ବାଲେଶ୍ୱର

ନୋ ପାର୍କିଂ ସ୍ଥାନରେ ଟ୍ରକ ପାର୍କିଂ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ଏନଏଚ ୪୯ ରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରଶାସନର ଚେତା ପଶୁନି ା ସହର ମଧ୍ୟରେ ବହୁ ଦୁର୍ଘଟଣା ଘଟି ନିରୀହ ଜୀବନ ଗୋଟିଏ ପରେ ଗୋଟିଏ ଚାଲିଯାଉଥିଲେ ହେଁ ରୋକିବା…

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ ଅଧୀନ ଅସନପାଟ ଗ୍ରାମ ଛଉ ଗ୍ରାମ ଭାବେ ପରିଚୟ ଲାଭ କରିଥିଲା। ଏଡି…

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର। ରାତି ପାହିଲେ ମାଟିକାନ୍ଥ ଓ ଚଟାଣକୁ ଗୋବର ପାଣିରେ ଲିପାପୋଛା କରିଦିଅନ୍ତି କନକଲତା।…

ଦ୍ରୁତଗାମୀ ଟ୍ରେନ ରହଣି ଦାବିରେ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର

ବସ୍ତା, ୧୦।୭(ସ୍ବ.ପ୍ର.)-ବସ୍ତା ରେଳଷ୍ଟେଶନ ଉପରେ ଦୈନନ୍ଦିନ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ୫ଟି ବ୍ଲକର ହଜାର ହଜାର ଲୋକ ନିର୍ଭର କରୁଛନ୍ତି। ବସ୍ତା ରେଳଷ୍ଟେଶନ ଆଦର୍ଶ ରେଳଷ୍ଟେଶନର ମାନ୍ୟତା ପାଇଥିବା ସତ୍ତ୍ୱେ ଷ୍ଟେଶନଣ ଉନ୍ନତିକୁ ଅଣଦେଖା କରାଯାଇ ଆସୁଛି। ଦୀର୍ଘଦିନ ଧରି…

ଗଛକଟା ବେଳେ ସ୍କୁଲ ୱାଚ୍‌ମ୍ୟାନ୍‌ଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଧାରଣା

ଜଳେଶ୍ୱର, ୧୦।୭(ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ଆରୁହା ପଞ୍ଚାୟତର ଆରୁହା ଗ୍ରାମସ୍ଥିତ ହରପ୍ରସାଦ ଏକାଡ଼େମୀ ହାଇସ୍କୁଲରେ ମଙ୍ଗଳବାର ଗଛକଟା ଯାଉଥିବା ବେଳେ ଅସାବଧାନତା ବଶତଃ ୱାଚ୍‌ମ୍ୟାନ୍‌ କୁରେନ୍ଦ୍ର ପାତ୍ର(୪୮)ଙ୍କ ଉପରେ ପଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହାର ପ୍ରତିବାଦ କରି ସ୍କୁଲ ପରିସରରେ ଶତାଧିକ…

ଅସ୍ଥିଶଲ୍ୟ ବିଭାଗରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଅଭିଯୋଗ କଲେ ଛାତ୍ରନେତା

ବାଲେଶ୍ୱର ଅଫିସ, ୧୦।୭- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅସ୍ଥିଶଲ୍ୟ ବିଭାଗରେ ଜଣେ ରୋଗୀଙ୍କୁ ତ୍ରୁଟିପୂର୍ଣ୍ଣ ଚିକତ୍ସା କରାଯିବା ଘଟଣା ନେଇ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଭେଟି ଛାତ୍ରନେତା ଜ୍ଞାନେନ୍ଦ୍ର ମହାନ୍ତି ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଗତ…

ଗୃହଦାହ ସନ୍ଦେହରେ ମହିଳାଙ୍କୁ ଆକ୍ରମଣ

ତିହିଡି, ୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମନ୍ଦାରମାଳ  ଥାନା ଅନ୍ତର୍ଗତ ତିହିଡ଼ି ଗ୍ରାମର ପଦୁ ସାମଲ ଓ ଜଗବନ୍ଧୁ ମସାଲଙ୍କ ଘର ସୋମବାର ରାତିରେ ଅଗ୍ନିକାଣ୍ଡ ଘଟି ଜଳିଯାଇଛି। ଗ୍ରାମର ମନସୀ ସାମଲ ନାମ୍ନୀ ଜଣେ ମହିଳା ଏହି ଗୃହଦାହରେ…

ନିର୍ବାଚନ ପରେ କାଁ ଭାଁ ଚାଷୀଙ୍କୁ ମିଳିଛି କାଳିଆ ଟଙ୍କା: ସିପିଆଇର ଗଣଧାରଣା

ନୀଳଗିରି, ୯।୭(ଡି.ଏନ.ଏ.)-ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ), ସ୍ଥାନୀୟ ଆଞ୍ଚଳିକ କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଦିଆଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮୭ଦଫା ଦାବିପତ୍ର ଦିଆଯାଇଥିଲା। ପୂର୍ବାହ୍ନରେ ନିଞ୍ଜନ ବାରିକଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ଶୋଭାଯାତ୍ରାରେ ଆସି ଉପଜିଲାପାଳ ଅଫିସ ଫାଟକ ନିକଟରେ…

ବରାହ, ନୃସିଂହ ବେଶରେ ଶ୍ରୀଜୀଉ

ନୀଳଗିରି, ୯।୭(ଡି.ଏନ.ଏ.)-ନୀଳଗିରିସ୍ଥିତ ମାଉସୀମା’ ମନ୍ଦିରରେ ବିଜେ ଶ୍ରୀଜୀଉ ମଙ୍ଗଳବାର ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଗହଳରେ ରଥରେ ବିଜେ ଶ୍ରୀଜୀଉ ବଡ଼ଦାଣ୍ଡରେ ଆସି ଶନିବାର ମାଉସୀମା’ ମନ୍ଦିରରେ ବିଜେ କରିଥିଲେ। ଦୁଇଦିନ ଧରି…

ସାପ କାମୁଡାରେ ମହିଳା ମୃତ

ଆନନ୍ଦପୁର, ୯। ୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ମାର୍ଶାପାଳ ଗ୍ରାମର ଜନୈକା ମହିଳାଙ୍କର ସାପ କାମୁଡ଼ାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗି ସୋରେନ୍‌(୪୨)। ବାଙ୍ଗି ଘରେ ଶୋଇଥିବା ବେଳେ ଏକ ବିଶାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା।…

ବସୁନ୍ଧରା ଯୋଜନାରେ ଆନନ୍ଦପୁର ବ୍ଲକର ୫୫ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ

ଆନନ୍ଦପୁର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମଙ୍ଗଳବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ତପନ କୁମାର ନାୟକଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ଭାଗୀରଥି ସେଠୀ, ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ଅତିଥିଭାବେ ଯୋଗଦେଇ…

ଆଜି ପବିତ୍ର ତାରିଣୀ ବ୍ରତ: ଜଗନ୍ନାଥଙ୍କୁ ପୂଜା କରି ବ୍ରତ ଧାରଣ କଲେ ଶତାଧିକ ମହିଳା

ଢେଙ୍କିକୋଟ,୯।୭(ଡି.ଏନ୍‌.ଏ.): ମଙ୍ଗଳବାର ପବିତ୍ର ତାରିଣୀ ବ୍ରତ। କେନ୍ଦୁଝର ଜିଲାର ଆରାଧ୍ୟା ମା’ ତାରିଣୀଙ୍କ ଏହି ବ୍ରତ ପ୍ରତିବର୍ଷ ରଥଯାତ୍ରା ଓ ବାହୁଡ଼ା ଯାତ୍ରା ମଝିରେ ପଡ଼ିଥାଏ। ଏହି ସମୟରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ମାଉସୀ ମା’ ମନ୍ଦିରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri