୬ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚୋରା ବେପାରୀ ଗିରଫ
ବାଲେଶ୍ୱର ଅଫିସ,୧୧।୭- ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ବସ୍ଷ୍ଟାଣ୍ଡ ନିକଟରେ କଟକରୁ ଆସିଥିବା ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ବାଡ ବୁଧବାର ପୂର୍ବାହ୍ନରେ ଚଢାଉ କରି ୮୦କେଜି ଗଞ୍ଜେଇ ଜବତ କରିଛି। ଏ ନେଇ ଗଞ୍ଜେଇ…
‘ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ କରାଯାଉ’
ବାଲେଶ୍ୱର ଅଫିସ,୧୧।୭- ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ ପରିଚାଳନା କରାଯାଉ ବୋଲି ବାଲେଶ୍ୱର ଉତ୍କଳ ସମ୍ମିଳନୀ ଶାଖା ପକ୍ଷରୁ ଦାବି କରାଯାଇଛି। ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଶାଖା ସଭାପତି ପଣ୍ଡିତ ସୁରେନ୍ଦ୍ର ନାଥ କରଙ୍କ ତତ୍ତ୍ୱାବଧାନରେ ଏକ ପ୍ରତିନିଧି ଦଳ…
ବଳକା ଧାନର ଅଭାବୀ ବିକ୍ରି
ବାଲିଆପାଳ,୧୧।୭(ସ୍ବ.ପ୍ର.)-ସେବା ସମବାୟ ସମିତି ଗତ ମାସ ୩୦ ତାରିଖରୁ ଡାଳୁଅ ଧାନ କିଣା ବନ୍ଦ କରିଦେବାରୁ ଚାଷୀମାନେ ବଳକା ଧାନ ବିକି ନ ପାରି ହଇରାଣ ହେଉଛନ୍ତି। ଏହି ସୁଯୋଗରେ ଆନ୍ଧ୍ର , ପଶ୍ଚିମବଙ୍ଗର ବେପାରୀ ଓ ଦଲାଲ ଏଠାରେ ଡେରା…
ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା: ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ
ଚମ୍ପୁଆ, ୧୦ା୭(ଡି.ଏନ.ଏ.): ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ସମସ୍ୟା ବଢିବାରେ ଲାଗିଛି। କିଛିଦିନ ତଳେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା କମି ନ ଥିବା ବେଳେ ଗତ ମଙ୍ଗଳବାର ରାତିରେ ସ୍ଥାନୀୟ ଏକ ମହିଳା ରୋଗୀଙ୍କୁ ଡାକ୍ତରଖାନା ପକ୍ଷରୁ ଏକ୍ସପାଏରି…
ଟଳୁନି ବୈତରଣୀ ସେତୁ ବିପଦ
ଆନନ୍ଦପୁର,୧୦। ୭(ସ୍ବ.ପ୍ର.): ଆନନ୍ଦପୁର ବୈତରଣୀ ସେତୁ ପ୍ରତି ବିପଦ ଟଳିବାର ନାଁ ଧରୁନି। ବର୍ଷକ ତଳେ ଏକ ପିଲାରରୁ ବିୟରିଂ ଖସି ବିପଦ ସୃଷ୍ଟି ହୋଇଥିବାବେଳେ ଜୁନ୍ ମାସ ୧୨ ତାରିଖ ମରାମତି କାର୍ଯ୍ୟ କରାଯାଇଥିଲା। ହେଲେ ଏବେ ବାଲି ମାଫିଆଙ୍କ…
ପୋତି ହୋଇପଡ଼ିଛି ଡ୍ରେନ: ପୌରନିର୍ବାହୀ ଅଧିକାରୀଙ୍କୁ ଭେଟିଲେ ମହିଳା
ବାସୁଦେବପୁର, ୧୦।୭ (ଡି.ଏନ.ଏ.): ବାସୁଦେବପୁର ପୌରପାଳିକାର ବିଭିନ୍ନ ଡ୍ରେନ ପୋତି ହୋଇପଡ଼ିଛି। ବର୍ଷାଦିନ ପୂର୍ବରୁ ଏହି ଡ୍ରେନଗୁଡ଼ିକ ସଫା କରାଯାଇ ନ ଥିବାରୁ ଚଳିତବର୍ଷ ସହରାଞ୍ଚଳବାସୀ ନାନା ଅସୁବିଧାରେ ପଡ଼ିବାର ଆଶଙ୍କା ରହିଛି। ବାସୁଦେବପୁର ପୌରପାଳିକାର ୧୨ ନମ୍ବର ୱାର୍ଡ ଇଣ୍ଡିଆସାହି…
ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ହଟଗୋଳ
କୋଳିମାଟି,୧୦।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ବୁଧବାର ଅପରାହ୍ନରେ ହଟଗୋଳ ହୋଇଛି। ପ୍ରଥମ ଦିନ ଚାଉଳ ବଣ୍ଟନ କରାଯାଇଥିବାବେଳେ ଦ୍ୱିତୀୟ ଦିନରେ ଗଣ୍ଡଗୋଳ ହୋଇଛି। ସୂଚନାନୁଯାୟୀ, କୋଳିମାଟି ପଞ୍ଚାୟତ ସୂଚନାଫଳକରେ କୁମଡ଼, ଦରଖୋଳା,…
ତାଳସାରୀ ମେରାଇନ୍ ଥାନାରେ ୨ ବଙ୍ଗୀୟ ଯୁବତୀ ଅଟକ, ବୟାନ ବଦଳାଉଥିବାରୁ ଫିଟୁନି ଗୁମର
ଭୋଗରାଇ,୧୦।୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ସାହାବାଜିପୁରସ୍ଥିତ ଏକ ଗେଷ୍ଟହାଉସ୍ରୁ ୨ ବଙ୍ଗୀୟ ଯୁବତୀଙ୍କୁ ସ୍ଥାନୀୟ ଯୁବକମାନେ ଧରି ତାଳସାରୀ ମେରାଇନ ଥାନାରେ ଜିମା ଦେଇଛନ୍ତି। ଉକ୍ତ ଯୁବତୀଦ୍ୱୟଙ୍କୁ ଦିଘାରୁ ଦଲାଲମାନେ ହୋଟେଲ୍ରେ ରୁମ୍ ଦେବାକୁ କହି ନେଇ ଆସି ଉକ୍ତ…
ନୀଳଗିରି ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ
ସଜନାଗଡ,୧୦।୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଜେଲ ଉପକାରାଗାରରେ ବୁଧବାର ଜଣେ ବିଚାରାଧୀନ କଏଦୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ହାଡ଼ିବନ୍ଧୁଙ୍କ ପୁଅ ପାଗୁଲୁ ଖଣ୍ଡେଇ(୨୫)। ସୂଚନା ମୁତାବକ, ପାଗୁଲୁ ସଜନାଗଡ଼ ପଞ୍ଚାୟତ ନୂଆସାହି ଗ୍ରାମରେ ଗତ ୮ତାରିଖରେ ଦେଶୀ ମଦ କାରବାର…
ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା
ବାହାନଗା,୧୦।୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ ଶିକ୍ଷକ ପଦବୀ ପୂରଣ ଦାବି ନେଇ ଗ୍ରାମବାସୀ, ଅବିଭାବକ ଓ ଛାତ୍ରୀଛାତ୍ର ବୁଧବାରେ…
ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର
ସଜନାଗଡ଼, ୧୦।୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ୫ ଗୁରୁତର ହୋଇଛନ୍ତି। ପ୍ରକାଶ ଯେ, ନୀଳଗିରି ଥାନା ଅନ୍ତର୍ଗତ…
ଛୁରି ଭୁସି ମହିଳାଙ୍କୁ ହତ୍ୟା
ଯୋଡ଼ା, ୯।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ହାତିମରା ଗାଁର ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମଙ୍ଗଳବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଏହି ହତ୍ୟାକାଣ୍ଡ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି…
Archives


