ବ୍ୟାପୁଛି ଜଣ୍ଡିସ୍, ୨ ମୃତ: ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ବାଲେଶ୍ୱର ଅଫିସ,୧୯।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅଧୀନ ୧ନଂ. ଓ ୨ନଂ. ୱାର୍ଡ଼ରେ ଜଣ୍ଡିସ୍ରେ ୨ଜଣ ପ୍ରାଣ ହରାଇଥିବାବେଳେ ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ‘ଆଚ୍ଛା’ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.…
ସ୍ନାତକୋତ୍ତର ପରୀକ୍ଷାଫଳ: ୫ ବିଭାଗରେ ଛାତ୍ରୀ ଟପ୍ପର
ଭଦ୍ରକ ଅଫିସ, ୧୯।୭ – ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଶୁକ୍ରବାର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ପ୍ରକାଶ ପାଇଛି। ମୋଟ ୭ଟି ବିଭାଗ ମଧ୍ୟରୁ ୫ଟିରେ ଛାତ୍ରୀ ଟପ୍ପର ହୋଇଛନ୍ତି। ରସାୟନ ବିଜ୍ଞାନରେ ଲକ୍ଷ୍ମୀପ୍ରଭା ରାଉତ ୯୯୦ ସର୍ବାଧିକ ନମ୍ବର ରଖି ଟପ୍ପର ହୋଇଥିବା…
ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ଘଟଣା: ଆନନ୍ଦପୁର ପ୍ରେସ୍ କ୍ଲବ ପକ୍ଷରୁ କେନ୍ଦ୍ରାପଡା ଏସ୍ପିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
ଆନନ୍ଦପୁର,୧୯। ୭(ସ୍ବ.ପ୍ର.): ଗତ ୧୭ ତାରିଖ ବୁଧବାର ଦିନ ପାଟକୁରା ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ଗସ୍ତ ସମୟରେ କେନ୍ଦ୍ରାପଡ଼ା ଏସ୍ପି ଜଣେ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି। ଏ ନେଇ ଏସ୍ପିଙ୍କ…
ନକଲି ମୋବିଲ କାରଖାନା ଠାବ: ୨ ଗିରଫ
ବାଲେଶ୍ୱର ଅଫିସ,୧୯।୭: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଆରଡ଼ି ବଜାର ମଜିତ୍ ଗଳି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ପୋଲିସ ଚଢ଼ାଉ କରି ନକଲି ମୋବିଲ କାରଖାନା ଠାବ କରିଛି। ଏଥିରେ ୨ଜଣଙ୍କୁ ଗିରଫ କରାଯିବା ସହ ୫ ଲକ୍ଷ ଟଙ୍କାର…
ଚୋରି ଟିପ୍ପର ଝାଡ଼ଖଣ୍ଡରୁ ଉଦ୍ଧାର : ଅଭିଯୁକ୍ତ ଚମ୍ପଟ
ବଡ଼ବିଲ,୧୯।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହିରୁ ଗୁରୁବାର ବିଳମ୍ବିତ ରାତିରେ ଏକ ହାଇଓ୍ବା ଟିପ୍ପର ଚୋରି ହୋଇଯାଇଥିଲା। ଖବରପାଇ ପୋଲିସ ଟିପ୍ପରର ପିଛା କରିଥିଲା। ଚମ୍ପୁଆ ଥାନାଞ୍ଚଳ ଦେଇ ଟିପ୍ପରଟି ଝାଡ଼ଖଣ୍ଡ ରାଜ୍ୟ ଆଡ଼କୁ ଯାଇଥିଲେ ହେଁ ପୋଲିସ…
ଅଗ୍ନିକାଣ୍ଡ: ୬ ଗୋରୁ ଜୀବନ୍ତ ଦଗ୍ଧ
ଧାମନଗର, ୧୯।୭(ଡି.ଏନ୍.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦେଉଳଡ଼ିହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବୈଷ୍ଣବ ଜେନାଙ୍କ ଗୁହାଳ ସଂପୂଣ୍ଣ ଜଳିଯାଇଛି। ଗୁହାଳରେ ଥିବା ୪ ଦୁଧିଆଳି ଗାଈ ଏବଂ ୨ ବଡ଼ ଅଣ୍ଡିରା ବାଛୁରୀ ଜୀବନ୍ତ ଦଗ୍ଧ…
ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା
କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଶିଶୁଭବନ ରୋଡରେ ା ତାଏକୋଣ୍ଡୋ ଫେଡେରେଶନ ଅଫ ଇଣ୍ଡିଆ ପକ୍ଷରୁ ଜାମ୍ମୁ ଠାରେ ଅନୁଷ୍ଠିତ…
ଆଶ୍ରମ ସ୍କୁଲରେ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ ଗିରଫ, ପୋଲିସର ତଦନ୍ତ ଜାରି
କେନ୍ଦୁଝର,୧୯ା୭ (ସ୍ବ.ପ୍ର.)-କେନ୍ଦୁଝର କାଞ୍ଜିପାଣିରେ ଥିବା ଆଶ୍ରମ ସ୍କୁଲରେ ଛାତ୍ରୀମାନଙ୍କୁ ନିର୍ଯାତନା ଦିଆଯିବା ସହ ଅସଦାଚରଣ କରାଯାଉଛି ା ପ୍ରଧାନଶିକ୍ଷକ ଅଧିକାଂଶ ସମୟରେ ଛାତ୍ରୀମାନଙ୍କୁ ନିଜର ବ୍ୟକ୍ତିଗତ କାମରେ ଲଗାଉଥିବା ଅଭିଯୋଗ ହୋଇଛି ା ଏହି ଅଭିଯୋଗକୁ ଭିତ୍ତି କରି ପୋଲିସ କାର୍ଯ୍ୟାନୁଷ୍ଠାନ…
ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା
କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ ଆଉ ଅନ୍ୟ ଅଞ୍ଚଳରେ ତଳି ରୁଆ କାମ ଆରମ୍ଭ ହୋଇ ପାରୁନାହିଁ ା ଏଭଳି…
ଜଳୁନି ଟୋଲପ୍ଲାଜା ହାଇମାଷ୍ଟ
ଢେଙ୍କିକୋଟ,୧୯ା୭(ଡି.ଏନ୍.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍ ନିର୍ମାଣ ଏପର୍ଯ୍ୟନ୍ତ ହୋଇନାହିଁ। ଓଭରବ୍ରିଜ୍ରେ ୪ ଲେନ୍ କଲାନି ରାସ୍ତା ନ ହେବାରୁ ଦୈନିକ…
ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ
ତିହିଡ଼ି, ୧୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍ଏମ୍ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ୧୦ କୋଟି ଟଙ୍କାର ସହାୟତା ରାଶି ମଞ୍ଜୁର ହୋଇଥିଲା। ଏହି ଅନୁଦାନ ଅର୍ଥ ମିଳିବାରେ…
ପରିବାରକୁ ସହାୟ ହେବାରେ ଆତ୍ମତୃପ୍ତି ନିଆରା
ଭଦ୍ରକ ଅଫିସ,୧୯।୭- ଦାରିଦ୍ର୍ୟ ଓ ଅସହାୟତା ଆଗରେ ହାର୍ ନ ମାନି ମନୋବଳକୁ ଦୃଢ କରି ଏକ ଚା’ ଦୋକାନ କରି ପରିବାର ସମ୍ଭାଳୁଛନ୍ତି ଶୁଭାରାଣୀ। ଦୀର୍ଘ ୧୨ ବର୍ଷ ଧରି ବରପଦା ବଜାରରେ ସେ ଏହି ଦୋକାନ କରି ଆସୁଛନ୍ତି।…
Archives


