ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ
ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି। ଏବେ ବି ଶିଶୁକନ୍ୟାକୁ ଅଲୋଡା ଭାବି ଅତି ନିର୍ଦ୍ଦୟ ଭାବେ ରାସ୍ତାକଡରେ ଛାଡି…
କୂଅରେ ପଡ଼ି ଯୁବକଙ୍କ ପ୍ରାଣଗଲା
ସଜନାଗଡ଼,୮।୮(ଡି.ଏନ୍.ଏ.) : ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ସଜନାଗଡ଼ ଛକ ନିକଟ ୧୯ ନଂ ରାଜ୍ୟ ରାଜପଥ ପାଶର୍ବରେ ପୂର୍ଣ୍ଣଚନ୍ଦ୍ର ଖାଲପାଳିଆଙ୍କ ସାନ ପୁଅ ପରଭାସିଆ (୨୩) ଗୁରୁବାର ପୂର୍ବାହ୍ନରେ ଘରପାଶର୍ବରେ…
ଜନସେବା କେନ୍ଦ୍ରକୁ ସହଯୋଗ ମିଳୁନି
ବାଲେଶ୍ୱର ଅଫିସ, ୭।୮-ବାଲେଶ୍ୱର ସଦର ବ୍ଲକ ଅଧୀନରେ ଥିବା ଜନସେବା କେନ୍ଦ୍ରଗୁଡ଼ିକୁ ତହସିଲ କର୍ମଚାରୀମାନେ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଏନେଇ ଜନସେବା କେନ୍ଦ୍ରର ଭିଏଲ୍ସି(ଭିଲେଜ ଲେଭଲ କମିଟି)ମାନେ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରାଜ୍ୟ…
ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା
ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର କାର୍ଯ୍ୟ ବନ୍ଦ କରିଛନ୍ତି ା ବର୍ଷା ସମୟରେ ଏଭଳି ନିର୍ମାଣ କାର୍ଯ୍ୟ…
‘ଜିଲାକୁ ମରୁଡ଼ି ଘୋଷଣା କରାଯାଉ’:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିଭିଲ ସୋସାଇଟିର ଦାବିପତ୍ର
ବାଲେଶ୍ୱର ଅଫିସ, ୭।୮-ବାଲେଶ୍ୱର ଜିଲାରେ ଉତ୍କଟ ମରୁଡ଼ି ଯୋଗୁ ଜିଲାରେ କୃଷି ନଷ୍ଟ ହେବାକୁ ବସିଲାଣି। ତେଣୁ ଜିଲାକୁ ମରୁଡ଼ିଗସ୍ତ ଜିଲା ଭାବେ ଘୋଷଣା କରି ଯୁଦ୍ଧକାଳୀନ ଭିତ୍ତିରେ ପାଣିପଞ୍ଚାୟତଗୁଡ଼ିକ କାର୍ଯ୍ୟକାରୀ କରିବା, କୃଷକମାନଙ୍କୁ କୃଷି ଋଣ ଛାଡ଼ କରିବା ଆଦି…
ନିର୍ଯାତୀତା ମହିଳାଙ୍କ ଭିଡିଓ ଭାଇରାଲ ନେଇ ପୋଲିସର ତନାଘନା
ବାହାନଗା, ୭ା୮(ଡି.ଏନ.ଏ.)-ଜଣେ ବିବାହିତ ମହିଳା ନିଜ ଉପରେ ହୋଇଥିବା ନିର୍ଯାତନା ସମ୍ପର୍କିତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ପରେ ବାହାନଗା ବ୍ଲକ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଖବର ଖନ୍ତାପଡା ଥାନା ଅଧିକାରୀଙ୍କ ନିକଟରେ ପହଞ୍ଚିବା ପରେ ପୋଲିସ…
ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା
ଜଳେଶ୍ୱର, ୬।୮-ମଣିଷ ବଞ୍ଚିଥିବା ବେଳେ ଯେତେ ବାଦବିବାଦ ଥାଉ ନା କାହିଁକି ମୃତ୍ୟୁ ପରେ ସମସ୍ତେ ତାହାକୁ ଭୁଲିଯାଇଥାନ୍ତି। ଏହାକୁ କୁହାଯାଏ ମଣିଷପଣିଆ। ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ନଶ୍ଚିମପୁର ପଞ୍ଚାୟତ ଆମ୍ବୁଳିଅଠା ଗ୍ରାମରେ ପୂର୍ବ ବିବାଦକୁ କେନ୍ଦ୍ର କରି…
୬ ଆନ୍ତଃରାଜ୍ୟ ଲୁଟେରା ଗିରଫ
ବାଲେଶ୍ୱର ଅଫିସ, ୬।୮-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ନହରପାଟଣା ଛକରେ ଗୋଟିଏ ଟ୍ରକ୍ ଅଟକାଇ ୬ ଆନ୍ତଃରାଜ୍ୟ ଲୁଟେରାମାନେ ଟ୍ରକ୍ରେ ଥିବା କମ୍ବଳକୁ ଲୁଟିନେବାକୁ ଉଦ୍ୟମ କରିଥିଲେ। ପୋଲିସ ପହଞ୍ଚତ୍ ସମସ୍ତଙ୍କୁ କାବୁ କରିଛି। ପୋଲିସ…
ଅବ୍ୟବସ୍ଥାରେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର:ଡାକ୍ତର ନ ଥିବାରୁ ଉତ୍ତେଜନା
ବାହାନଗା, ୬ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ଥିବା ଏକମାତ୍ର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନାନା ଅବ୍ୟବସ୍ଥା ଦେଇ ଗତି କରୁଛି। ଏଠାରେ ଡାକ୍ତର ନ ଥିବାରୁ ଡେପୁଟେଶନରେ ଆସୁଥିବା ଜୁନିୟର ଡାକ୍ତରଙ୍କ ଦ୍ୱାରା ରୋଗୀସେବା କରାଯାଉଛି। ଅନେକ ସମୟରେ ଜୁନିୟର ଡାକ୍ତର…
ବଜ୍ରପାତରେ ଚାଷୀଙ୍କ ପ୍ରାଣ ଗଲା
ଭୋଗରାଇ, ୫।୮(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସୋମବାର ଅପରାହ୍ନରୁ ଉତ୍ତର ବାଲେଶ୍ୱରରେ ମଧ୍ୟମ ଧରଣର ବର୍ଷା ହୋଇଛି। ଭୋଗରାଇ ବ୍ଲକ କଲ୍ୟାଣପୁର ଗ୍ରାମରେ ବଜ୍ରପାତ ହେବାରୁ ଚାଷଜମିରେ କାମ କରୁଥିବା ସୁଜୟ ଦାସ (୩୫) ଗୁରୁତର ହୋଇପଡିଥିଲେ। ତାଙ୍କୁ ତୁରନ୍ତ ୧୦୮…
୩୨ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
ନୀଳଗିରି, ୫।୮(ଡି.ଏନ.ଏ.)-କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ତଥା ନୀଳଗିରି ଅବକାରୀ ବିଭାଗ ପକ୍ଷରୁ ସ୍ଥାନୀୟ ସହରର ଘାଟଘରସାହି ଗାଁର ମୁନା ନାଥ(୩୨)ଙ୍କ ଘରେ ଚଢ଼ାଉ କରାଯାଇ ୩୨ଗ୍ରାମ ଓଜନର ବ୍ରାଉନ୍ସୁଗାର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୩ଲକ୍ଷରୁ ଊର୍ଦ୍ଧ୍ୱ…
ଶିକ୍ଷାନୀତିର ପରିବର୍ତ୍ତନ ଜରୁରୀ: ଅନନ୍ତ
ଭୋଗରାଇ, ୫।୮(ଡି.ଏନ.ଏ.)- ଶିକ୍ଷାନୀତିର ପରିବର୍ତ୍ତନ କରାଯାଇ ସାରାଦେଶରେ ଏକକ ପରୀକ୍ଷା କରାଯିବା ଜରୁରୀ ହୋଇପଡ଼ିଛି। ପ୍ରଚଳିତ ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ ସ୍ତରରେ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷା ଦିଆଯାଇ ପାରୁ ନାହିଁ । ଅନେକ ଛାତ୍ରୀଛାତ୍ର ବିଷୟବସ୍ତୁକୁ କେବଳ ମୁଖସ୍ତ କରି ପାଠ…
Archives


