ବାଲେଶ୍ୱର

ଅସରାଏ ବର୍ଷାରେ ଜମୁଛି ପାଣି: ରୋଗୀ ହଇରାଣ

ତେଲକୋଇ, ୧୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ମୁଖ୍ୟାଳୟରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର ଆଉଟଡୋର ସାମ୍ନାରେ ପାଣି ଜମୁଛି। ଅସରାଏ ବର୍ଷା ହେଲେ ଏହି ପ୍ରକାର ପରିସ୍ଥିତି ସୃଷ୍ଟି ହେଉଛି। ଆଗକୁ ବର୍ଷା ଦିନ ଆସୁଥିବାରୁ ରୋଗୀମାନେ ହଇରାଣ ହେବା ଆଶଙ୍କା ଦେଖାଦେଇଛି।...

ଇଣ୍ଡିଆନ ହ୍ବିଲଚେୟାର ପ୍ରିମିୟର ଲିଗ୍‌ରେ କେନ୍ଦୁଝରର ଯୁବକ

କେନ୍ଦୁଝର, ୧୨ା୬ (ସ୍ବ.ପ୍ର.)- ଦୃଢ ମନୋବଳ ଆଉ ସାହସ ଥିଲେ ଭିନ୍ନକ୍ଷମ ବି ସବୁ କିଛି କରିପାରେ। ଏହାର ଏକ ନିଚ୍ଛକ ଉଦାହରଣ ସାଜିଛନ୍ତି କେନ୍ଦୁଝରର ଅଭୟ କୁମାର ଜେନା। ନୂଆଦିଲ୍ଲୀରେ ଚଳିତମାସ୧୯ରୁ ୨୩ ପର୍ଯ୍ୟନ୍ତ ହେବାକୁ ଥିବା ଇଣ୍ଡିଆନ...

ବେଆଇନ ମଦ ବିକ୍ରି ନେଇ ତାତିଲେ ମହିଳା:ରାସ୍ତାରେ ଭାଙ୍ଗିଲେ ମଦ ବୋତଲ

ଜଳେଶ୍ୱର, ୧୨ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ସୁଗୋ ପଞ୍ଚାୟତରେ ବେଆଇନ ମଦ କାରବାର ନେଇ ମହିଳା ତାତି ଉଠିଛନ୍ତି। ଏହାକୁ ରୋକିବାକୁ ପୂର୍ବରୁ ବାରମ୍ବାର ଆନ୍ଦୋଳନ, ବିକ୍ଷୋଭ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ...

୧୫ରୁ ସମୁଦ୍ରକୁ ଯିବେ ମତ୍ସ୍ୟଜୀବୀ, ମାଛଧରା ଜେଟି ଚଳଚଞ୍ଚଳ

ରୂପ୍‌ସା, ୧୨।୬(ଡି.ଏନ.ଏ.)-ଦୁଇମାସ ସମୁଦ୍ରରୁ ମାଛ ମାରିବା କଟକଣା ପରେ ଆସନ୍ତା ୧୫ତାରିଖରୁ ସମୁଦ୍ରକୁ ଯିବା ଲାଗି ମତ୍ସଜୀବୀମାନେ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ା କଇଁଛ ଓ ମାଛମାନଙ୍କର ଅଣ୍ଡା ଦେବା ଋତୁ ଯୋଗୁ ମତ୍ସ୍ୟ ବିଭାଗ ପକ୍ଷରୁ ସବୁବର୍ଷ ଭଳି...

ସମିତି ଅଫିସ୍‌ରେ ତାଲା ପକାଇଲେ ଚାଷୀ

ତିହିଡ଼ି,୧୧।୬(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଚାରିତରଫ ମୌଜାର ୧୭୧ ଜଣ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲବୀମା ମିଳିପାରୁ ନାହିଁ। ଚାଷୀମାନେ ବାରମ୍ବାର ଆନ୍ଦୋଳନ କରି ପୂର୍ବରୁ ୩ଥର ସମବାୟ ସମିତିରେ ତାଲା ପକାଇଥିବା ସତ୍ତ୍ୱେ କୌଣସି ପ୍ରତିକାର ନ...

