ବାଲେଶ୍ୱର

ନୀଳଗିରି ମହାବିଦ୍ୟାଳୟ ପରିସରରେ ମାଓବାଦୀ ପୋଷ୍ଟର

ନୀଳଗିରି,୧୩।୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ନୀଳଗିରି ମହାବିଦ୍ୟାଳୟ ପରିସରରେ ମାଓବାଦୀ ପୋଷ୍ଟର ଲାଗିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି। ସିପିଆଇ ମାଓବାଦୀ ଛାତ୍ର ସଙ୍ଗଠନ ନାମରେ ଏହି ପୋଷ୍ଟର ଲାଗିଥିବା ବେଳେ ନିର୍ବାଚନ ବାତିଲ, ଶିକ୍ଷା ବାତାବରଣ ଫେରାଇ ଆଣିବା ଆମର ଦାବି,…

ଉପଯୁକ୍ତ କ୍ଷତିପୂରଣ ଦାବି କଲେ ଚାଷୀ

ବାଲିଆପାଳ, ୧୩।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ନଦୀ ମୁହାଣ ଚଉମୁଖଠାରେ ୫ହଜାର କୋଟି ଟଙ୍କାର ବୃହତ୍‌ ବନ୍ଦର ନିର୍ମାଣ ହେବାକୁ ଯାଉଛି। ଦ.ପୂ-ରେଳପଥର ଅମର୍ଦ୍ଦାଠାରୁ ଏହି ବନ୍ଦରକୁ ରେଳପଥ ସଂଯୋଗ କରିବ। ରେଳପଥ ସକାଶେ ଜମି ହରାଉଥିବା ଚାଷୀମାନେ ଶ୍ରୀରାମପୁର…

ଝିଅର ଚିକିତ୍ସା ପାଇଁ ଅସହାୟ ମା’ ବାପା

ଖଇରା, ୧୩।୮(ଉତ୍କଳବନ୍ଧୁ ପଣ୍ଡା)-ଆଖିରେ ଆଖିଏ ସ୍ବପ୍ନ ା ଅନ୍ୟ ସାଙ୍ଗମାନଙ୍କ ଭଳି ବହି ବସ୍ତାନି ଧରି ସ୍କୁଲ ଯିବାକୁ ଇଚ୍ଛା ା ହେଲେ ଆଖି ୨ଟି ତାଙ୍କର ସବୁ ଆଶାରେ ବାଧକ ସାଜିଛି। ଦୃଷ୍ଟିହୀନତା ତାଙ୍କ ଚଲାପଥରେ କଣ୍ଟା ହୋଇ ଛିଡା…

ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଗାର୍ଡେନିଂ: ରତୀନ୍ଦ୍ରଙ୍କ ଅନନ୍ୟ ପ୍ରୟାସ

ବାଲିଆପାଳ, ୧୩ା୮(ଡି.ଏନ.ଏ.)-ସୁସ୍ଥ ପରିବେଶ ଦେହ ଓ ମନକୁ ସୁସ୍ଥ ରଖେ। ଏହି କଥାର ମର୍ମ ବୁଝି ଏହାକୁ କାର୍ଯ୍ୟରେ ଲଗାଇ ଚର୍ଚ୍ଚାକୁ ଆସିଛନ୍ତି ଡାକ୍ତରଖାନାରେ ରୋଗୀଙ୍କୁ ସେବା ଯୋଗାଉଥିବା ଫାର୍ମାସିଷ୍ଟ ରତୀନ୍ଦ୍ର ନାରାୟଣ ପରିଡା। ସେ ନିଜ ଉଦ୍ୟମରେ ଡାକ୍ତରଖାନା ଚାରିପଟେ…

ରାଜଘାଟକୁ ଷ୍ଟେଶନ ମାନ୍ୟତା ଦାବି: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଡେଭଲପମେଣ୍ଟ କମିଟି କର୍ମକର୍ତ୍ତା

ରୂପ୍‌ସା,୧୨।୮(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ପାସେଞ୍ଜର ହଲ୍ଟକୁ ଷ୍ଟେଶନ ମାନ୍ୟତା ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ ଷ୍ଟେଶନର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁୁ ବାରମ୍ବାର ଅବଗତ କରାଯାଇଥିଲେ…

ବସ୍ତାରେ ବଜ୍ରପାତ: ଯୁବକ ଗୁରୁତର

ବସ୍ତା, ୧୨।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଦରଡ଼ା ପଞ୍ଚାୟତ କୁଣ୍ଡେଇ ଗ୍ରାମରେ ସୋମବାର ବଜ୍ରପାତରେ ଜନୈକ ଯୁବକ ଗୁରୁତର ଆହତ ହୋଇ ବସ୍ତା ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି। ସେ ହେଲେ ସୃଷ୍ଟିଧର ପରିଡ଼ାଙ୍କ ପୁଅ ଗୌରାଙ୍ଗ। ଗୌରାଙ୍ଗ କୌଣସି…

ସିକ୍ୟୁରିଟି ଗାର୍ଡ ହତ୍ୟା ଘଟଣାର ପର୍ଦ୍ଦାଫାଶ: ପରକୀୟା ସମ୍ପର୍କ ମୁଖ୍ୟ କାରଣ

ସଜନାଗଡ଼, ୧୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କେଶୁରା ଗ୍ରାମରେ ବିଜୟ କୁମାର ସିଂହ (୪୦) ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯିବା ଘଟଣାର ପର୍ଦ୍ଦାଫାଶ ହୋଇଛି। ପରକୀୟା ପ୍ରୀତି ସନ୍ଦେହକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ରବିବାର ପୂର୍ବାହ୍ନରେ…

ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ବିପଦ

ରୂପ୍‌ସା, ୧୨।୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଉଥିବା ବେଳେ ବିଭିନ୍ନ ସ୍ଥାନରେ ସୁରକ୍ଷିତ ଶ୍ରେଣୀଗୃହ ଅଭାବ ଏବଂ ବିଦ୍ୟାଳୟ ହତା ସାଙ୍ଗକୁ ପାଚେରି ନ ଥିବାରୁ ସମସ୍ୟା ସୃଷ୍ଟି ହେଉଛି। ବାଲେଶ୍ୱର…

ସ୍ତ୍ରୀଙ୍କୁ ପୋଡି ମାରିବା ପରେ ସ୍ବାମୀ ବିଷ ପିଇବା ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ ଦ୍ୱାରା ତଦନ୍ତ ଆରମ୍ଭ

ବାହାନଗା, ୧୨ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମର ନିଳାମ୍ବର ମଳିକ(୪୮) ନାମକ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ବିଲରେ ପୋଡି ମାରିଦେବା ପରେ ନିଜେ ବିଷ ପିଇ ଦେଇଥିଲେ। ରବିବାର ଏହି ଘଟଣାର ତଦନ୍ତ ଜିଲା ସାଇଣ୍ଟିଫିକ୍‌ ଟିମ୍‌ ଦ୍ୱାରା ଆରମ୍ଭ…

ମହିଳାଙ୍କୁ ତିନି ତଲାକ୍‌ : ୪ ମାସର ଶିଶୁକନ୍ୟାଙ୍କୁ ଧରି ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ

ଭୋଗରାଇ,୧୨ା୮(ଡି.ଏନ୍‌.ଏ.): ମୁସଲିମ୍‌ ଆଇନରେ ତିନି ଥର ତଲାକ୍‌ ଉଚ୍ଚାରଣ କରି ଛାଡ଼ପତ୍ର ଦେବା ବେଆଇନ ଓ ଦଣ୍ଡନୀୟ ଅପରାଧ ବୋଲି ନିକଟରେ ଆଇନରେ ପରିଣତ ହୋଇଛି। ଏଥିରେ ତିନିତଲାକ କହୁଥିବା ବ୍ୟକ୍ତିଙ୍କୁ ୩ବର୍ଷ ଜେଲ୍‌ ଦଣ୍ଡାଦେଶର ବ୍ୟବସ୍ଥା ରହିଛି। ଏହା ସତ୍ତ୍ୱେ…

ଭୋଗରାଇରେ ପୁଣି ଲଜ୍ଜା: ଅଶ୍ଳୀଳ ଭିଡିଓ ଶୁଟିଂ କରି ବ୍ଲାକମେଲିଂ

ଭୋଗରାଇ, ୧୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଉପାନ୍ତ ତାଳସାରୀ ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଅନ୍ତରଙ୍ଗ ସମ୍ପର୍କ ରଖିବାକୁ ବାଧ୍ୟ କରି ଏହାର ଭିଡିଓ ଶୁଟିଂ କରି ସେମାନଙ୍କୁ ବ୍ଲାକମେଲିଂ କରିବା ଭଳି ଲଜ୍ଜାଜନକ ଘଟଣା ପଦାକୁ ଆସିଛି।…

ପର୍ଯ୍ୟଟନ କ୍ଷେତ୍ର କୁପାରୀକୁ ପ୍ରଦୂଷଣମୁକ୍ତ ଲାଗି ପ୍ରୟାସ :  ଅଣ୍ଟା ଭିଡିଲେ ବିଭିନ୍ନ ସଙ୍ଗଠନ

ଖଇରା, ୧୧।୮(ଡି.ଏନ.ଏ.)-୧୯୯୯ ମସିହାରୁ କୁପାରୀକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ମିଳିଛି ସତ, ହେଲେ ସେଭଳି କିଛି ଆଖିଦୃଶିଆ ପ୍ରଗତି ହୋଇପାରିନାହିଁ ା ଏଭଳିକି ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ପରିଚିତ ଏହି ପୀଠକୁ ପ୍ରଦ୍ୟୁଷଣ ମୁକ୍ତ କରିବା ପାଇଁ ସରକାରୀ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?