ବାଲେଶ୍ୱର

ସହାୟତା ଅପେକ୍ଷାରେ ଅସହାୟା ଲକ୍ଷ୍ମୀ

କେନ୍ଦୁଝର,୧୧ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳର ଲକ୍ଷ୍ମୀ ମୁଣ୍ଡା ନାମ୍ନୀ ଜଣେ ଅସହାୟା ମହିଳା ରୋଗଗ୍ରସ୍ତ ହୋଇ ଭୋକ ଉପାସରେ ଦିନ କାଟୁଛନ୍ତି। ସ୍ବାମୀ ମୁନା ମୁଣ୍ଡାଙ୍କ ଦେହାନ୍ତ ପରେ ସେ ଏକୁଟିଆ ହୋଇଯାଇଛନ୍ତି। ୨ ଶିଶୁଙ୍କ ସହ ବହୁ...

ଘର ଭାଙ୍ଗିଲା ହାତୀ

ଯୋଡ଼ା,୧୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବନପାଳଙ୍କ ଅଧୀନରେ ଥିବା ବେଲଦା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବରେ ଦୁଇ ଜଣ ବ୍ୟକ୍ତିଙ୍କର ଘର ଭାଙ୍ଗିଥିବା ଜଣାପଡିଛି ା ଯୋଡା ବନପାଳ ପିଅନ ନାଏକଙ୍କ ସୂଚନାନୁଯାୟୀ ଜଣାପଡିଛି ଯେ, ରବିବାର ରାତ୍ରି...

ଅବ୍ୟବସ୍ଥାରେ ପୁରାତନ ଶିକ୍ଷାନୁଷ୍ଠାନ

ବାସୁଦେବପୁର, ୧୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଅଟଳ ବିହାରୀ ହାଇସ୍କୁଲ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ଶୈକ୍ଷିକ ବାତାବରଣ ଦିନକୁ ଦିନ ନଷ୍ଟ ହୋଇଯାଉଛି। ଶିକ୍ଷାନୁଷ୍ଠାନରେ ଅବ୍ୟବସ୍ଥା ଯୋଗୁ ବିଦ୍ୟାଳୟର ସୁନାମ ହ୍ରାସ ପାଉଥିବା...

ଶିମିଳିପାଳରୁ ୩ ଶିକାରୀ ଗିରଫଦେଶୀ ବନ୍ଧୁକ ଜବତ

ଉଦଳା,୧୧ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଶିମିଳିପାଳ କୋର ଏରିଆରେ ରବିବାର ବିଳମ୍ବିତ ରାତିରେ ବନବିଭାଗ ଏବଂ ଏସଟିଆର ଟିମ୍‌ ମିଳିତ ଚଢାଉ କରି ୩ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଗିରଫ ଶିକାରୀମାନେ ହେଲେ...

ଛାତ୍ରୀ ନିଖୋଜ ଘଟଣା:ବିବାହ ପାଇଁ ମନା କରିବାରୁ ତଣ୍ଟି ଚିପି ହତ୍ୟା

ବସ୍ତା, ୧୧।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଜାମଶୁଳୀ ଗ୍ରାମର ଜଣେ କଲେଜ ଛାତ୍ରୀ ୪ ମାସ ଧରି ନିଖୋଜ ହେବା ଘଟଣାର ସୋମବାର ଗୁମର ଖୋଲିଛି। ସମ୍ପୃକ୍ତ ଛାତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଛି। ସେ ବିବାହ କରିବାକୁ...

ଏଫଏମ୍‌ ସ୍ବୟଂଶାସିତ କଲେଜ: ପ୍ରକାଶ ପାଇଲା ସ୍ନାତକ, ସ୍ନାତକୋତ୍ତର ପରୀକ୍ଷା ଫଳ

ବାଲେଶ୍ୱର ଅଫିସ, ୧୧।୬- ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ ୮୨୨ଜଣ ପରୀକ୍ଷା ଦେଇଥିଲେ। ପ୍ରଥମ ଶ୍ରେଣୀରେ...

ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ରସଲପୁର ଗ୍ରାମର ସତ୍ୟେନ୍ଦ୍ର ଜେନା (୫୨) ସୋମବାର ମଧ୍ୟାହ୍ନରେ ବିଲକୁ ଯାଇ ଥିବାବେଳେ ଅସହ୍ୟ ଗୁଳୁଗୁଳି ଓ ଖରାରେ ସେଠାରେ ଟଳି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ସେଠାରୁ ତୁରନ୍ତ ଉଦ୍ଧାର...

ମାଲ ବୋଝେଇ ଟ୍ରେନରେ ନିଆଁ

ସୋର, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ରେଳ ଷ୍ଟେଶନଠାରେ ସୋମବାର ପୂର୍ବାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ହଠାତ୍‌ ନିଅଁା ଲାଗିଯାଇଥିଲା। ଡ୍ରାଇଭର ଏହା ଜାଣିପାରି ଟ୍ରେନକୁ ଅଟକାଇଥିଲେ। ଷ୍ଟେଶନମାଷ୍ଟର ସୋର ଦମକଳବାହିନୀକୁ ଖବର ଦେବା ପରେ କର୍ମଚାରୀମାନେ ପହଞ୍ଚି ପ୍ରଥମେ...

୨ କରତକଳ ଉପରେ ଚଢ଼ାଉ୬ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ

ବସ୍ତା, ୧୦।୬(ସ୍ବ.ପ୍ର.)-ଭିଜିଲାନ୍ସ ଓ ବନବିଭାଗ ପକ୍ଷରୁ ସୋମବାର ମିଳିତ ଭାବେ ଚଢ଼ାଉ କରାଯାଇ ଦୁଇଟି ସ୍ଥାନରେ ବେଆଇନ ଭାବେ ଚାଲିଥିବା କରତ କଳରୁ ପ୍ରାୟ ୬ ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ ହୋଇଛି। ରୂପ୍‌ସା ଥାନା ଅନ୍ତର୍ଗତ...

କଲେଜ ଛାତ୍ରୀଙ୍କ ଗଳିତ ଶବ ମିଳିବା ଘଟଣା : ପୋଲିସର ନିଷ୍କ୍ରିୟତା ନେଇ ରାସ୍ତା ଅବରୋଧ

ବସ୍ତା,୧୦ା୬(ସ୍ବ.ପ୍ର.) : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଜାମୁଶୁଳି କଲେଜ ଛାତ୍ରୀ ଲୋପାମୁଦ୍ରା ମହାନ୍ତି ୪ ମାସ ଧରି ନିଖୋଜ ହେବା ପରେ ଗଳିତ ଶବ ବିରିପଦାରୁ ମିଳିଛି। ମୃତ ଲୋପାଙ୍କ ମାତାପିତା ମୃତଦେହ ପାଖରୁ ମିଳିଥିବା ପୋଷାକପତ୍ର...

ପୂର୍ବାହ୍ନ ୧୦ଟା ସୁଦ୍ଧା ଖୋଲିନାହିଁ ଆର୍‌ଆଇ ଅଫିସ : ହୋହଲ୍ଲା କରୁଛନ୍ତି ଲୋକେ

ହାଟଡିହୀ,୧୦ା୬(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଆର୍‌ଆଇ ଅଫିସ ସକାଳୁଆ ହୋଇଥିଲେ ମଧ୍ୟ ପୂର୍ବାହ୍ନ ୧୦ଟା ସୁଦ୍ଧା କୌଣସି ସରକାରୀ କର୍ମଚାରୀଙ୍କ ଦେଖାନାହିଁ। ଅଫିସ ଗୃହରେ ତାଲା ଝୁଲୁଛି। ଏହି ଆର୍‌ଆଇ ସର୍କଲ ଉପରେ ନିର୍ଭର କରୁଥିବା...

ନାରୀ ସଶକ୍ତିକରଣ ଶୋଭାଯାତ୍ରା

କେନ୍ଦୁଝର,୧୦ା୬(ସ୍ବ.ପ୍ର.): ସ୍ଥାନୀୟ ସରସ୍ବତୀ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଦୁର୍ଗାବାହିନୀ ଓ ମାତୃଶକ୍ତି ପ୍ରାନ୍ତୀୟ ଶୌର୍ଯ୍ୟ ପ୍ରଶିକ୍ଷଣ ବର୍ଗ ଗତ ୫ ତାରିଖରୁ ଆରମ୍ଭ ହୋଇଛି। ଆସନ୍ତା ୧୨ ତାରିଖରେ ଏହା ଉଦ୍‌ଯାପିତ ହେବ। ଏହି ଅବସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri