ହଷ୍ଟେଲରୁ ଛାତ୍ର ନିଖୋଜ ଘଟଣା: ବିଦ୍ୟାଳୟ ଘେରିଲେ ଶତାଧିକ ମହିଳା
ଜଳେଶ୍ୱର, ୨୩।୭(ଡି.ଏନ.ଏ.)-ଜଳେଶ୍ୱର ସହର ବଡ଼ବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ହଷ୍ଟେଲରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ତଥା ଭୋଗରାଇ ଥାନା ଅଧିନ ହାଣ୍ଡିପଡ଼ା ଗ୍ରାମନିବାସୀ କାହ୍ନୁ ଦାସଙ୍କ ପୁଅ ଗୋବିନ୍ଦ ଦାସ (୧୩) ରବିବାର ସକାଳୁ ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା…
ବିଦ୍ୟାଳୟ ସାମ୍ନାରୁ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ
ବାହାନଗା, ୨୩।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ସୋମବାର ଅପରାହ୍ନ ୪ଟା ବେଳେ ଜଣେ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରାଯାଇଛି। ଦୁର୍ବୃତ୍ତମାନେ ଏକ ବୋଲେରୋରେ ତାଙ୍କୁ ଅପହରଣ କରିନେଇଥିବା ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଓ ଛାତ୍ରଙ୍କ…
ମୁକୁଳାପଡ଼ିଛି ନଦୀବନ୍ଧ
ବାଲେଶ୍ୱର ଅଫିସ,୨୩।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲାର ରେମୁଣା ଓ ସଦର ବ୍ଲକ ମଧ୍ୟ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀରେ ବନ୍ୟାଜଳ ଅଧିକାଂଶ ବର୍ଷ କୂଳ ଲଂଘୁଛି। ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ବସୁଥିଲେ ବି ଏହାର ସ୍ଥାୟୀ ପ୍ରତିକାର ଲାଗି କୌଣସି…
ବୋଲ ବମ୍ ଧ୍ୱନିରେ କମ୍ପିଲା ପଞ୍ଚଲିଙ୍ଗେଶ୍ୱର ପୀଠ
ସଜନାଗଡ଼,୨୨।୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାର ଉତ୍ତରଓଡ଼ିଶାର ଅନ୍ୟତମ ଶୈବପୀଠ ନୀଳଗିରିସ୍ଥିତ ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ କାଉଡ଼ିଆମାନେ ଜଳାଭିଷେକ କରି ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର କାଉଡ଼ିଆଙ୍କ ‘ବୋଲବମ୍, ହରହର ବମ୍ ଧ୍ୱନି’ରେ ଶୈବପୀଠ କମ୍ପିଥିଲା। ବାଲେଶ୍ୱର ନିକଟସ୍ଥ ବୁଢ଼ାବଳଙ୍ଗ ନଦୀର…
ବର୍ଜ୍ୟବସ୍ତୁ ସଂଗ୍ରହ କରିବ ଭ୍ରାମ୍ୟମାଣ ଭ୍ୟାନ୍
ଭଦ୍ରକ ଅଫିସ, ୨୨।୭ – ଭଦ୍ରକ ପୌରାଞ୍ଚଳ ଅନ୍ତର୍ଗତ ସମସ୍ତ ୱାର୍ଡରୁ ଏଣିକି ଦୁଇଟି ଭ୍ରାମ୍ୟମାଣ ଭ୍ୟାନ୍ ବର୍ଜ୍ୟବସ୍ତୁ ସଂଗ୍ରହ କରିବ। ଏଥିପାଇଁ ସୋମବାର ପୌରପାଳିକା ପକ୍ଷରୁ ଦୁଇଟି ଭ୍ୟାନ୍କୁ ଉଦ୍ଘାଟନ କରାଯାଇଛି। ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ମୁଖ୍ୟଅତିଥି ଭାବେ…
ଲାଞ୍ଚ ନେଇ ଧରାପଡ଼ିଲେ ଜୁନିୟର ଇଞ୍ଜିନିୟର
କେନ୍ଦୁଝର/ପାଟଣା, ୨୨।୭ (ଡି.ଏନ୍.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜୁନିୟର ଇଞ୍ଜିନିୟର ବିଭୂତି ଭୂଷଣ ପ୍ରଧାନ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଖବରରୁ ପ୍ରକାଶ ଯେ, ଠିକାଦାର ହେମନ୍ତ ମହାନ୍ତଙ୍କଠାରୁ ଏକ କମ୍ୟୁନିଟି ସେଣ୍ଟରର ଫାଇନାଲ ବିଲ୍…
ପ୍ରଥମ ସୋମବାରରେ କାଉଡ଼ିଆଙ୍କ ଜଳଲାଗି
ଆରଡ଼ି,୨୨।୭(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ହଜାର ହଜାର କାଉଡ଼ିଆ ଶ୍ରାବଣ ମାସର ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳଲାଗି କରିଛନ୍ତି। ରବିବାର ରାତି ୧୧ଟାରୁ ଏହି ଜଳଲାଗି ଆରମ୍ଭ ହୋଇଥିଲା। କାଉଡ଼ିଆମାନେ ଲମ୍ବା ଲାଇନରେ ଆସି ଜଳ ଲାଗିବା ସହ…
ଝିକରା ଜଳପ୍ରପାତ ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ
ବଡବିଲ/କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବଲାଣୀକୁ ଦୁଇ ଦିନିଆ ଗସ୍ତରେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଝିକରାନାଳ ଜଳପ୍ରପାତ ସପରିବାର ପରିଦର୍ଶନ କରିଛନ୍ତି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ପଦକ୍ଷେପ ନେବାକୁ ସେଲ କମ୍ପାନୀ ଓ…
ହମ୍ପସ ନିର୍ମାଣ ଲାଗି ଅଞ୍ଚଳବାସୀଙ୍କ ରାସ୍ତା ଅବରୋଧ
ଯୋଡ଼ା, ୨୨।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି କ୍ରେଚ ହଟିଂଠାରେ ପରିବହନ ଜନିତ ଦୁର୍ଘଟଣା ବୃଦ୍ଧି ହେତୁ ରାସ୍ତାରେ ହମ୍ପସ ନିର୍ମାଣ ଦାବି କରି ଜୁରୁଡି କ୍ରେଚ ହଟିଂ ଅଞ୍ଚଳବାସୀ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରୁ ଜଣାପଡିଛି ଯେ, ରବିବାର…
ଓଭରବ୍ରିଜ ତଳେ ପରିବା ବିକ୍ରି; ରାସ୍ତା ଜାମ, ଲୋକେ ହଇରାଣ
ଢେଙ୍କିକୋଟ,୨୨।୭(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଲାଇଫ ଲାଇନ୍ ଜାତୀୟ ରାଜପଥ ୨୦ ନଂ ପାଣି କୋଇଲିଠାରୁ ରାଜାମୁଣ୍ଡାକୁ ଢେଙ୍କିକୋଟ ବଜାର ମଧ୍ୟ ଦେଇ ଯାଇଛି। ଯାହାକି ଏହାର ନବୀକରଣ ୪ ଲେନ୍ ରାସ୍ତା ନିର୍ମାଣ ବେଳେ ଢେଙ୍କିକୋଟ ବଜାର ମଧ୍ୟରେ ଏକ ଓଭରବ୍ରିଜ୍…
ରାସ୍ତାକଡ଼ରେ ଦାନ୍ତକାଠି ପସରା; ଜଙ୍ଗଲ ଉପରୁ କମୁନି ନିର୍ଭରଶୀଳତା
କେନ୍ଦୁଝର, ୨୨।୭ (ସ୍ବ.ପ୍ର.)- ଦିନ ଥିଲା ଲୋକେ ଜଙ୍ଗଲ ଉପରେ ନିିର୍ଭର କରି ଚଳୁଥିଲେ। ସେମାନଙ୍କୁ ଜଙ୍ଗଲ ଦେଉଥିଲା ଦାନାପାଣି। ଦିନକୁ ଦିନ ଜଙ୍ଗଲ ସମ୍ପଦର କ୍ଷୟ ଘଟିବା ଯୋଗୁ ବନଜାତ ଦ୍ରବ୍ୟ ସଂଗ୍ରହ ଉପରେ କଟକଣା ଜାରି କରାଯାଉଛି। ବନବାସୀ…
ମଦ ନିଶା ଜୀବନ ନେଲା: କଟୁରୀରେ ହାଣି ପୁତୁରାକୁ ହତ୍ୟା, କକା ଗିରଫ
କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁତୁରାଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ପାଉ ଦେହୁରୀ । ରବିବାର ସାରେ…
Archives


