Odisha Elections 2024

ବାଲେଶ୍ୱର

ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା

ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ। ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଚିକିତ୍ସା ନିମନ୍ତେ ପରିବାର...

ମଡ଼େଲିଂରେ ରିଷିତା, ଶାଶ୍ୱତ ପ୍ରଥମଭାଗ ନେଲେ ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ

ବାଲେଶ୍ୱର ଅଫିସ, ୨୭।୫- ବାଲେଶ୍ୱର ଜିଲା ରେମୁଣାସ୍ଥିତ ନୋସି ଉତ୍କଳା ମଞ୍ଚରେ ଏକ ଭିନ୍ନ ଧରଣର ର଼୍ୟାମ୍ପ ଶୋ’ (ଗ୍ଲାମର ଲେନ୍‌) ଅନୁଷ୍ଠିତ ହୋଇଯାଇଛି। ଏହି ଶୋ’ରେ ବାଲେଶ୍ୱର ଜିଲାରୁ ୫୦ରୁ ଊର୍ଦ୍ଧ୍ୱ ପିଲା ଭାଗ ନେଇଥିଲେ। ଅତିଥି ଭାବେ...

ଜମି ଚିହ୍ନଟ ଦାବିରେ ଭୂମିହୀନଙ୍କ ଧାରଣା

ବନ୍ତ, ୨୭।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଷେଣ୍ଢତୀରା ପଞ୍ଚାୟତ ବରପଦା ଗ୍ରାମରେ ବସୁନ୍ଧରା ଯୋଜନାରେ ହିତାଧିକାରୀଙ୍କୁ ପଟ୍ଟା ମିଳିଛି। ହେଲେ ଜମି ଚିହ୍ନଟ ହୋଇପାରୁ ନ ଥିବାରୁ ସେମାନେ ଘର କରିପାରୁ ନାହାନ୍ତି। ତୁରନ୍ତ...

ପୋଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅଧୀନ ଜଙ୍ଘିରା ପଞ୍ଚାୟତ ବାହୁଟିଆ ଗ୍ରାମସ୍ଥ ଏକ ପୋଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ବୈଲୋଚନ ବେହେରା(୩୫)। ତାଙ୍କ ଘର ହୁଣ୍ଡା ପଞ୍ଚାୟତ ତଅଁଳାହତା...

ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର

ହାଟଡ଼ିହୀ, ୨୭ା୫ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି ଅସବର୍ଣ୍ଣ ବ୍ୟକ୍ତି ଗତ ୨୧ ତାରିଖ ରାତିରେ ଜୋର ଜବରଦସ୍ତ ଘରେ ପଶି...

ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନ ବଞ୍ଚାଇଥିବା ୧୯ ମହାନ ବ୍ୟକ୍ତି ସମ୍ବର୍ଦ୍ଧିତ

କେନ୍ଦୁଝର,୨୭ା୫(ସ୍ବ.ପ୍ର.): ଦୁର୍ଘଟଣାଗ୍ରସ୍ତ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରି ଜୀବନ ବଞ୍ଚାଇବାରେ ସହାୟକ ହୋଇଥିବା ୧୯ ଜଣ ମହାନ ବ୍ୟକ୍ତିଙ୍କୁ କେନ୍ଦୁଝର ଏସ୍‌ପି ଜୟନାରାୟଣ ପଙ୍କଜ ସୋମବାର ୨ ହଜାର ଟଙ୍କା ପୁରସ୍କାର ଦେବା ସହ ମାନପତ୍ର ଦେଇ...

ଗ୍ୟାସ୍‌ ଲିକ୍‌ରୁ ଜଳିଗଲା ଅଙ୍ଗନବାଡ଼ି କେନ୍ଦ୍ର : ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ବାସୁଦେବପୁର,୨୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତର ଗଦେଇବିନ୍ଧା ମହାଳିକ ସାହି ଅଙ୍ଗନବାଡ଼ି କେନ୍ଦ୍ରରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ଅଙ୍ଗନବାଡ଼ି କେନ୍ଦ୍ରଟି ସମ୍ପୂର୍ଣ୍ଣ ଜଳିଯାଇଛି। ରୋଷେଇ ପାଇଁ ଗ୍ୟାସ ଲଗାଯାଉଥିବାବେଳେ ଗ୍ୟାସ ଲିକ୍‌ ହୋଇ ଏହି ଅଘଟଣ...

ମଦମୃତ୍ୟୁକୁ ମାସେ ପୂରିନି: ଅବାଧରେ ଚାଲିଛି ଚୋରାମଦ କାରବାର

ଭଦ୍ରକ ଅଫିସ, ୨୭।୫ – ନିର୍ବାଚନ ସମୟରେ ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣା ସାରା ରାଜ୍ୟରେ ଚଳହ ସୃଷ୍ଟି କରିଥିଲା। ବିଷାକ୍ତ ମଦପିଇ ପୀରହାଟ ଓ ଚାନ୍ଦବାଲି ଅଞ୍ଚଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ହେଲେ ପ୍ରଶାସନ ବର୍ତ୍ତମାନ ସୁଦ୍ଧା...

ବେଆଇନ ବାଲି ଚାଲାଣ: ବିପଦରେ ତଟବର୍ତ୍ତୀ ଅଞ୍ଚଳ

ବଡ଼ସାହି,୨୭ା୫(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାଳବଙ୍ଗ ନଦୀରୁ ବେଆଇନ ଭାବେ ବାଲି ଉତ୍ତୋଳନ ଦିନକୁ ଦିନ ବଢିଚାଲଛି। ଏହାକୁ ପ୍ରଶାସନ ରୋକି ପାରୁ ନ ଥିବାରୁ ସରକାର ବହୁ ରାଜସ୍ବ ହରାଉଛନ୍ତି ା ବେଆଇନ ବାଲି ଚାଲାଣ ଯୋଗୁଁ ନଦୀପଠା...

କୋଚିଂ ସେଣ୍ଟରରେ ଅଗ୍ନି ନିରାପତ୍ତା ଚିନ୍ତା

ବାଲେଶ୍ୱର ଅଫିସ, ୨୭।୫-ଗୁଜୁରାଟର ସୁରଟ ଜିଲା ଅନ୍ତର୍ଗତ ସୁରଥନା ଅଞ୍ଚଳର ଏକ ଘରୋଇ କୋଚିଂ ସେଣ୍ଟରରେ ଗତ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ୨୦ଜଣ ଛାତ୍ରୀଛାତ୍ର ମୃତ୍ୟୁବରଣ କରିବା ପରେ ବାଲେଶ୍ୱର ଜିଲାରେ ଚାଲିଥିବା କୋଚିଂ ସେଣ୍ଟରରେ ନିରାପତ୍ତା ବ୍ୟବସ୍ଥା ନେଇ...

୧୨ ଫୁଟର ଅଜଗର ଉଦ୍ଧାର

ଭଦ୍ରକ ଅଫିସ, ୨୬।୫ – ଭଦ୍ରକ ସହର ଉପକଣ୍ଠ ରାନ୍ଦିଆ ପୋଲ ତଳୁ ରବିବାର ସକାଳେ ଏକ ୧୨ ଫୁଟର ଅଜଗର ଉଦ୍ଧାର କରାଯାଇଛି। ରାନ୍ଦିଆ ଗ୍ରାମର ରାଧାନାଥ ସ୍ବାଇଁ ସକାଳୁ ଫୁଲ ତୋଳିବାକୁ ଯିବା ସମୟରେ ସାପଟି ଜାଲରେ...

ଚାକିରି କରାଇଦେବା ନଁାରେ ଟଙ୍କା ଆଦାୟ ଅଭିଯୋଗ: ୨ ଯୁବକ ଗିରଫ

ତିହିଡ଼ି, ୨୬।୫ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ କେତେକ ଅଞ୍ଚଳର ଯୁବତୀ ଏବଂ ମହିଳାଙ୍କୁ ପଞ୍ଚାୟତସ୍ତରରେ ଚାକିରି କରାଇଦେବା ନଁାରେ ଟଙ୍କା ଆଦାୟ କରାଯାଉଛି। ଏ ସମ୍ପର୍କରେ ଶନିବାର ତିହିଡ଼ି ଥାନାରେ ଅଭିଯୋଗ ହେବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri