ବାଲେଶ୍ୱର

ଚୋରି ବୋଲେରୋ ଖୋଜିବାରେ ପୋଲିସର ଅବହେଳା : ପ୍ରତିବାଦରେ ରାସ୍ତା ଅବରୋଧ

ବାଲେଶ୍ୱର ଅଫିସ,୨୨।୮: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ପରଖି ଗ୍ରାମ ମୁଖ୍ୟ ରାସ୍ତାକୁ ଗୁରୁବାର ପୂର୍ବାହ୍ନରେ ଗ୍ରାମବାସୀ ଅବରୋଧ କରିଛନ୍ତି। ସୂଚନା ଯେ, ଗତ ୧୯ ତାରିଖ ରାତିରେ ଉକ୍ତ ଗ୍ରାମର ରେହେମାତ ଅଲୀ ଖାଁଙ୍କ ବୋଲେରୋ ଚୋରି ହୋଇଥିଲା। ଏ…

ଦୂଷିତ ଜଳ ଯୋଗୁ ବ୍ୟାପୁଛି ଝାଡ଼ାବାନ୍ତି: ୩ ମୃତ, ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ବସ୍ତା,୨୧।୮(ସ୍ବ.ପ୍ର.): ଲଗାଣବର୍ଷା ପରେ ବାଲେଶ୍ୱର ଜିଲାର ବସ୍ତା ଏବଂ ରେମୁଣା ବ୍ଲକରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ନାଳ ପୋଖରୀରୁ ଲୋକେ ଦୂଷିତ ଜଳକୁ ପାନୀୟ ଭାବେ ବ୍ୟବହାର କରୁଥିବାରୁ ରୋଗ ବ୍ୟାପୁଥିବା ଆଶଙ୍କା କରାଯାଉଛି। ବସ୍ତା ବ୍ଲକ ବାହାବଳପୁର ଅଞ୍ଚଳରେ…

ପାଣିରେ ବୁଡ଼ି ଶିଶୁକନ୍ୟା ଜୀବନ ଗଲା

ରୂପ୍‌ସା,୨୧।୮(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ବଳବୁଧି ଗ୍ରାମରେ ୧୧ମାସର ଶିଶୁକନ୍ୟା ଚାନ୍ଦିନୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ ଶିଶୁ ହେଲେ ବିଶ୍ୱନାଥ ବେହେରାଙ୍କ କନ୍ୟା । ଅସାବଧାନତା ବଶତଃ ସେ ଘର ପାଖ ଏକ ପାଣି…

ଶିକ୍ଷକ ବଦଳି ପ୍ରତିବାଦ: ପିଲାଙ୍କୁ ସ୍କୁଲ ଛାଡିଲେନି ଅଭିଭାବକ

ଖଇରା, ୨୧।୮(ଡି.ଏନ.ଏ.)-ଖଇରା ବ୍ଲକ ସାରୁଗାଁ ନୋଡାଲ ସ୍କୁଲରେ ବିକଳ୍ପ ବ୍ୟବସ୍ଥା କରା ନ ଯାଇ ରାତି ଅଧିଆ ବିଜ୍ଞାନ ଶିକ୍ଷକ ସୌଭାଗ୍ୟ ବିଶ୍ୱାଳଙ୍କୁ ବଦଳି କରାଯିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ା ପ୍ରତିବାଦରେ ବିଦ୍ୟାଳୟରେ ପଢୁଥିବା ୧୩୪…

ଶଙ୍କା ବଢାଉଛି ଦୁର୍ବଳ ନଦୀବନ୍ଧ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୧।୮-ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ହ୍ରାସ ପାଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟା ସୁଦ୍ଧା ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ଜଳସ୍ତର ୮.୬୪ ମିଟର ରହିଥିବାବେଳେ ସନ୍ଧ୍ୟା ୭ଟା…

ସାରଗାଁ ବଜାରରେ ଥିବା ମଦ ଦୋକାନ ଉଚ୍ଛେଦ ଦାବି: ଅବକାରୀ ଅଫିସ୍‌ ଘେରିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୨୦।୮-ବାଲେଶ୍ୱର ଜିଲା ରେମୁଣା ବ୍ଲକ ସାରଗାଁ ବଜାର ମଧ୍ୟରେ ଥିବା ମଦ ଦୋକାନ ଉଚ୍ଛେଦ ପାଇଁ ଉକ୍ତ ପଞ୍ଚାୟତର ମହିଳା ଓ ପୁରୁଷ ମଙ୍ଗଳବାର ଜିଲା ଅବକାରୀ ଅଫିସ୍‌କୁ ଘେରାଉ କରିଥିଲେ। ସାରଗାଁ ସରପଞ୍ଚ ରବି ନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମବାସୀ…

ବେପରୁଆ ଚାଲିଛି ବର୍ତ୍ତନା-ଆଗରପଡା ରାସ୍ତା

ଖଇରା, ୨୦।୮(ଡି.ଏନ.ଏ.)-ବାଲେଶ୍ୱର ଭଦ୍ରକ କେନ୍ଦୁଝର ଓ ମୟୂରଭଞ୍ଜ ୪ ଜିଲାକୁ ସଂଯୋଗ କରୁଥିବା ବର୍ତ୍ତନା-ଆଗରପଡା ପୂର୍ତ୍ତ ବିଭାଗ ରାସ୍ତା ଏବେ ବେପରୁଆ ଢଙ୍ଗରେ ଚାଲୁଥିବାରୁ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗୋଟିଏ ପଟେ ଅବଧି ସରିବାକୁ ଆଉ ମାତ୍ର ୪ମାସ ଥିବା…

ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ତହସିଲ ଅଫିସ ଘେରାଉ

ଜଳେଶ୍ୱର, ୨୦।୮-ବାଲେଶ୍ୱର ଜିଲା ଜଳେଶ୍ୱର ଜିକେଭଟ୍ଟର ହସ୍‌ପିଟାଲରେ ଗତ ୧୫ତାରିଖଠାରୁ ଅଦ୍ୟାବଧି ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ସୋମବାର ପୂର୍ବାହ୍ନ ୧୦ଟାରୁ ଶତାଧିକ ଜନସାଧାରଣ ଜଳେଶ୍ୱର ତହସିଲ କାର୍ଯ୍ୟାଳୟକୁ ଘେରାଉ କରି ଧାରଣାରେ ବସିଥିଲେ। କମଳ ଚକ୍ରବର୍ତ୍ତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ…

ଗମ୍ଭୀର ହେଉଛି ବନ୍ୟା ପରିସ୍ଥିତି

ବାଲେଶ୍ୱର ଅଫିସ/ବସ୍ତା, ୨୦।୮(ସ୍ବ.ପ୍ର.)-ଉତ୍ତରଓଡ଼ିଶାରେ ଗତ ୫ଦିନ ଧରି ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି। ସଦର ବ୍ଲକର ୨ ପଞ୍ଚାୟତ, ରେମୁଣା ବ୍ଲକର ୩ ପଞ୍ଚାୟତ ଓ ବସ୍ତା ବ୍ଲକର ୧୦ପଞ୍ଚାୟତର…

୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାଲିଆପାଳ/ବସ୍ତା,୧୯।୮(ସ୍ବ.ପ୍ର.)-ଶିଶୁକନ୍ୟାମାନଙ୍କ ପ୍ରତି ଅସଦାଚରଣ, ବଳାତ୍କାର ରୋକିବା ଲାଗି କଠୋର ଦଣ୍ଡ ପ୍ରଣୟନ କରାଯାଇଛି। ଏସବୁ ସତ୍ତ୍ୱେ ସେମାନଙ୍କ ପ୍ରତି ଅତ୍ୟାଚାର କମିବାର ନଁା ନେଉନି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ବ୍ଲକ ସିଂଲା ଥାନା ଅଞ୍ଚଳରେ।…

ଉପେନ୍ଦ୍ରନାଥ କଲେଜରେ ଗଣ୍ଡଗୋଳ, ୬ ଛାତ୍ର ଗୁରୁତର ୨ ଅଣଛାତ୍ର ଅଟକ

ସୋର, ୧୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଉପେନ୍ଦ୍ରନାଥ କଲେଜ କ୍ୟାମ୍ପସ ବାହାରେ ଦୁଇ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳକୁ କେନ୍ଦ୍ର କରି କ୍ୟାମ୍ପସ ମଧ୍ୟରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୬ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ସୋର ପୋଲିସ…

ବିପଦ ସଂକେତ ଊର୍ଦ୍ଧ୍ୱରେ ଜଳକା: ଦିନ୨ଟା ସୁଦ୍ଧା ଜଳସ୍ତର ୬.୧୭ ମିଟର

ବସ୍ତା,୧୯।୮(ସ୍ବ.ପ୍ର.): ବିପଦ ସଂକେତ ଊର୍ଦ୍ଧ୍ୱରେ ବାଲେଶ୍ୱର ଜିଲାର ଜଳକା ନଦୀ ପ୍ରବାହିତ ହେଉଛି। ମଥାନୀଠାରେ ଜଳ ସ୍ତରର ବିପଦ ସଂକେତ ୫.୫୦ ମିଟର ଥିବା ବେଳେ.େସାମବାର ଦିନ ୨ଟା ସୁଦ୍ଧା ଏଠାରେ ଜଳସ୍ତର ୬.୧୭ ମିଟର ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାପଡିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri