ବାଲେଶ୍ୱର

ଦେଢ ବର୍ଷ ହେଲା ବସ୍ତ୍ର ବିତରଣ କେନ୍ଦ୍ରରେ ପଡ଼ିଛି ତାଲା

ବଡବିଲ, ୧୧।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ବ୍ୟବହାର ଉପଯୋଗୀ ବସ୍ତ୍ର ଓ ଆସବାବପତ୍ର ଦାତାଙ୍କ ଠାରୁ ଗ୍ରହଣ କରାଯାଇ ଗରିବ ଓ ଦୁଃଖୀ ମାନଙ୍କୁ ମାଗଣା ବସ୍ତ୍ର ଯୋଗାଇ ଦେବାକୁ ‘ହେଲପିଙ୍ଗ ହ୍ୟାଣ୍ଡ’ ନାମରେ ଏକ…

ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଶିକ୍ଷୟିତ୍ରