ଜବରଦଖଲ ରାସ୍ତା ନିର୍ମାଣରେ ବାଧକ : ପ୍ରଶାସନ ଚୁପ
କେନ୍ଦୁଝର, ୧୮ା୭ (ସ୍ବ.ପ୍ର.)- କେନ୍ଦୁଝର ସହରରେ ଜବରଦଖଲ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡୁଛି । କିଏ ସରକାରୀ ଜମିରେ ଘରବାଡି ଜବରଦଖଲ କରିଛି ତ କିଏ ରାସ୍ତା ଘାଟ ଜବରଦଖଲ କରିଛି । ଫଳରେ ଯାତାୟାତ ଅସୁରକ୍ଷିତ ହୋଇପଡୁଛି…
ଚୋରାମଦ ବିକ୍ରିକୁ ମହିଳାଙ୍କ ବିରୋଧ
ପଦ୍ମପୁର, ୧୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତ କୁସୁନବିନ୍ଧା ଗ୍ରାମରେ ମଦବିରୋଧୀ ଅଭିଯାନ ଜୋର ଧରିଛି। ବୁଧବାର ସ୍ବୟଂସହାୟକ ଗୋଷ୍ଠୀର ସଭ୍ୟାମାନେ ଦୋକାନରେ ଚଢ଼ାଉ କରି ଚୋରା ମଦ ବିକ୍ରିକୁ ବିରୋଧ କରିଛନ୍ତି। ଗ୍ରାମର…
କପାଳୀ, ସରୁସାଗରକୁ ମିଳୁନି ନଦୀର ମାନ୍ୟତା
ବନ୍ତ,୧୮।୭ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଦେଇ ସାଳନ୍ଦୀ, କପାଳୀ ଓ ସରୁସାଗର ନଦୀ ପ୍ରବାହିତ ା ସାଳନ୍ଦୀକୁ ବାଦ୍ ଦେଲେ ସରୁସାଗର ଓ କପାଳୀକୁ ସରକାରୀ ଖାତା ଓ ମାନଚିତ୍ରରେ ଏ ଯାଏ ନଦୀର ମାନ୍ୟତା ମିଳିନାହିଁ…
ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ: ହିତାଧିକାରୀ ଅସନ୍ତୋଷ
ଝୁମ୍ପୁୁରା, ୧୭।୭ (ଡି.ଏନ.ଏ.): ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେତେକ ପଞ୍ଚାୟତରେ ପିଡିଏସ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ପୂର୍ବରୁ ଅଭିଯୋଗ ରହିଛି। ଜଙ୍ଗଲାଞ୍ଚଳରେ ଅବସ୍ଥିତ ଆଦିବାସୀ ଅଧ୍ୟୁଷିତ ବସନ୍ତପୁର ପଞ୍ଚୟତରେ ୨ଦିନ ଧରି ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ ଯୋଗୁ କାର୍ଡଧାରୀଙ୍କ…
ବର୍ଷାକୁ ନେଇ ଚାଷୀଙ୍କ ଚିନ୍ତା: ନଷ୍ଟ ହେବାକୁ ବସିଛି ଧାନ ତଳି
ଚମ୍ପୁଆ,୧୭ା୭(ଡି.ଏନ.ଏ.)-ଚମ୍ପୁଆରେ ସ୍ବାଭାବିକ ବର୍ଷା ହେଉ ନ ଥିବାରୁ ଧାନତଳି ନଷ୍ଟ ହେବାକୁ ବସିଥିବା ବେଳେ ଚାଷୀଙ୍କ ଚିନ୍ତା ବଢିବାରେ ଲାଗିଛି। ମୌସୁମୀ ବର୍ଷାକୁ ଅପେକ୍ଷା କରି ରହିଥିବା ଚାଷୀ ଶେଷରେ ଲଘୁଚାପ ବର୍ଷାକୁ ଅନେଇ ବସିରହିଥିଲେ ମଧ୍ୟ ବର୍ଷାର ଦେଖା ନାହଁ।…
ବଜ୍ରପାତରେ ଦମ୍ପତି ସମେତ ୩ ମୃତ, ଜଣେ ଗୁରୁତର
କେନ୍ଦୁଝର/ଢେଙ୍କିକୋଟ, ୧୬ା୭ (ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକର ବିଭିନ୍ନ ସ୍ଥାନରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଏକ ଦମ୍ପତି ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି…
ଐତିହ୍ୟସ୍ଥଳୀର ସୁରକ୍ଷା, ମୂର୍ତ୍ତି ଚୋରି ର଼୍ୟାକେଟ୍ ସନ୍ଧାନ ନେଇ ଦାବିପତ୍ର
ଭଦ୍ରକ ଅଫିସ, ୧୭।୭: ଭଦ୍ରକ ଜିଲାର ପ୍ରସିଦ୍ଧ ଐତିହ୍ୟସ୍ଥଳୀରୁ ଗତ କିଛିବର୍ଷ ଧରି ଦୁର୍ଲଭ ଭାସ୍କର୍ଯ୍ୟରାଜି ମୂର୍ତ୍ତି ଚୋରି ହେବାରେ ଲାଗିଛି। ଏହାମଧ୍ୟରେ ଜଣେ ମଧ୍ୟ ଚୋରକୁ ଧରିବାରେ ଜିଲା ପୋଲିସ ସକ୍ଷମ ହୋଇପାରି ନାହିଁ। ବୁଧବାର ଭଦ୍ରକ ଇନ୍ଟାକ୍ ଚାପ୍ଟରର…
ଟ୍ରକ୍ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ: କାର୍ଯ୍ୟାଳୟରେ ଉତ୍ତେଜନା
ବଡ଼ବିଲ,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମାଇନିଂ ଏରିଆ ଟ୍ରକ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ବୁଧବାର କୌଣସି କାରଣକୁ ନେଇ ମୁହାଁମୁହିଁ ହୋଇଛନ୍ତି। ଏ ନେଇ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଚାପା ଉତ୍ତେଜନା ଦେଖାଦେଇଛି । ଖବରପାଇ କାର୍ଯ୍ୟାଳୟ ପରିସରରେ ପୋଲିସ…
ହାଓଡା ଢୁଲାଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ଜଣେ ଗୁରୁତର
ଭଦ୍ରକ ଅଫିସ, ୧୭।୭ – କଲିକତା ହାଓଡା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକମାନେ…
ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ଧାମନଗର, ୧୭।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପନ୍ଦରବାଟିଆ ନୋଡାଲ ବିଦ୍ୟାଳୟରେ ଶିକ୍ଷକଙ୍କ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ସେକ୍ ଅବଦୁଲ ଖଲିଫ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ ଅଭିଭାବକମାନେ…
କୂଅରେ ପଡି ବୃଦ୍ଧା ମୃତ
ପାଟଣା,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ପାତ୍ରସାହିରେ ମଙ୍ଗଳବାର ରାତିରେ ଜଣେ ୭୦ ବର୍ଷୀୟା ବୃଦ୍ଧା କୂଅରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁବାସ ପାତ୍ର ଓରଫ ବୁଇ ପାତ୍ର। ପରେ ତାଙ୍କ ମୃତ୍ୟୁକୁ…
ଶ୍ୱଶୂରଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଛାଡ଼ି ଯାଇଥିବା ଜ୍ୱାଇଁଙ୍କ ମୃତ୍ୟୁ: ପୋଲିସ ମାଡ଼ରେ ମୃତ୍ୟୁ ଘଟିଥିବା କହିଲେ ସ୍ତ୍ରୀ
ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର ପୌରାଞ୍ଚଳ ଅଧୀନ ଫକୀରପୁର ଗ୍ରାମରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମଣ୍ଟୁଣି ଦାଶଙ୍କୁ ଶ୍ୱଶୁର…
Archives


