ବାଲେଶ୍ୱର

ବଟି ମାଗି ଯୁବକ ଗିରଫ:ବାଇକ ଜବତ

ବଡ଼ସାହି,୨୭ା୭(ସ୍ବ.ପ୍ର)- ଦୋକାନୀଙ୍କୁ ବଟି ମାଗିବା ଅଭିଯୋଗରେ ବଡ଼ସାହି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣଙ୍କ ହେଲେ ବଡ଼ସାହିର ସିପୁନ କୁମାର ସେଠୀ (୨୨) ା ବଡ଼ସାହି ବଜାରରେ ଜଳଖିଆ ଦୋକାନ କରିଥିବା…

ଭୋଜିଖାଇ ୮୦ରୁ ଊଦ୍ଧର୍‌ବ ଝାଡ଼ାବାନ୍ତିରେ ଆକ୍ରାନ୍ତ

କୁଆମରା,୨୭।୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡ଼କେନ୍ଦା ଗ୍ରାମରେ ବୁଧବାର ରାତିରେ ଭୋଜି ଖାଇ ୮୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମର ଜଣେ ବ୍ୟକ୍ତିଙ୍କ ନୂତନ ଘର ପ୍ରତିଷ୍ଠା ଲାଗି ବୁଧବାର ଭୋଜି…

ଦିଲ୍ଲୀରୁ ଗହଣା ଚୋରି ଅଭିଯୋଗରେ ୨ ଗିରଫ

ସୋର, ୨୭ା୭(ଡି.ଏନ.ଏ.)-ଦିଲ୍ଲୀରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ସୋର ଥାନା ଅଧୀନ ରଘୁନାଥପୁର ଗ୍ରାମର କରୁଣାକର ଦାସଙ୍କୁ ସୋର ପୋଲିସ ଗିରଫ କରି ଦିଲ୍ଲୀ ପୋଲିସକୁ ହସ୍ତାନ୍ତର କରିଥିଲା। ବାଲେଶ୍ୱର ଷ୍ଟେଶନରୁ ଦିଲ୍ଲୀ ପୋଲିସକୁ…

ବେଳାଭୂମିରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ବାଲିଆପାଳ, ୨୭ା୭(ଡି.ଏନ.ଏ.)-ବାଲିଆପାଳ ଥାନା ଡଗରା ବେଳାଭୂମିରେ ଶୁକ୍ରବାର ପାନ୍ଥ ନିବାସର ପଶ୍ଚିମପଟ ଝାଉଁଜଙ୍ଗଲରେ ଏକ ଅଜଣା ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି ା ପାଖାପାଖି ଦୁଇଟି ଝାଉଁଗଛରେ ଦୁଇ ଜଣ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ା ପ୍ରେମୀଯୁଗଳଙ୍କ ମଧ୍ୟରୁ ଝିଅ…

ମିଶନ ‘ବିୟୁଟି ସିଟି’କୁ ସ୍ବାଗତ: ସହରକୁ ଜବରଦଖଲ ମୁକ୍ତ ଦାବି

ବାଲେଶ୍ୱର ଅଫିସ,୨୬।୭-ବାଲେଶ୍ୱର ସହର ରାସ୍ତା ତଥା ନୟନଯୋରୀକୁ ଜବରଦଖଲ କରି ବହୁ ବ୍ୟକ୍ତିବିଶେଷ, ବ୍ୟବସାୟୀମାନେ ସଙ୍କୁଚିତ କରିବା ଦ୍ୱାରା ସର୍ବସାଧାରଣ ଯାତାୟାତରେ ସମସ୍ୟା ଭୋଗୁଛନ୍ତି। ଏହାକୁ ଅନୁଭବ କରି ଗତ ୨୨ତାରିଖରୁ ନୂତନ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଆରମ୍ଭ…

ଅଣବ୍ୟାଙ୍କିଙ୍ଗ ସଂସ୍ଥାରୁ ଟଙ୍କା ହେରଫେର ଅଭିଯୋଗ

ବାଲେଶ୍ୱର ଅଫିସ,୨୬।୭-ବାଲେଶ୍ୱର ସଦର ଥାନା କୁରୁଡ଼ା ସ୍ବାତୀନଗରରେ ସାଟିନ କ୍ରେଡିଟ୍‌ କେୟାର ନେଟ୍‌ୱାର୍କ ଲିମିଟେଡ୍‌, ହରିୟାନା ରାଜ୍ୟର ଅଣବ୍ୟାଙ୍କିଙ୍ଗ୍‌ ସଂସ୍ଥା ଦେଢ଼ବର୍ଷ ଧରି କାର୍ଯ୍ୟ କରିଆସୁଛି। ଉକ୍ତ ସଂସ୍ଥାର କର୍ମଚାରୀ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର କରିଥିବାର ଶୁକ୍ରବାର ପୂର୍ବାହ୍ନରେ ସଦର…

