ବାଲେଶ୍ୱର

ଦହିସଢ଼ାଠାରେ ଦୁଇ ବାଇକ୍‌ ମଧ୍ୟରେ ଧକ୍କା: ଗାଡ଼ିରୁ ଖସି ପଡ଼ିବାରୁ ଚଢ଼ିଗଲା ଟ୍ରକ୍‌, ଜଣେ ମୃତ

ସୋର,୭।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦହିସଢ଼ାଠାରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁଗୁନପୁର ଗ୍ରାମର ଶଶିକାନ୍ତ ନାୟକ(୪୫)। ସୂଚନାନୁଯାୟୀ, ବିିପରୀତ...

ବର୍ଷା ପାଇଁ ପୂଜାର୍ଚ୍ଚନା

କେନ୍ଦୁଝର,୭ା୬(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ବଉଳମାଳ ଗ୍ରାମ ତଥା ଆଖପାଖ ଅଞ୍ଚଳରେ ବର୍ଷା ହୋଇ ନ ଥିବାରୁ ଚାଷୀକୁଳ ହତାଶ ହୋଇପଡ଼ିଛନ୍ତିା ଫଳରେ ଲୋକେ ବର୍ଷା ହେବା ପାଇଁ ଗ୍ରାମଦେବୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଇନ୍ଦ୍ରଦେବଙ୍କୁ ପ୍ରାର୍ଥନା କରି...

ଭିଜିଲାନ୍ସ ଜାଲରେ ଅମିନ

ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଶୁକ୍ରବାର ସାହୁଙ୍କ ବେତନଟୀ ସ୍ଥିତ ବାସଭବନ...

ବିଦ୍ୟୁତ୍‌ ଆଘାତରେ ହେଲ୍‌ପର ମୃତ, ଡ୍ରାଇଭର ଗୁରୁତର

ବାସୁଦେବପୁର, ୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ହାବେଳିସାହୀ ନିକଟରେ ଗୁରୁବାର ରାତିରେ ଏକ ଟ୍ରକ୍‌ରୁ ବାଲି ଅନ୍‌ଲୋଡ଼ ହେଉଥିଲା। ଏହି ସମୟରେ ନିକଟଦେଇ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ଟ୍ରକ୍‌ ଡ଼ାଲାରେ ଲାଗିଯାଇଥିଲା। ଫଳରେ ଟ୍ରକ୍‌ ହେଲ୍‌ପର...

ପାଠପଢ଼ାରେ ଡୋରି : ଅଙ୍ଗନବାଡ଼ି ଯାଉନାହାନ୍ତି ଶିଶୁ

କେନ୍ଦୁଝର,୭ା୬(ସ୍ବ.ପ୍ର.): ପୁଷ୍ଟିହୀନତା ରୋକିବା ସହ ଶିଶୁଙ୍କୁ ପ୍ରାକ ଶିକ୍ଷା ଦେବାକୁ ସରକାର ଅଙ୍ଗନବାଡ଼ି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଶିଶୁମାନେ ସୁଷମ ଖାଦ୍ୟ ଖାଇବା ସହ ପାଠ ପଢ଼ିବାରେ ଆଗ୍ରହ ପ୍ରକାଶ କରିବେ। କୌଣସି ଶିଶୁ ଯେମିତି ଏହି...

ଟ୍ରକ୍‌କୁ ପଛରୁ ଧକ୍କାଦେଲା ଟାଟାଏସିଇ, ଚାଳକ ମୃତ

ଭଣ୍ଡାରିପୋଖରୀ, ୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ୧୬ ନମ୍ବର ଜାତୀୟ ରାଜପଥର ଯଶୋଟିକିରି ନିକଟରେ ଶୁକ୍ରବାର ଭୋରରେ ଏକ ଦୁର୍ଘଟଣା ଘଟିଛି। ଟାଟାଏସିଇ ଭାରସାମ୍ୟ ହରାଇ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେବା ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ...

ଅର୍ଥ ବାଧକ : ଅଧାରୁ ପାଠ ଛାଡ଼ିଲେ ଦୁଷ୍ମନ୍ତ

ଚମ୍ପୁଆ, ୭ା୬(ଡି.ଏନ.ଏ.): ସଭିଏଁ ପଢନ୍ତୁ ଓ ସଭିଏଁ ବଢନ୍ତୁ କାର୍ଯ୍ୟକ୍ରମ ଅନୁଯାୟୀ ଶିକ୍ଷିତହାର ବୃଦ୍ଧି କରିବା ଓ ବିଶେଷ ଭାବେ ଆଦିବାସୀ ହରିଜନ ଏବଂ ଆର୍ଥତ୍କ ଦୁର୍ବଳ ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷାଦାନ କରିବା ଉପରେ ସରକାରୀ ସ୍ତରରେ ବହୁ ପଦକ୍ଷେପ...

ବୈତରଣୀ ନଦୀ ସେତୁରୁ ବେରିଂ ଖସିବା ଘଟଣା: ବର୍ଷେ ପରେ ବି ବିଳମ୍ବ ମରାମତି

ଆନନ୍ଦପୁର, ୭।୬(ସ୍ବ.ପ୍ର.)- ଆନନ୍ଦପୁର ବୈତରଣୀ ନଦୀ ସେତୁକୁ ଦଇବ ସାହା। ବିପଦସଙ୍କୁଳ ଅବସ୍ଥାରେ ରହିଥିବା ଏହି ସେତୁର ଏକ ପିଲାରରୁ ୨୦୧୮ ଜୁଲାଇ ୬ ତାରିଖରେ ଏକ ବେରିଂ ଖସିଥିବା ଘଟଣା ଦୃଷ୍ଟିକୁ ଆସିଥିଲା। ଏହି ବେରିଂ କେବେ ଖସିଥିଲା...

ଆଜି ଦେବଦମ୍ପତିଙ୍କ ବିବାହ:ବୈଦିକ ରୀତିରେ ସରିଲା ମଙ୍ଗଳକୃତ୍ୟ

ଆରଡ଼ି, ୭।୬ (ଡି.ଏନ.ଏ.)- ଶୁକ୍ରବାର ଦେବଦମ୍ପତିଙ୍କ ବିବାହ। ଦେବ ଦେବ ମହାଦେବ ସାଜିବେ ବର ଆଉ ମାତା ପାର୍ବତୀ କନିଆ। ବାଣ ରୋଶଣି ସାଙ୍ଗକୁ ଯୋଡ଼ି ମହୁରି, ମାଦଳ ବାଜା, ଶଙ୍ଖଧ୍ୱନି, ଖୋଳ କରତାଳ, ଢୋଲ, ମୃଦଙ୍ଗ ଆଦି ବାଦ୍ୟରେ...

ବେଆଇନ ବାଲି ଉତ୍ତୋଳନ ନେଇ ଗ୍ରାମବାସୀଙ୍କ ରାସ୍ତାରୋକୋ, ଉତ୍ତେଜନା

ଜଳେଶ୍ୱର, ୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ସରଡ଼ିହା ରାଜସ୍ବ ସର୍କଲ ଅଧୀନ ସୁବର୍ଣ୍ଣରେଖା ନଦୀର ଶିଖରପୁର ବାଲି ସୈରାତରୁ ପରିବେଶ ତଥା ରାଜସ୍ବ ଆଇନକୁ ଉଲ୍ଲଘଂନ କରାଯାଇ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଉଛି। ନଦୀକୂଳ ଶିଖରପୁର ଗ୍ରାମର ଶତାଧିକ...

ଚାଷୀ ବାପାଙ୍କ ମୁହଁରେ ହସ ଫୁଟାଇଲେ ଦିବ୍ୟାଙ୍ଗ ଝିଅ

ଖଇରା, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୭ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷାରେ ଉତ୍ତୀଣ୍ଣର୍ର୍ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ରାଇକୁଳା ମୌଳିକ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀ ମଞ୍ଜୁ ବେହେରା। ସେ ଶତକଡ଼ା ୭୫ ପ୍ରତିଶତ ମାର୍କ ରଖି ଏହି ଯୋଗ୍ୟତା...

ବାଲିଆପାଳ ତହସିଲରେ ଅଚଳାବସ୍ଥା: ପ୍ରତିବାଦରେ ଓକିଲ, ମୋହରିର ସଂଘର ଧାରଣା

ବାଲିଆପାଳ, ୬।୬(ସ୍ବ.ପ୍ର.)-ବାଲିଆପାଳ ତହସିଲରେ ଦୀର୍ଘଦିନ ହେଲା ଲାଗି ରହିଛି ଅଚଳାବସ୍ଥା। ଆବେଦନ କରିବାର ମାସ ମାସ ପରେ ମଧ୍ୟ ହିତାଧିକାରୀଙ୍କୁ ମିଳୁନି ବିଭିନ୍ନ ପ୍ରମାଣପତ୍ର ଏବଂ ନାଗରିକ ସୁବିଧା ସୁଯୋଗ। ଏନେଇ ଓକିଲ, ମୋହରିର ସଂଘ ଏବଂ ଜନସାଧାରଣଙ୍କ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri