ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର
ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା ବୃଦ୍ଧା ଏକୁଟିଆ ଖଟ ଉପରେ ଶୋଇଥିଲାବେଳେ ଏକ ପାଗଳା କୁକୁର କାନ୍ଥ ଡେଇଁ ଘରେ…
ବାତ୍ୟାର ୧୯ ଦିନ ବିତିଲା, ରାସ୍ତା ଉପରୁ ହଟୁନି ଗଛ
ଔପଦା, ୧୩।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମ ତୁଟାସାହି ମୁଖ୍ୟରାସ୍ତା ଉପରେ ବାତ୍ୟାରେ ଏକ ବିରାଟ ତେନ୍ତୁଳି ଗଛ ଉପୁଡ଼ି ପଡିଥିଲା। ବାତ୍ୟା ଯିବାର ୧୯ ଦିନ ବିତିଯାଇଥିଲେ ମଧ୍ୟ ଗଛ ହଟାଯାଉ ନ…
ବ୍ୟାଙ୍କ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜଳେଶ୍ୱର,୧୧ା୧୧(ନବୀନ ସାହୁ): ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୁହା…
କାର୍କୁ ପଛପଟୁ ଧକ୍କାଦେଲା ଦ୍ରୁତଗାମୀ ଡମ୍ପର, ୨ ଗୁରୁତର
ବାଲିଆପାଳ,୧୦ା୧୧: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା ଧାମନଗର ଅଞ୍ଚଳର ୫ ଜଣ ଲୋକ ପଶ୍ଚିମବଙ୍ଗରୁ ଏକ ଓମିନି ଯୋଗେ ଘରକୁ ଫେରୁଥିବା…
କାଉନସିଲରଙ୍କ ଘରୁ ଉଦ୍ଧାର ହେଲା ୪ ମାସର ଶିଶୁ ପୁତ୍ର
ବାଲେଶ୍ୱର,୯।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରେମୁଣା ଏନ୍ଏସି ଅଧୀନ ୧୧ ନଂ ୱାର୍ଡର କାଉନସିଲର ପାନମଣି ମୁର୍ମୁଙ୍କ ଘରୁ ଶନିବାର ଜଣେ ୪ ମାସର ଶିଶୁ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଶିଶୁ ପୁତ୍ରର ପରିଚୟ ଜଣାପଡ଼ିନାହିଁ । ଜିଲାପାଳ ସୂର୍ଯ୍ୟବଂଶୀ…
ନାଳରୁ ଧରାପଡ଼ିଲା ୭ ଫୁଟର ବଉଳା କୁମ୍ଭୀର, ଲୋକେ ଆତଙ୍କିତ
ଭୋଗରାଇ,୮ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର ଇକୋ ଟୁରିଜିମ୍ ନିକଟ ସମୁଦ୍ରକୁ ଲାଗିଥିବା ଏକ ନାଳରୁ ୭ ଫୁଟ ୬ ଇଞ୍ଚ ଲମ୍ବର ଏକ ବଉଳା କୁମ୍ଭୀରକୁ ଭିତରକନିକା ଓ ଉଦୟପୁର ବନବିଭାଗ ମିଳିତ ଭାବେ କୌଶଳକ୍ରମେ ଗୁରୁବାର…
ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ
ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ପଦବୀ ପୂରଣ ହେଉ ନ ଥିବାରୁ ଚିକିତ୍ସା ସେବା ବାଧାପ୍ରାପ୍ତ…
କାର-ସ୍କୁଟି ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କ ଜୀବନ
ଭୋଗରାଇ,୫।୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥ କମର୍ଦ୍ଦା ଥାନା ଛଣପୋଖରୀଠାରେ ଆଜି ସ୍କୁଟି, କାର ମୁହାଁମୁହିଁ ଧକ୍କା ହେଇଛି। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ପଛରେ ବସିଥିବା ଯୁବକ ଜଣଙ୍କ ଗୁରୁତର ହୋଇଛି। ଗୁରୁତର…
ଉଦୟପୁର ବେଳାଭୂମିରେ ଲାଗିଲା ଏଭଳି ଯନ୍ତ୍ର, ଦେଖିଲେ…
ଭୋଗରାଇ,୫ ।୧୧ ( ପ୍ରଦୀପ ଦାସ ): ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଉଦୟପୁର ସମୁଦ୍ରକୂଳରେ ସୋମବାର ଜାହାଜର ଦିଗ ନିର୍ଣ୍ଣୟ ଯନ୍ତ୍ର( ବୟାଁ ) ମତ୍ସ୍ୟଜୀବୀଙ୍କ ଦ୍ୱାରା ଠାବ କରାଯାଇଛି ।ସମ୍ଭବତଃ ଏହି ନିର୍ଣ୍ଣୟ ଯନ୍ତ୍ର ସମୁଦ୍ରର…
ଓଡିଶାରୁ ପଶ୍ଚିମବଙ୍ଗକୁ ଗଡୁଛି ଚୋରା ବାଲି ଗାଡ଼ି: ଜବତ ଗାଡି ଛାଡିଲେ ହେବ ଗଣ ଆନ୍ଦୋଳନ
ଭୋଗରାଇ,୩।୧୧(ପ୍ରଦୀପ ଦାସ): ବାଲେଶର ଜିଲାରେ ଚାଲିଛି ବାଲି ମାଫିଆଙ୍କ ରାଜୁତି। ଶତାଧିକ ଟ୍ରାକ୍ଟର ଓ ଡମ୍ପରରେ ବ୍ୟାପକ ଭାବେ ବାଲି ଦିନରାତି ପଶ୍ଚିମବଙ୍ଗକୁ ଚୋରା ଚାଲାଣ ହେଉଛି। ଏହାକୁ ରୋକିବା ତ’ ଦୂରର କଥା ସ୍ଥାନୀୟ ପୋଲିସ ପ୍ରଶାସନ ଓ ଖଣି…
ପିଇବା ପାଣି ପାଇଁ ୧୦୦ ପରିବାର ହଇରାଣ
ଜଳେଶ୍ୱର, ୩।୧୧(ରବିନାରାୟଣ ପାତ୍ର): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଶିଖରପୁର ପଞ୍ଚାୟତର ନାଣ୍ଢିପୋଖରୀ ଛକଠାରେ ବସବାସ କରି ଆସୁଥିବା ପ୍ରାୟ ୧୦୦ ପରିବାର ପିଇବା ପାଣି ନ ପାଇ ହଇରାଣ ହେଉଛନ୍ତି। ସେଠାରେ ଥିବା ନଳକୂପ ପ୍ରାୟ ବର୍ଷେ ହେଲା…
ଋଣ ଭାର ସହି ନ ପାରି ରିକ୍ସା ଚାଳକଙ୍କ ଆତ୍ମହତ୍ୟା
ଭୋଗରାଇ,୨ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଡ ଆଉସା ଗ୍ରାମର ଧରଣୀଧର ପାତ୍ର (୫୦) ନାମକ ରିକ୍ସା ଚାଳକ ଋଣ ଭାର ସହି ନ ପାରି ଆତ୍ମହତ୍ୟା ଭଳି ଚରମ ପନ୍ଥା ଅବଲମ୍ବନ କରିଛନ୍ତି। ସେ ରିକ୍ସା ଚଳାଇ ଯେତିକି…
Archives