ଖରିଫ୍‌ ଧାନ ବିକ୍ରିକୁ ୩ ମାସ ବିତିଲା, ମିଳିଲାନି ପ୍ରାପ୍ୟ: ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚାଷୀ

ବାଲେଶ୍ୱର ଅଫିସ, ୧୧।୬-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଧାନ ବିକ୍ରି ସହାୟକ ମୂଲ୍ୟ ମିଳି ନ ଥିବାରୁ ଚାଷୀମାନେ ସୋମବାର ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସଦର...

ଗାଳ୍ପିକ ଅମରେଶଙ୍କୁ ‘କହ୍ନେଇ କଥା ପୁରସ୍କାର’

ବାଲେଶ୍ୱର ଅଫିସ, ୧୧।୬- ଓଡ଼ିଆ କଥା ସାହିତ୍ୟର ପ୍ରଚଣ୍ଡ ପ୍ରତିଭାଧାରୀ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ୍‌ ଦାସଙ୍କ ସ୍ମୃତିରେ ପ୍ରଦତ୍ତ ‘କହ୍ନେଇ କଥା ପୁରସ୍କାର’ ଚଳିତବର୍ଷ ପାଇଁ ଯୁବ ଗାଳ୍ପିକ ଅମରେଶ୍‌ ବିଶ୍ୱାଳଙ୍କୁ ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦ ପକ୍ଷରୁ...

ଲିଭିନି ପୁରୁଣା ପରମ୍ପରା: ରଜ ପାଇଁ ଆରମ୍ଭ ହେଲାଣି ସଜବାଜ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଓଡ଼ିିଆମାନଙ୍କ ଗଣପର୍ବ ରଜ। ଏଥିପାଇଁ ରଜ ତିନି ଦିନ ଯାକ ଘରେ ପିଠାପଣା ଓ ମିଠାର ଆସର ଜମିଥିବାବେଳେ ବନ୍ଧୁ ପ୍ରିୟଜନଙ୍କ ଭେଟଘାଟ ହେବାର ପରମ୍ପରା ଅତ୍ୟନ୍ତ ନିଆରା। ଏହି ତିନି ଦିନ ଓଡ଼ିଆମାନେ କୌଣସି କାମଧନ୍ଦା ନକରି...

ଡିକି ଭାଙ୍ଗି ୨ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୧୧।୬(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୪ନଂ ଓ୍ବାର୍ଡ ଲକ୍ଷ୍ମୀବଜାରସ୍ଥିତ ଏକ ଜଳଖିଆ ଦୋକାନ ଆଗରେ ଥିବା ଏକ ବାଇକ୍‌ର ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୨ ଲକ୍ଷ ଟଙ୍କା ଲୁଟିନେଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ନନ୍ଦିପଦା ଥାନା ବେତିରା...

ମୌକାର ଫାଇଦା ଉଠାଉଛନ୍ତି ଚୋରା ବାଲି ଚାଲାଣକାରୀ: ତହସିଲଦାର ଦୃଷ୍ଟି ଆକର୍ଷଣ ପାଇଁ ସାଧାରଣରେ ଦାବି

ଆନନ୍ଦପୁର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁ ମରାମତି ନିମନ୍ତେ ସ୍ଥାନୀୟ ପୂର୍ତ୍ତ ବିଭାଗ ଦ୍ୱାରା ଏକ ଅସ୍ଥାୟୀ ରାସ୍ତା ବନ୍ୟା ସୁରକ୍ଷା ବନ୍ଧରୁ ନଦୀର ମଧ୍ୟ ଭାଗକୁ କରାଯାଇଛି। ଏହି ରାସ୍ତାର ଫାଇଦା ଉଠାଉଛନ୍ତି ଚୋରା ବାଲି ଚାଲାଣକାରୀ...

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ବାଲେଶ୍ୱର ଅଫିସ, ୧୧।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ଜାମୁଝାଡିଠାରେ ମଙ୍ଗଳବାର କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୩୨ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।...

ବୈତରଣୀ ସେତୁ ମରାମତି କାର୍ଯ୍ୟ ଆରମ୍ଭ: ୧୨ରୁ ସେତୁ ଉପରେ ଯାତାୟାତ ବନ୍ଦ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଦୀର୍ଘଦିନର ଅପେକ୍ଷା ପରେ କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ମରାମତି କାର୍ଯ୍ୟ ଆରମ୍ଭ ପାଇଁ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଛି। ଏ ନେଇ ଆନନ୍ଦପୁର ଉପଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ଏକ ଜରୁରୀ ବୈଠକ ମଙ୍ଗଳବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri