ୍ଟା ଗ୍ରାମର ଅଭିଯୁକ୍ତ ମକରା ଦେହୁରୀଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି ା ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଅଭିଯୋଗରେ ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଥିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri