ବାଲେଶ୍ୱର

ଡାକ ପାର୍ସଲ କଣ୍ଟେନରରେ ଗୋରୁ ଚାଲାଣ

ସିମୁଳିଆ,୨୧ା୭(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ମାତ୍ର ଶହେ ମିଟର ଦୂର ୧୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଡାକ ପାର୍ସଲ କଣ୍ଟେନର(ଟିଏସ-୧୨ ଏଚଏ ୪୮୦୮)ରୁ ୫୦ ରୁ ଅଧିକ ଗୋରୁ ଉଦ୍ଧାର କରାଯାଇଛି। ଭାରସାମ୍ୟ ହରାଇ…

ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ: ଝାଡ଼ୁ ଧରିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ରବିବାର ସକାଳେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଲଘୁ, କ୍ଷୁଦ୍ର, ମଧ୍ୟମ ଶିଳ୍ପ, ମତ୍ସ୍ୟ, ଗୋପାଳନ…

ଚୋରାଚାଲାଣ କୋଇଲା ବୋଝେଇ ପିକ୍‌ଅପ୍‌ ଅଟକାଇବାକୁ ଉଦ୍ୟମ ବେଳେ ଦୁର୍ଘଟଣା: କନଷ୍ଟେବଳ ଗୁରୁତର

ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ସାବରଙ୍ଗ ଏରଡ଼ା ନିକଟରେ ରବିବାର ସକାଳେ ଚୋରାଚାଲାଣ ହେଉଥିବା ଏକ କୋଇଲା ବୋଝେଇ ପିକ୍‌ଅପ୍‌ ପୋଲିସ ଅଟକାଇବାକୁ ଉଦ୍ୟମ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ଏଥିରେ ପୋଲିସ କନଷ୍ଟେବଳ ରଜତ ପାଣିଗ୍ରାହୀ ଗୁରୁତର…

କଣ୍ଡରା ଗ୍ରାନାଇଟ୍‌ ପଥର ଖଣି ନଂ-୨ରେ ଚଞ୍ଚକତା: ୨୦କୋଟିର ବେଆଇନ ଉତ୍ତୋଳନ

ଯୋଡ଼ା, ୨୧।୭(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବଡ଼ବିଲ ତହସିଲ ତଥା ଯୋଡ଼ା ବ୍ଲକ ଅନ୍ତର୍ଗତ କଣ୍ଡରାଠାରେ ଥିବା ଏକ ଗ୍ରାନାଇଟ୍‌ ପଥର ଖଣିରୁ ବେଆଇନ ଭାବେ ପଥର ଉତ୍ତୋଳନ କରାଯାଉଥିବା ଅଭିଯୋଗ ହୋଇଛି। ଦୀର୍ଘ ୮ମାସ ଧରି ପ୍ରାୟ ଦେଢ ଲକ୍ଷ କ୍ୟୁବିକ୍‌…

ମୌଳିକ ସୁବିଧାରୁ ବଞ୍ଚିତ ମାଙ୍କଡ଼ଖଳି ଗାଁ

ତେଲକୋଇ, ୨୧।୭(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତରେ ରହିଛି ମାଙ୍କଡଖଳି ଗ୍ରାମ। ଏହି ଗ୍ରାମର ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାହାଡ଼ଘେରା ଏହି ଗ୍ରାମରେ ୪୫ ପରିବାରର ୬ଶହରୁ ଊର୍ଦ୍ଧ୍ୱ…

ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଭଣ୍ଡାରିପୋଖରୀ, ୨୧।୭ (ଡି.ଏନ.ଏ.) – ଚଳିତବର୍ଷ ଚାଷକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଚାଷୀ। ମୌସୁମୀ ବର୍ଷା ଚାଷୀମାନଙ୍କୁ ନିରାଶ କରିଛି। ଆଷାଢ଼ ସରି ଶ୍ରାବଣ ମାସ ହେଲାଣି ହେଲେ ଚାଷ ପାଇଁ ଆଶାନୁରୂପ ବର୍ଷା ଏଯାଏ ହୋଇନାହିଁ। ବର୍ଷାଭାବ ଯୋଗୁ ଭଦ୍ରକ…

ସଭାଗୃହ ଛାଡି ଚାଲିଗଲେ ଏମପି

ଖୁଣ୍ଟା,୨୧।୭(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ କାର୍ଯ୍ୟାଳୟ ସଭାକକ୍ଷରେ ଶନିବାର ପଞ୍ଚାୟତ ସମିତିର ୭ମ ବୈଠକ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ ସମୟରେ ବୈଠକ ଆରମ୍ଭ ନ ହୋଇ ବିଳମ୍ବ ଘଟିବାରୁ ମୟୂରଭଞ୍ଜ ଜିଲାର ନବର୍ନିବାଚିତ ଏମପି ବିଶେଶ୍ୱର ଟୁଡୁ ଏଥିରେ ବିରକ୍ତି ପ୍ରକାଶ…

‘ଅଭିଯୋଗକାରୀଙ୍କୁ ସୁରକ୍ଷା ଦିଆଯିବ’

ବାରିପଦା ଅଫିସ,୨୧।୭- ରାଜ୍ୟରେ ଦୁର୍ନୀତିକୁ ମୂଳୋପତ୍ାଟନ କରିବା ପାଇଁ ଲୋକାୟୁକ୍ତ ଗଠିତ ହୋଇଛି। ଏଥିରେ ରାଜ୍ୟର ସମସ୍ତ ଜନସାଧାରଣ ଦୁର୍ନୀତି ବିରୋଧରେ ଅଭିଯୋଗ କରିପାରିବେ। ଲୋକେ ବିନା ଭୟରେ ଅଭିଯୋଗ ଉପସ୍ଥାପନ କଲେ ପ୍ରଶାସନରେ ସ୍ବଚ୍ଛତା ଆସି ପାରିବ। ଅଭିଯୋଗକାରୀଙ୍କୁ ଲୋକୟୁକ୍ତଙ୍କ…

ଠିକାଦାର ସଂସ୍ଥା କବ୍‌ଜାରେ ସରକାରୀ ଜମି: ଭିଟାମାଟି ଛାଡିବେ ୧୦ଗଁ। ର ବାସିନ୍ଦା

ଖଇରା, ୨୧।୭(ଡି.ଏନ.ଏ.)-ଦିଲ୍ଲୀର ଏକ ଠିକାଦାର ସଂସ୍ଥା ଦ୍ୱାରା ସରକାରୀ ତଥା ଚାଷୀଙ୍କ ଜମି ଜବରଦଖଲ ହୋଇଚାଲିଛି। ଏସବୁ ରାଜସ୍ବ ବିଭାଗର ଅଧିକାରୀମାନେ ଜାଣି ମଧ୍ୟ ନୀରବଦ୍ରଷ୍ଟା ପାଲଟିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିକାର ଲାଗି ଖଇରା ବ୍ଲକ କଇଥଗଡିଆ ପଞ୍ଚାୟତ ଅଧୀନ…

ପୁଅର ଭୁଜାଲି ମାଡରେ ବାପାଙ୍କ ମୃତ୍ୟୁ

ସୋର, ୨୧ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ପଞ୍ଚାୟତର ଉସୁନୁପୁର ଗ୍ରାମରେ ଶନିବାର ରାତି ପ୍ରାୟ ୧୦ଟା ବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଶରତ ମଲ୍ଲିକ ନାମକ ଯୁବକ ତାଙ୍କ ବାପା ଜୟକୃଷ୍ଣଙ୍କୁ ଏକ ଭୁଜାଲିରେ ହାଣି ହତ୍ୟା କରିଛନ୍ତି।…

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ମହିଳାଙ୍କ ମୃତ୍ୟୁ

ଔପଦା, ୨୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ରାଏରାମଚନ୍ଦ୍ରପୁର ପଞ୍ଚାୟତ ସୋରିଷପାଳ ଗ୍ରାମର ଅନ୍ନପୂର୍ଣ୍ଣା ପାଢ଼ୀ (୧୮) ନାମ୍ନୀ ମହିଳା ପରିବାର ନିୟୋଜନ ଅସ୍ତ୍ରୋପଚାର କରିବାକୁ ଯାଇ ପ୍ରାଣ ହରାଇଛନ୍ତି। ଅସ୍ତ୍ରୋପଚାର ସମୟରେ ମହିଳାଙ୍କର ଖାଦ୍ୟ ନଳୀ କାଟି ଦିଆଯାଇଥିବା ପରିବାର ଲୋକେ…

୧୪ ମାସ ହେଲା ଛାତ୍ରୀ ନିବାସରେ ତାଲା

ବସ୍ତା,୨୦।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜାମଶୂଳୀ ବ୍ଲକ ଜାମଶୂଳୀସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟର ଏକମାତ୍ର ଛାତ୍ରୀନିବାସ ୧୪ ମାସ ହେଲା ବନ୍ଦ ରହିଛି। କଲେଜ କର୍ତ୍ତୃପକ୍ଷ ଛାତ୍ରୀନିବାସ ଆନୁଷଙ୍ଗିକ ମରାମତି ଆବଶ୍ୟକ ଦର୍ଶାଇ ଏଭଳି ପଦକ୍ଷେପ ନେଇଛନ୍ତି। ଫଳରେ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରୀମାନେ ହଇରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?