ବାଲେଶ୍ୱର

ଡେଥଜୋନ ପାଲଟିଛି ବାମପଦା ଛକ

ରେମୁଣା,୨୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥର ବାମପଦା ଛକରେ ବାରମ୍ବାର ଦୁର୍ଘଟଣା ଘଟି ଏକ ଡେଥ ଜୋନ୍‌ରେ ପରିଣତ ହୋଇଛି। ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ନେତୃତ୍ୱରେ ବାମପଦା ସୁରକ୍ଷା ମଞ୍ଚ ପକ୍ଷରୁ ଏଠାରେ…

ପଞ୍ଚୁପାଲିରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ

ବାଲିଆପାଳ, ୨୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ପଞ୍ଚୁପାଲିସ୍ଥିତ ପରିଚାଳନା ସଙ୍ଗଠନ ଏବଂ ଓଁଙ୍କାର ପୂଜ୍ୟପୂଜା ସାହିତ୍ୟ ପରିଷଦ ପକ୍ଷରୁ ରବିବାର ମଦ ବିରୋଧରେ ସଚେତନତା ପଦାଯାତ୍ର ଆୟୋଜିତ ହୋଇଥିଲା। ପଦଯାତ୍ରାକାରୀମାନେ ସ୍ଥାନୀୟ ପଞ୍ଚାୟତ ଅଫିସ ପ୍ରାଙ୍ଗଣରୁ ବାହାରି ପୂରା ଗାଁ ପରିକ୍ରମା…

ରାସ୍ତାରେ ସାରୁଗଛ ପୋତି ପ୍ରତିବାଦ

ଖଇରା, ୨୮।୭(ଡି.ଏନ.ଏ.)-୩ବର୍ଷ ତଳେ ନିର୍ମିତ ହୋଇଥିବା ସୋର-କୁପାରୀ ରାଜ୍ୟ ରାଜପଥର ଅବସ୍ଥା ଶୋଚନୀୟ ହେବାକୁ ବସିଲାଣି। ରାସ୍ତାର ସ୍ଥାନେ ସ୍ଥାନେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ପରେ ପ୍ରତ୍ୟେକ ଦିନ ବାଇକ୍‌ ଓ ସାଇକେଲ ଆରୋହୀମାନେ ଦୁର୍ଘଟଣାର ଶିକାର ହେଉଛନ୍ତି।…

ଚାଷୀ ଆତ୍ମହତ୍ୟା ଘଟଣା:ଜିଲାପାଳଙ୍କୁ ଭେଟିଲା ଚାଷୀ ମୂଲିଆ ସଂଘ

ବାଲେଶ୍ୱର ଅଫିସ,୨୮।୭-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମର ସୁଶାନ୍ତ କୁମାର ବେହେରା ଗତ ୨୩ତାରିଖରେ ଋଣ ବୋଝ ସହି ନ ପାରି ଆତ୍ମହତ୍ୟା କରିଥିଲେ। ମୃତକଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ଓ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇ…

ବ୍ୟାଟେରି ଚୋରି ଅଭିଯୋଗ ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ

ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଚାନ୍ଦବାଲି ଥାନା ଅଞ୍ଚଳରୁ ବିଭିନ୍ନ ଟ୍ରାକ୍ଟର, ଟ୍ରକରୁ ବ୍ୟାଟେରି ଚୋରି ଅଭିଯୋଗ ହେଉଥିବା ବେଳେ ଶନିବାର ସନ୍ଧ୍ୟାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପାଟୁଳି ଗାଁର ବସ ବେହେରା। ତାଙ୍କ ବୟାନ ଆଧାରରେ…

ଗହଣା ଦୋକାନରୁ ଲୁଟ୍‌, ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ବସ୍ତା,୨୮।୭ (ସ୍ବ.ପ୍ର): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ହଳଦୀପାଳ ବଜାରରେ ଥିବା ଇଣ୍ଡିକ୍ୟାଶ ଏଟିଏମ୍‌ ଓ ଏକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। କେହି ଦୁର୍ବୃତ୍ତ ଗ୍ୟାସ୍‌ କଟର ସାହାଯ୍ୟରେ ଦୋକାନ ତାଲା ଓ ଏଟିଏମ୍‌…

ଥମୁନି ଉତ୍ତେଜନା, ବାଲିଆପାଳ ପୋଲିସ ଛାଉଣୀ: ୨ ଢାବା କର୍ମଚାରୀ ଅଟକ, ଉଲୁଡାରେ ରାସ୍ତାରୋକୋ

ବାଲିଆପାଳ, ୨୮ା୭(ଡି.ଏନ.ଏ.)-ବାଲିଆପାଳ ଇଡକୋ ଛକରେ ରାଜଧାନୀ ଢାବା ଓ ହୋଟେଲରେ ଶୁକ୍ରବାର ନାବାଳକଙ୍କୁ ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ବାଲିଆପାଳରେ ଉତ୍ତେଜନା ଥମିବାର ନଁା ନେଉନି। ଏହି ଘଟଣାରେ ପୋଲିସ ୨ଜଣ ଢାବା କର୍ମଚାରୀଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଅନ୍ୟପକ୍ଷରେ…

୨୮୫୦ ଫଟୋ ପୋଷ୍ଟ ଲାଗି ରାଜେନ୍ଦ୍ରଙ୍କୁ ମୋବାଇଲ ଉପହାର

ସିମୁଳିଆ, ୨୭।୭(ଡି.ଏନ.ଏ.)- ଓଡ଼ିଶାର ଗ୍ରାମାଞ୍ଚଳ ସମେତ ବିଭିନ୍ନ ଅଞ୍ଚଳର ଫଟୋ ଉଠାଇ ଇନ୍‌ଷ୍ଟାଗ୍ରାମ ଓ ଫେସ୍‌ବୁକ ପରି ସୋସିଆଲ ମିଡ଼ିଆରେ ପ୍ରଚାର କରିବା ଯୋଗୁ ରାଜେନ୍ଦ୍ର କୁମାରଙ୍କୁ ଗୁଗଲ ପିକ୍ସସେଲ ମୋବାଇଲ ଉପହାର ଦେଇଛି। ରାଜେନ୍ଦ୍ର ଇନ୍‌ଷ୍ଟାଗ୍ରାମରେ ୧୮ଶହ ୫୦ ଓ…

ଆଶାକର୍ମୀଙ୍କୁ ଘରେ ବାନ୍ଧିବା ଘଟଣାପ୍ରତିବାଦରେ ସିଡିଏମ୍‌ଓଙ୍କ ଅଫିସ୍‌ ଘେରାଉ

ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜୁଆରୀ ପଞ୍ଚାୟତ ଅନ୍ତର୍ଗତ ଆଳୁମେଦା ଗ୍ରାମର ଆଶାକର୍ମୀଙ୍କୁ ଘରେ ବାନ୍ଧି ରାତିସାରା ଅଟକ ରଖିବା ଏବଂ ତାଙ୍କୁ ନିର୍ଯାତନା ଦେବା ଅଭିଯୋଗକୁ ଥାନାଧିକାରୀ ଅବହେଳା କରିବା ପ୍ରତିବାଦରେ ଓଡ଼ିଶା ରାଜ୍ୟ ଆଶା…

କେନାଲରେ ବୁଡି ୨ଛାତ୍ର ମୃତ୍ୟୁ ଘଟଣା : ଉଭୟଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଖଇରା, ୨୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରଟିଣା ପ୍ରହଲ୍ଲାଦ ନୋଡାଲ ହାଇସ୍କୁଲର ୨ଜଣ ୭ମ ଶ୍ରେଣୀ ଛାତ୍ର କେନାଲରେ ବୁଡି ପ୍ରାଣ ହରାଇବା ଘଟଣାରେ ସହାୟତା ଘୋଷଣା କରାଯାଇଛି। ମୃତକଙ୍କ ପରିବାରକୁ ସରକାରୀ ସ୍ତରରେ ୪ଲକ୍ଷ ଏବଂ ରେଡକ୍ରସରୁ ୧୦ହଜାର…

ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳରେ ରାସ୍ତାରୋକ

ବାଲିଆପାଳ, ୨୭।୭(ସ୍ବ.ପ୍ର.): ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳ କମର୍ଦା ମୁଖ୍ୟରାସ୍ତା ଉଲୁଡ଼ା ଛକ ନିକଟରେ ଶନିବାର ସକାଳେ ରାସ୍ତା ଅବରୋଧ କରାଯାଇଛି। ମୃତଦେହ ନେଇ ଆସିଥିବା ଆମ୍ବୁଲାନ୍ସ ସହିତ ୨ଜଣ କନେଷ୍ଟବଳଙ୍କୁ ମଧ୍ୟ ଅଟକ ରଖିଛନ୍ତି ଆନ୍ଦୋଳନକାରୀ। ସୂଚନାଯୋଗ୍ୟ, ବାଲେଶର ଜିଲା…

ସୀମା ଟପିଲା ମାଙ୍କଡ଼ ଉପଦ୍ରବ: ଗ୍ରାମବାସୀ ଆତଙ୍କିତ

ବସ୍ତା,୨୭।୭(ସ୍ବ.ପ୍ର.)-ବସ୍ତା ବ୍ଲକ କୁଳିଦା ପଞ୍ଚାୟତର କୁଳିଦା, ଆଗ୍ରଡ଼ା, ତେନ୍ତୁଳିଆ ଆଦି ଗ୍ରାମରେ ଗତ କିଛିଦିନ ହେଲା ମାଙ୍କଡ଼ ଉପଦ୍ରବ ଚରମ ସୀମାରେ ପହଞ୍ଚତ୍ଛି। ମାଙ୍କଡ଼ ଗାଁରେ ବିଭିନ୍ନ କ୍ଷତି ଘଟାଇବା ସହ ଲୋକଙ୍କୁ ଆକ୍ରମଣ କରୁଛନ୍ତି। ଗତ ୭ଦିନ ପୂର୍ବରୁ ମାଙ୍କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?