ବାଲେଶ୍ୱର

ହରିବୋଲ କ୍ଷେତ୍ରକୁ ବାହୁଡ଼ିଲେ ତିନିଠାକୁର

ତିହିଡ଼ି, ୧୨।୭ (ଡି.ଏନ.ଏ.): ପବିତ୍ର ବାହୁଡ଼ାଯାତ୍ରାରେ ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିରରୁ ହରିବୋଲ କ୍ଷେତ୍ରକୁ ତିନିଠାକୁର ବାହୁଡ଼ିଛନ୍ତି। ତିହିଡ଼ି ବ୍ଲକ ଗୁଆମାଳ ପଞ୍ଚାୟତ ମୋଡ଼ସାହିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରୁ ମହାବାହୁ କେଶପୁରସ୍ଥିତ ହରିବୋଲ କ୍ଷେତ୍ରକୁ ଫେରି଼ଛନ୍ତି। ଭାଇଭଉଣୀଙ୍କ ସହ ୯ ଦିନ ମାଉସୀଘରେ ରହିବା…

ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ଫେରାର ହେଉଥିବା ବେଳେ ଦୁର୍ଘଟଣା: ୨ ଲୁଟେରା ଗୁରୁତର, ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି

ଭଣ୍ଡାରିପୋଖରୀ,୧୨।୭(ଡି.ଏନ୍‌.ଏ.): ସ୍କୁଟିରେ ଯାଉଥିବା ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିବା ବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର କୁଶଗଡ଼ିଆ…

ଭୋଜିଖାଇ ଫେରୁଥିବା ବେଳେ ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୁଧିଆନାଳି ଗାଁରେ ହାତୀ ଆକ୍ରମଣରେ ଗୁରୁବାର ରାତିରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଭରତ ନାଏକ(୪୫)। ପ୍ରକାଶ ଯେ, ରାତିରେ ଭରତ ଭୋଜି ଖାଇ ଘରକୁ ଫେରୁଥିବା ବେଳେ…

ମୋବାଇଲ ଚୋର ଗିରଫ

ଧାମନଗର,୧୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଦୋବଲ ବଜାରରେ ମୋବାଇଲ ଦୋକାନ କରିଥିବା ସେକ୍‌ ଇଝାରଙ୍କୁ ମୋବାଇଲ ଚୋରି ଅଭିଯୋଗରେ କେନ୍ଦ୍ରାପଡ଼ା ପୋଲିସ ଗିରଫ କରିଛି। ଇଝାର ଚୋରା ମୋବାଇଲ କାରବାର କରୁଥିବା ପୂର୍ବରୁ ଅଭିଯୋଗ ହେଉଥିଲା । କେନ୍ଦ୍ରାପଡ଼ାରୁ କେତେକ ମୋବାଇଲ ଚୋରି…

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସୁନାବେଶ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବାରିପଦା ଅଫିସ,୧୨।୭ : ଦିତୀୟ ଶ୍ରୀକ୍ଷେତ୍ର ବାରିପଦାର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଠାକୁରମାନେ ଜନ୍ମବେଦିରେ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି। ଆଡ଼ପମଣ୍ଡପରେ ଠାକୁରମାନଙ୍କ ସୁନାବେଶ ଦର୍ଶନ କଲେ ସାତ ଜନ୍ମର ଫଳ ମିଳେ ବୋଲି ବିଶ୍ୱାସ ରହିଛି । ଏଥିପାଇଁ…

ଦୃଷ୍ଟି ଆଢ଼ୁଆଳରେ ଝିକରା ଜଳପ୍ରପାତ

କେନ୍ଦୁଝର, ୧୨ା୭(ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ବହୁ ପ୍ରାକୃତିକ ଝରଣା ଏବଂ ଜଳପ୍ରପାତ ରହିଛି ା ରକ୍ଷଣାବେକ୍ଷଣ ଅଭାବରୁ ସେସବୁ ଲୋପ ପାଇବାକୁ ବସିଛି ା ଏଭଳି ଏକ ଜଳପ୍ରପାତ ସମସ୍ତଙ୍କ ଆଢୁଆଳରେ ରହିଯାଇଥିବାରୁ ଏହାର ବିକାଶ ଦାବି ହେଉଛି ା…