କେନାଲରେ ବୁଡ଼ି ୨ ଛାତ୍ର ମୃତ: ବିଦ୍ୟାଳୟରେ ଉତ୍ତେଜନା

ଖଇରା, ୨୬।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଆମ୍ବହତା କେନାଲରେ ବୁଡ଼ି ଶୁକ୍ରବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରଟିଣା ନୋଡ଼ାଲ ହାଇସ୍କୁଲର ସପ୍ତମ ଶ୍ରେଣୀ ଛାତ୍ର ଧନଞ୍ଜୟ ଜେନା ଓ ରାଜେଶ ସାହୁ। ପ୍ରକାଶ ଯେ,…

ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ : ପୋଲିସକୁ ଗୋଡ଼େଇ ପିଟିଲେ ଲୋକେ

ବାଲିଆପାଳ,୨୬।୭(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ସକାଳେ ଏହି ନାବାଳକଙ୍କ ମୃତଦେହ ଢାବାରୁ ଝୁଲନ୍ତା ଅବସ୍ଥାରେ ମିଳିଥିଲା।…

ହାତିଆଗଣ୍ଡ ଅଙ୍ଗନୱାଡି କେନ୍ଦ୍ରରେ ତାଲା

ରେମୁଣା, ୨୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ପତ୍ରିପାଳ ପଞ୍ଚାୟତ ହାତିଆଗଣ୍ଡ ଅଙ୍ଗନୱାଡ଼ି କେନ୍ଦ୍ରରେ ବର୍ଷେ ହେବ ତାଲା ଝୁଲୁଛି। କୋମଳମତି ଶିଶୁଙ୍କୁ ବାରଣ୍ଡାରେ ପାଠପଢା ଯାଉଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନାହଁି। ସରକାରଙ୍କ ଆମ ଅଙ୍ଗନୱାଡ଼ି ଯୋଜନା…

ଜେଲ୍‌ ଗଲେ କୋଟିପତି କିରାଣି

ଜଳେଶ୍ୱର, ୨୬।୭(ଡି.ଏନ.ଏ.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ମାମଲା (ନଂ.୨୬/୨୦୧୯)ରେ ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାରସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତଥା ଜଳେଶ୍ୱର ବ୍ଲକ ଆରୁହା ପଞ୍ଚାୟତ ଆରୁହା ଗ୍ରାମର ମୂଳ ବାସିନ୍ଦା ତରଣୀ କୁମାର ଭୂୟଁାଙ୍କୁ…

କାର୍‌ଗିଲ ବିଜୟ ଦିବସ: ବିଜୟ ଘୋଷଣା ପରେ ବି ସୀମାରେ ଉତ୍ତେଜନା କମି ନ ଥିଲା

ଖଇରା, ୨୬।୭-୧ମାସର ଘମାଘୋଟ ଲଢ଼େଇ ପରେ ଜୁଲାଇ ୨୬ତାରିଖକୁ ବିଜୟ ଦିବସ ଘୋଷଣା ସରିଥାଏ| ହେଲେ ସୀମାରୁ ଉତ୍ତେଜନା ହ୍ରାସ ପାଇ ନ ଥାଏ| ସେତେବେଳେ ଉରି ସେକ୍ଟରରେ ଓ୍ବେୟାରଲେସ୍‌ ଅପରେଟର ଭାବେ କାର୍ଯ୍ୟ କରୁଥିଲେ ବାଲେଶ୍ୱର ଜିଲା ଖଇରା ବ୍ଲକ…

କାର୍ଯ୍ୟର ମାସେ ନପୁରୁଣ ଭାଙ୍ଗିଲା ଡ୍ରେନ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ବସଷ୍ଟାଣ୍ଡ ନିକଟରେ ଏନଏସି ପକ୍ଷରୁ ନିର୍ମାଣ କରାଯାଇଥିବା ଡ୍ରେନ ମାସେ ନପୁରୁଣ ଧସିଯାଇଥିବା ଦେଖିବାକୁ ମିଳିଛି। ଫଳରେ କାର୍ଯ୍ୟର ସ୍ଥାୟୀତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଚମ୍ପୁଆ ସବଜେଲ ଠାରୁ ନବନିର୍ମିତ ଆହାର କେନ୍ଦ୍ର ପର୍ଯ୍ୟନ୍ତ କିଛିଦନ ହେବ ବର୍ଷାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?