ବାଲେଶ୍ୱର ସହରରୁ କର୍ଫ୍ୟୁ ହଟିଲା
ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ନେଇ ଅଶାନ୍ତ ହୋଇପଡିଥିବା ବାଲେଶ୍ୱର ସହରରୁ ୧୫ଦିନ ପରେ କର୍ଫ୍ୟୁ ହଟାଯାଇଛି। ବିଶେଷ କରି ବାଲେଶ୍ୱର ଟାଉନ, ସହଦେବଖୁଣ୍ଟା ଓ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ କର୍ଫ୍ୟୁ ଲଗାଯାଇଥିଲା। ପ୍ରଥମେ ଶିଳ୍ପାଞ୍ଚଳ...
ସିଆର୍ପିଏଫ୍ ଯବାନଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
ଖଇରା,୨।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ଗଗନଧୁଳି ଗ୍ରାମର ରାଘବାନନ୍ଦ ମାଝିଙ୍କ ଘରୁ ରାତିରେ ଚୋରି ହୋଇଥିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଜମ୍ମୁରେ ସିଆର୍ପିଏଫ ଯବାନ ଭାବେ କାର୍ଯ୍ୟରତ ରାଘବାନନ୍ଦ ୭ଦିନ...
ନୂଆ ସରକାରରେ ପ୍ରଥମ ଜନଶୁଣାଣି: ୧୫୦ରୁ ଊର୍ଦ୍ଧ୍ୱ ଅଭିଯୋଗ
ବାଲେଶ୍ୱର ଅଫିସ,୧ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲାର ସଦର ବ୍ଲକ ସମ୍ମିଳନୀ କକ୍ଷରେ ରାଜ୍ୟର ନୂତନ ସରକାର ଗଠନ ପରେ ସୋମବାର ପ୍ରଥମ କରି ଆରମ୍ଭ ହୋଇଛି ଜିଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି। ଜିଲାପାଳ ଆଶିଷ ଠାକ୍ରେଙ୍କ ସମେତ ଏସ୍ପି...
ଇଚ୍ଛାମୃତ୍ୟୁ ପାଇଁ ନିବେଦନ କଲେ ନିରାଶ୍ରୟ ମହିଳା
ଜଳେଶ୍ୱର,୩୦ା୬(ନବୀନ ସାହୁ): ପଙ୍ଗୁ ଅବସ୍ଥାରେ ଜୀବନ ବିତାଉଥିବା ବାଲେଶ୍ୱର ଜିଲା ଜଳେଶ୍ୱର ପୌରାଞ୍ଚଳ ୯ନଂ. ୱାର୍ଡର ନିରାଶ୍ରୟ ମହିଳା କାଞ୍ଚନ ନାୟକ ଇଛା ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଟୁଇଟ୍ ମାଧ୍ୟମରେ ନିବେଦନ କରିଛନ୍ତି। ତାଙ୍କର ପ୍ରକୃତ ଘର ବସ୍ତା...
ଶିକ୍ଷକଙ୍କୁ ତାଲା ପକାଇଲେ ଅଭିଭାବକ
ନୀଳଗିରି,୨୯।୬: ବାଲେଶ୍ୱର ଜିଲା ନୀଳଗିରି ଥାନା ରାଉଳଖୁଣ୍ଟା ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ପ୍ରତିବାଦରେ ଶନିବାର ସ୍କୁଲରେ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ତାଲା ପକାଇ ଅଭିଭାବକ ଆନ୍ଦୋଳନ କରିଛନ୍ତି। ବାରମ୍ବାର ଦାବି ସତ୍ତ୍ୱେ ସ୍କୁଲ ପରିସର ଅପରିଷ୍କାର ରହୁଥିଲା। ଏନେଇ ଅଭିଭାବକଙ୍କ ମହଳରେ...
ପାଣିଟାଙ୍କି କାନ୍ଥ ଭୁଶୁଡ଼ି ଛାତ୍ରଙ୍କ ଜୀବନ ଗଲା
ବାଲେଶ୍ୱର,୨୮ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅଧୀନ ପଦ୍ମପୁରସ୍ଥିତ ବାଞ୍ଛାନିଧି ଇଂରାଜୀ ମିଡିୟମ ଘରୋଇ ସ୍କୁଲର ଜଣେ ଅନ୍ତେବାସୀ ଉପରେ ପାଣିଟାଙ୍କି ଭୁଶୁଡ଼ି ପଡ଼ିବାର ଶୁକ୍ରବାର ପୂର୍ବାହ୍ନରେ ଜଣେ ଛାତ୍ରଙ୍କ ଜୀବନ ଯାଇଛି। ଛାତ୍ର ଜଣକ ହେଲେ ନାରାୟଣ...
ବାପାଙ୍କୁ ମାରି ମାଟି ତଳେ ପୋତିଥିଲେ ପୁଅ, ନିଖୋଜ ଥିଲେ ମା’ ଚମ୍ପାବତୀ, ୬ ଦିନ ପରେ ଘରକୁ ଫେରିଲେ
ଖଇରା,୨୪ା୬(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଗରସଙ୍ଗ ଗ୍ରାମରୁ ୬ଦିନ ତଳୁ ନିଖୋଜ ଥିବା ଚମ୍ପାବତୀ ବେହେରା(୭୦) ହଠାତ୍ ସୋମବାର ସକାଳେ ଘରକୁ ଫେରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ସୋମବାର ସକାଳେ ଏକ ଅଟୋ...
ଫଡ଼ିଘର ମରାମତିରେ ଅନିୟମିତତା, ଶ୍ରମିକଙ୍କୁ ମିଳୁନି ଡିଏସ୍ ଟଙ୍କା
ଲୋଇସିଂହା,୨୩ା୬(ସୁଶାନ୍ତ ବାରିକ): କେନ୍ଦୁପତ୍ର ସଂଗ୍ରହ କରିବା ଇତିମଧ୍ୟରେ ଦେଢ଼ମାସ ବିତି ଗଲାଣି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା କେନ୍ଦୁପତ୍ର ରେଞ୍ଜ ଅଧୀନରେ କାର୍ଯ୍ୟରତ ଶ୍ରମିକଙ୍କୁ ପାଉଣା ମିଳିପାରିନାହିଁ। ପାଉଣା ପାଇଁ ଶ୍ରମିକମାନେ ରେଞ୍ଜ ଅଫିସକୁ ବାରମ୍ବାର ଦଉଡ଼ି ନୟାନ୍ତ ହେଉଥିଲେ...
ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍ ପାଇଁ ସଂଘର୍ଷ
ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ...
କଣ୍ଟେନରକୁ ପିଟି ହୁତୁହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମତେ ୪ ଗୁରୁତର
ରୂପସା, ୨୩।୬(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥର ରୂପସା ଥାନା ଅନ୍ତର୍ଗତ ଏବଂ ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ...
ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍
ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଥିବା ଉପରେ ଜିଲାପାଳ ଆଶିଷ ଠାକରେ...
ମା’-ବାପାଙ୍କୁ ହତ୍ୟା କରି ପୋତିଦେଲା ପୁଅ
ସିମୁଳିଆ,୨୨।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍ନାକୁ ଆସିଛି। ବାରି ପଛପଟୁ ଦୁର୍ଗନ୍ଧ...
Archives


