ବାଲେଶ୍ୱର

ସୁରକ୍ଷାକର୍ମୀଙ୍କୁ ମାଡ଼, ମାମଲା ରୁଜୁ

ଯୋଡ଼ା,୨୦।୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ହୁଡିସାହିଠାରେ ରହୁଥିବା ସୁରକ୍ଷାକର୍ମୀଙ୍କ ସହଯୋଗୀମାନେ ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗରୁ ଜଣାପଡ଼ିଛି ଯେ, ଏକ ସିକ୍ୟୁରିଟି ସଂସ୍ଥାରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିବା  ରାମ୍‌ ଗତ ଜୁନ୍‌…

ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମାମୁ ତେଲି ସିଂ(୪୫) ଓ ଭାଣିଜୀ ଗୁରୁବାରି(୩୨)ଙ୍କ ମଧ୍ୟରେ…

କାଞ୍ଜିପାଣି ଆଶ୍ରମ ସ୍କୁଲ ଅସଦାଚରଣ ମାମଲା: ପ୍ରଧାନଶିକ୍ଷକ ନିଲମ୍ବିତ

କେନ୍ଦୁଝର ୨୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଞ୍ଜିପାଣି ଠାରେ ଥିବା ଆଶ୍ରମ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କ ପ୍ରତି ଅସଦାଚରଣ ପ୍ରଦର୍ଶନ କରିବା ମାମଲାରେ ଜିଲା ପ୍ରଶାସନ ସମ୍ପୃକ୍ତ ପ୍ରଧାନଶିକ୍ଷକ ଅର୍ଜୁନ କୁମାର ମହାନ୍ତଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି।…

ଲଙ୍କାଗୁଣ୍ଡ ପକାଇ ୧. ୬୬ ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ମହିଳା କର୍ମଚାରୀ ଓ ତାଙ୍କ ପ୍ରେମିକ ଗିରଫ

ଚାନ୍ଦବାଲି, ୨୦ା୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କଠାରୁ ୧ ଲକ୍ଷ ୬୬ ହଜାର ଟଙ୍କା ଲୁଟ୍‌ ଘଟଣାର ୧୧ ଦିନ ପରେ ପର୍ଦ୍ଦାଫାଶ ହୋଇଛି। ଏକ ସ୍କୁଟି…

ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୦।୭ – ଭଦ୍ରକ ଜିଲା ଅବକାରୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଶୁକ୍ରବାର ଅପରାହ୍ନରେ ଚଢ଼ାଉ କରି ଆରଡ଼ି ଛକ ନିକଟରୁ ୭ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିଛି। ଏଥିସହ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ…

୧୮ ହଜାର ହେକ୍ଟର ଚାଷଜମି ପଡ଼ିଆ

ତିହିଡ଼ି, ୨୦।୭ (ଡି.ଏନ.ଏ.) – ଆଷାଢ଼ ଯାଇ ଶ୍ରାବଣ ହେଲା। ଜମିରେ ଧାନ ଗଛଟିଏ ବସି ପାରିଲା ନାହିଁ। ଦୀର୍ଘଦିନ ଧରି ବର୍ଷା ଛାଡ଼ି ଯାଇଥିବାରୁ ଧାନ ଚାଷ ଆରମ୍ଭ ହୋଇପାରୁ ନାହିଁ। ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ବର୍ଷାରେ ଅନିୟମିତତା…

ଶବ ବ୍ୟବଚ୍ଛେଦରେ ବିଳମ୍ବ ପ୍ରତିବାଦରେ ରାସ୍ତାରୋକୋ

ବାଲିଆପାଳ, ୨୦।୭(ସ୍ବ.ପ୍ର.)-ସ୍ବାମୀ ଘରେ ନ ଥିବା ବେଳେ ଶୋଇବା ଘରେ ବେକରେ ରଶି ଲଗାଇ ସୂର୍ଯ୍ୟାପୁର ଗ୍ରାମର ଶିବ ପ୍ରସାଦ ଜେନାଙ୍କ ସ୍ତ୍ରୀ ସୋନାଲି ଜେନା ଶୁକ୍ରବାର ଆମତ୍ହତ୍ୟା କରିଛନ୍ତି। ମାତ୍ର ବାଲିଆପାଳ ତହସିଲଦାରଙ୍କ ଅନୁପସ୍ଥିତ ଏବଂ ପୋଲିସ ଅବହେଳା ଯୋଗୁ…

ବେଆଇନ ଭାବେ ଗୋରୁ ହସ୍ତାନ୍ତର ଘଟଣା: ରାଜରାସ୍ତାକୁ ଓହ୍ଲାଇବ ବଜରଙ୍ଗ ଦଳ

ଜଳେଶ୍ୱର, ୨୦।୭(ଡି.ଏନ.ଏ.)-ବେଆଇନ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ସୋମବାର ବିଳମ୍ବିତ ରାତିରେ ଜଳେଶ୍ୱରସ୍ଥିତ ବଜରଙ୍ଗ ଦଳର କର୍ମକର୍ତ୍ତା ଓ ଜନସାଧାରଣ ଅଟକାଇ ଜଳେଶ୍ୱର ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ଉକ୍ତ ପିକ୍‌ଅପ୍‌ରେ ଅତି ଦୟନୀୟ ଅବସ୍ଥାରେ ଥିବା ୨୪ଟି ଗୋରୁ…

ଏଟିଏମ୍‌ରୁ ଟଙ୍କା ଗାଏବ ମାମଲା : ଜଳେଶ୍ୱରରୁ ଅଭିଯୁକ୍ତଙ୍କୁ ଗିରଫ କଲା ଛତିଶଗଡ଼ ପୋଲିସ

ଜଳେଶ୍ୱର, ୨୦।୭(ଡି.ଏନ.ଏ.)-ଏଟିଏମ୍‌ରୁ ଚଞ୍ଚକତା କରି ଟଙ୍କା ଗାଏବ ଘଟଣାରେ ଛତିଶଗଡ଼ ରାଜ୍ୟ ରାଜନନ୍ଦଗାଁଓ ଜିଲା ଲାଲବାଗ ଥାନାର ଏକ ପୋଲିସ ଟିମ୍‌ ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ପୋଲିସ ସହଯୋଗରେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଉଛନ୍ତି ରାଇବଣିଆ ଥାନା ସର୍ଦ୍ଦାରବନ୍ଧ…

ବସ୍ତାରୁ ମଣିଷ ଖପୁରି, ହାଡ଼ ମିଳିବା ଘଟଣା: ତଦନ୍ତ କଲା ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌

ବାହାନଗା/ରେମୁଣା, ୧୯।୭(ଡି.ଏନ.ଏ.)-ରେମୁଣା ବ୍ଲକ ଗାଞ୍ଜିଆ ମଙ୍ଗଳା ଛକ ନିକଟରେ ଗତ ଗୁରୁବାର ଅପରାହ୍ନରେ ଏକ ପରିତ୍ୟକ୍ତ ଅମରିବୁଦା ସ୍ଥାନରୁ ଏକ ଛିଣ୍ଡା ବସ୍ତାରୁ ମଣିଷର ଖପୁରୀ ଓ ହାଡ଼ ମିଳିବା ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ଖନ୍ତାପଡ଼ା…

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ପରିସରରେ ହୋହଲା

ଉଦଳା,୧୯ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଜଣେ ଯୁବକଙ୍କ ଚିକିସତ୍ା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗୁରୁବାର ସନ୍ଧ୍ୟାରେ ଭଣ୍ଡାରୀପୋଖରୀ ଥାନା ଅଞ୍ଚଳର ଦିଲ୍ଲୀପ ଘଡେଇ(୨୬) ଉଦଳା ବସଷ୍ଟାଣ୍ଡରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ…

ବିକାଶ ଲାଗି ଅଣ୍ଟା ଭିଡିଲା ରୂପ୍‌ସା ଆଞ୍ଚଳିକ ବିକାଶ ପରିଷଦ

ରୂପ୍‌ସା,୧୯।୭(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ରୂପ୍‌ସା ଡାକବଙ୍ଗଳାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରୂପ୍‌ସା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଦଳମତ ନିର୍ବିଶେଷରେ ସମସ୍ତଙ୍କ ସହଯୋଗ କାମନା କରାଯାଇଛି। ବୈଠକରେ ବିକାଶ ପରିଷଦର ସଭାପତି ଭଗବାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri