ଚମ୍ପୁଆରେ ଫୁଟିଲା ବ୍ରହ୍ମକମଳ
ଚମ୍ପୁଆ, ୧୬।୭(ଡି.ଏନ.ଏ)-ଚମ୍ପୁଆ ଏନଏସି ଅନ୍ତର୍ଗତ ୬ନଂ ୱାର୍ଡର ଡାକ୍ତର ଭବାନୀ ଶଙ୍କର ମହାନ୍ତଙ୍କ ବାଡିରେ ବ୍ରହ୍ମ କମଳ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ୬ନଂ ପିଏଚଡି କଲୋନୀରେ ରହି ଆସୁଥିବା ଭବାନୀ ଶଙ୍କର ମହାନ୍ତଙ୍କ ବାଡିରେ ଏହି ଦୁର୍ଲଭ ଫୁଲ ଫୁଟିଛି।…
ରାସ୍ତା ଅବସ୍ଥା ଶୋଚନୀୟଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ
ଝୁମ୍ପୁରା ୧୬।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଫକିରପୁର, ପଦ୍ମକେଶରପୁର, ବାଘିଆନଶା, କଙ୍କଡାଯୋଡି ଗାଁ ଲୋକେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିଲା। ଏହାକୁ କେନ୍ଦ୍ର କରି ଗାଁ ଲୋକେ ଶେଷରେ…
ବେଧଡ଼କ ଚାଲିଛି ପାଣି ପାଇପ ଚୋରି
କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ବଡଘାଗରା ଜଳଭଣ୍ଡାରକୁ ଯାଇଥିବା ରାସ୍ତାକଡରେ ଜଳ ଯୋଗାଣ ପାଇଁ ବିଛାଯାଇଥିବା ପୁରୁଣା ପାଇପ ବେଧଡକ ଚୋରି ହେଉଛି। ସୋମବାର ଦୁର୍ବୃତ୍ତମାନେ ମାଟି ଖୋଳି ପାଇପ ଚୋରି କରୁଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…
ବର୍ଷା ନାହିଁ, ଚାଷ କାର୍ଯ୍ୟରେ ବାଧା ଚାଷୀକୂଳ ହତାଶ
ତେଲକୋଇ, ୧୬।୭(ଡି.ଏନ.ଏ.)-ତେଲକୋଇ ବ୍ଲକର ଚାଷୀ ମାନେ ମୌସୁମୀ ବର୍ଷା ଉପରେ ନିର୍ଭର କରି ଚାଷ କାର୍ଯ୍ୟ କରିଥାନ୍ତି। ତେବେ ମୌସୁମୀ ବର୍ଷାର ଅଭାବ ଯୋଗୁଁ ୯୦ପ୍ରତିଶତ ଚାଷ ଜମି ପଡିଆ ପଡିରହିଛି । ଏପରିକି ଧାନ ତଳି ହଳଦିଆ ହୋଇଯାଇଥିବା ବେଳେ…
୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି
କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ ୨୦ ବର୍ଷ ଧରି ସହଭାଗିତା ଭିତ୍ତିରେ ଏକାଠି ହୋଇ ସେମାନେ ଏକ ଚା’ ଦୋକାନ…
ଫର୍ଜନା ଏବେ ସ୍ବପ୍ନାରାଣୀ
ତିହିଡ଼ି, ୧୬।୭ (ଡି.ଏନ.ଏ.) – ଭଲପାଇବା ମାନେନି ଜାତିଭେଦ କି ସାମାଜିକ ବନ୍ଧନ। ପ୍ରଶାନ୍ତ ଓ ଫର୍ଜନା ଏହା ବିରୋଧରେ ସାହସର ସହ ଲଢ଼ି ଏବେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରିଛନ୍ତି। ଏକ ସଂଖ୍ୟାଲଘୁ ସମ୍ପ୍ରଦାୟର ଝିଅ ଫର୍ଜନା ସାଜିଛନ୍ତି ‘ସ୍ବପ୍ନାରାଣୀ’,…
‘ଅଧ୍ୟବସାୟ, ଉଦ୍ୟମ ବଳରେ ସବୁ କାର୍ଯ୍ୟ ସମ୍ଭବ’
ତିହିଡ଼ି, ୧୬।୭ (ଡି.ଏନ.ଏ.)- ଅଳ୍ପ ପୁଞ୍ଜି ଓ ସୀମିତ ଭିତ୍ତିଭୂମିରେ ଛତୁଚାଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସ୍ବାବଲମ୍ବୀ କରିପାରିବ। ଏଭଳି ବିଶ୍ୱାସ ନେଇ ୬ବର୍ଷ ତଳେ ସେ ଆରମ୍ଭ କରିଥିଲେ ଛତୁ ଚାଷ। ବର୍ଷକୁ ବର୍ଷ ଏହାର ଚାଷ ଓ…
ଅବକାରୀ ଭ୍ୟାନ୍କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର
ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ କରିଛି।…
ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ
ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ ବାଲି ଚାଲାଣ ହେଉଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଏହାକୁ ନେଇ ବାଲି…
ଏସ୍ଏଚଜିରୁ ୫ ଲକ୍ଷ ଟଙ୍କା ଠକେଇ
ବାଲେଶ୍ୱର ଅଫିସ,୧୬।୭-ବାଲେଶ୍ୱର ରୂପ୍ସା ଥାନା ବାଖରାବାଦ ଅଞ୍ଚଳର ଶିବବାବା ଏସ୍ଏଚ୍ଜି(ସ୍ବୟଂ ସହାୟକ ଗୋଷ୍ଠୀ) ଏବଂ ଲକ୍ଷ୍ମୀନାରାୟଣ ଏସ୍ଏଚଜିର ସଦସ୍ୟା ଥିବା ଜଣେ ମହିଳା ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଉଭୟ ଗୋଷ୍ଠୀ ମହିଳାମାନେ…
କଣ୍ଟେନର ଓଲଟି ୨୨ ଗୋରୁ ମୃତ
ଜଳେଶ୍ୱର, ୧୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନାଞ୍ଚଳ ମଧ୍ୟ ଦେଇ ଯାଇଥିବା ୬୦ ନଂ. ଜାତୀୟ ରାଜପଥରେ ଗୋରୁ ମାଫିଆମାନେ ପ୍ରତ୍ୟହ ଶହଶହ କଣ୍ଟେନର, ଟ୍ରକ ଏବଂ ପିକ୍ଅପ ମାଧ୍ୟମରେ ଗୋରୁ ଓ ଗୋମାଂସ ବୋଝେଇ କରି ପଶ୍ଚିମବଙ୍ଗ ରାଜ୍ୟକୁ ଚାଲାଣ କରୁଛନ୍ତି।…
ଦିନକର କାହାଣୀ :ସଭିଏ ଲାଗନ୍ତି ଆପଣାର
ବାହାନଗା, ୧୬।୭(ଡି.ଏନ.ଏ.)-ଏକାକୀ ଚାଲିବାର ସଂକଳ୍ପ ନେଇ ଜୀବନରେ କର୍ମପ୍ରବଣତାକୁ ଆଦରି ନେଇଛନ୍ତି କାଳେନ୍ଦ୍ରୀ ମାଝି (୪୪)। ସରଳ, ସାଦାସିଧା ଓ ମେଳାପି ସ୍ବଭାବର ହୋଇଥିବାରୁ ସମସ୍ତେ ତାଙ୍କୁ ଶ୍ରଦ୍ଧାରେ ଡାକନ୍ତି କାଳି । ପର ଆପଣାର ଭାବ ନାହିଁ। ଅନ୍ୟର ଦୁଃଖସୁଖରେ…
Archives


