ବାଲେଶ୍ୱର

ମରୁଡ଼ି ବେଳେ ଉଠାସେଚ ପଏଣ୍ଟ ଅଚଳ

ଖଇରା,୨୫।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଅଧୀନ ବାରଭାଗିଆ ଗ୍ରାମରେ ଥିବା ୨ଟି ଉଠା ସେଚପଏଣ୍ଟ ଅକାମୀ ହୋଇ ପଡିଛି। ଅନାବୃଷ୍ଟି ସମୟରେ ସେଚ ପଏଣ୍ଟ ଅଚଳ ହେବାରୁ ଶତାଧିକ ଚାଷୀଙ୍କ ଚିନ୍ତା ବଢି ଯାଇଛି। ବିଭାଗୀୟ ଅଧିକାରୀ ସ୍ଥିତି…

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ଅସଦାଚରଣ ଘଟଣା: ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ଉଦଳା,୨୪ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଥିବା ଏକ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଣେ ଅଧ୍ୟାପିକାଙ୍କୁ ଅସଦାଚରଣ କରିବା ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅଧ୍ୟାପିକାଙ୍କ ଅଭିଯୋଗ କ୍ରମେ ମଙ୍ଗଳବାର ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ…

ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ପାଇଁ ଫର୍ମ ପକାଇବାକୁ ଅସମର୍ଥ ହେଉଥିବା ଅଭିଯୋଗ କରିଛନ୍ତି।…

ଚାଷ ଜମି ଫାଟି ଆଁ ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୪।୭(ଡି.ଏନ.ଏ.): ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି ହଳଦିଆ ହୋଇ ପଡିଛି। ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ ବର୍ଷା…

ଗୃହ ଦାବିରେ ଜିଲାପାଳ, ବିଧାୟକଙ୍କୁ ଭେଟିଲେ ଭୂମିହୀନ

ଭଦ୍ରକ ଅଫିସ,୨୪।୭: ଭଦ୍ରକ ପୌରପାଳିକା ଅଧୀନ ଚରମ୍ପା ବରାଳପୋଖରୀର ୧, ୨, ୩ ଓ ୪ ନମ୍ବର ୱାର୍ଡରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଭୂମିହୀନ ମହିଳା ଓ ପୁରୁଷ ଦୀର୍ଘବର୍ଷ ଧରି ରହିଆସୁଛନ୍ତି। ସେମାନେ ରେଳବାଇ ଜମି ଓ ସରକାରଙ୍କ ଗୋଚର…

‘ଆମ ଗଁ। ଆମ ବିକାଶ’ ଯୋଜନାରେ ଅର୍ଥ ହଡ଼ପ ଅଭିଯୋଗ

ଭଦ୍ରକ ଅଫିସ, ୨୪।୭: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆଗଁ। ପଞ୍ଚାୟତ ଜନ୍ତୁଆଳି ରାଜସ୍ବ ଗ୍ରାମବାସୀଙ୍କ ଏକ ପ୍ରତିନିଧି ଦଳ ‘ଆମ ଗଁ। ଆମ ବିକାଶ’ ଯୋଜନାରେ ଚଞ୍ଚକତା ଓ ଅର୍ଥ ହଡ଼ପ ହୋଇଥିବା ନେଇ ଅଭିଯୋଗ କରିଛନ୍ତି। ସେମାନେ ଏ…

ଅଭିଯୋଗ ଲାଗି ଅଟକିଛି ବିଦ୍ୟାଳୟ ମରାମତି କାର୍ଯ୍ୟ, ନୂତନ ଗୃହ ନିର୍ମାଣ ପରେ ସ୍ବାଭାବିକ ହେବ ପାଠପଢ଼ା

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଭୋଳନୂଆଗାଁରେ ଗତ ୨୨ ତାରିଖ ସୋମବାର ଅଭିଭାବକମାନେ ଭୋଳନୂଆଗାଁ ୟୁଜିଏମଇ ସ୍କୁଲରେ ତାଲା ପକାଇ ଦେଇଥିଲେ। ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଦୁଇ ସିଫ୍ଟରେ ପିଲାମାନଙ୍କୁ ପାଠ ପଢ଼ାଇବା ଘଟଣାକୁ ବିରୋଧ କରି ଏଭଳି ଉତ୍ତେଜନାମୂଳକ…

ଫକୀରପୁର ଯୁବକଙ୍କ ମୃତ୍ୟୁ ଘଟଣା : ଧୀରେ ଧୀରେ ଖୋଲୁଛି ରହସ୍ୟ

ଆନନ୍ଦପୁର,୨୪।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଗତ ୧୬ ତାରିଖ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ମୃତକ ହେଉଛନ୍ତି ଫକୀରପୁର ଗ୍ରାମର କାଶୀନାଥ ଦାଶଙ୍କ ପୁଅ ମଣ୍ଟୁଣି ଦାଶ ଓରଫ…

ଡିଭାଇଡର୍‌ ଉପରେ ଚଢ଼ିଗଲା ୧୨ ଚକିଆ ଯାନ

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ ଛକରେ ନିର୍ମାଣାଧୀନ ଅଧାପନ୍ତରିଆ ତଥା ଅଣଓସାରିଆ ରୋଡ୍‌ ପାସିଂରେ ଯାନବାହନ ଚଳାଚଳ ପାଇଁ ସମସ୍ୟା ସୃଷ୍ଟି ହେଉଛି। ଯାନବାହନଗୁଡ଼ିକ ସୁବିଧାରେ ଯାତାୟାତ କରିପାରୁ ନ ଥିବାବେଳେ ବୁଧବାର ସକାଳେ ଏକ ୧୨ ଚକିଆ ଯାନ…

ଟାଟା ଷ୍ଟିଲ୍‌ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ଡେଙ୍ଗୁ ସଚେତନତା : ଗଡ଼ିଲା ସୂଚନା ରଥ

ଯୋଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଟାଟା ଷ୍ଟିଲ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ବୁଧବାର ଡେଙ୍ଗୁ ସଚେତନତା କରାଯାଇଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଯୋଡ଼ା ପଶ୍ଚିମ ପ୍ରେକ୍ଷାଳୟରେ ୧ ମାସ ଧରି ଏହି ଅଭିଯାନ ହେବା ନେଇ ଯୋଜନା…

ବଡ଼ବିଲ କେଜେଏସ୍‌ ପିଲେଟ ପ୍ଲାଣ୍ଟରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଡ଼ବିଲ,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ କେଜେଏସ୍‌(କମଲଜିତ ସିଂହ ଆହଲୁୱାଲିଆ)ଙ୍କ ଶ୍ରୀଜଗନ୍ନାଥ ଷ୍ଟିଲ୍‌ସ ଆଣ୍ଡ ପାୱାର ଲିମିଟେଡ୍‌ ପିଲେଟ ପ୍ଲାଣ୍ଟ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସେମାନେ ସେଠାରେ ଦୀର୍ଘ ଦେଢ଼ବର୍ଷ ଧରି କାର୍ଯ୍ୟରତ ଅଛନ୍ତି। ମାତ୍ର…

ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭାଜପା (ଭୂୟାଁ ଓ ଜୁଆଙ୍ଗ ପିଢ଼) ରେଞ୍ଚ ଫୁଲଝର ପଞ୍ଚାୟତ ଶଙ୍କରୀ ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ବୁଧବାର ଭୋରରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିନଦ ଦେହୁରୀ। ମଙ୍ଗଳବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?