ସରକାରୀ ସହାୟତା ସ୍ବପ୍ନ

ବନ୍ତ, ୧୨।୭(ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କୁ ରହିବା ପାଇଁ ଘର, ଚଳିବା ଲାଗି ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଭଦ୍ରକ ଜିଲା…

ସହାୟତା ଅପେକ୍ଷାରେ ବିତୁଛି ଦିନ

ବାହାନଗା, ୧୨ା୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ ରୂପଖଣ୍ଡ ଗ୍ରାମରେ ପକ୍ଷାଘାତ େଋାଗୀ ଶୁକମଣି ମହାଳିକଙ୍କ ପରିବାର ଅସହାୟ ସ୍ଥିତିିରେ ଦିନ ବିତାଉଛନ୍ତି। ଶୁକମଣିଙ୍କ ସ୍ବାମୀ ତ୍ରିଲୋଚନ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁ ଆଉ କାମଧନ୍ଦା କରିପାରୁ ନାହାନ୍ତି। ଏହି ବୃଦ୍ଧ ଦମ୍ପତିଙ୍କ…

ଏଫଏମ୍‌ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ: ‘ଚାକିରି ପଛରେ ନ ଗୋଡ଼ାଇ ନିଯୁକ୍ତି ସୁଯୋଗ ସୃଷ୍ଟି କର’

ବାଲେଶ୍ୱର ଅଫିସ, ୧୨।୭-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ ୟୁନିଭରସିଟି)ର ଏକବିଂଶତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ଡ. ମଧୁମିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ କଳା ଓ…

ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା

ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ କରିଛନ୍ତି ା ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଶିକ୍ଷା ବିଭାଗ ଓ ଗ୍ରାମବାସୀଙ୍କ ମଧ୍ୟରେ ସମାଧାନର…

ବର୍ଷା ଆଗମନରେ ଛତୁର ପସରା

କୋଳିମାଟି, ୧୧ା୭-(ଡି.ଏନ.ଏ.)-ବର୍ଷା ଦିନରେ ଆଗମନରେ ପାହାଡ଼ିଆ ଅଞ୍ଚଳରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ସୁନ୍ଦର ହୋଇଥିବାଳେ ଖାଇବାକୁ ମଧ୍ୟ  ସୁଆଦିଆ ହୋଇଥାଏ। ଗାଁରୁ ସହର ପର୍ଯ୍ୟନ୍ତ ଲୋକ ଏହି ଛତୁକୁ ବେଶ୍‌ ଆଗ୍ରହର ସହ କିଣିଥାନ୍ତି। କେନ୍ଦୁଝର ଜିଲା…

ଗୋଟିଏ ଦିନରେ ୩ ଘରୁ ଚୋରି: ପୋଲିସ, ସାଇଣ୍ଟିଫିକ ଟିମ୍‌ର ତଦନ୍ତ ଆରମ୍ଭ

ଚମ୍ପୁଆ, ୧୧ା୭(ଡି.ଏନ.ଏ)-ଦୁଇ ଦିନ ତଳେ ଚମ୍ପୁଆ ସଖି ପେଟ୍ରୋଲ ପମ୍ପ ନିକଟରୁ ତାଲାଭାଙ୍ଗି ହୋଇଥିବା ସିରିଜ ଚୋରିର ତଦନ୍ତ ଆରମ୍ଭ ହୋଇଛି। ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହାୟତାରେ ଚମ୍ପୁଆ ପୋଲିସ ଏହାର ତନାଘନା କରିଛି। ସୂଚନା ଅନୁସାରେ ଚମ୍ପୁଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri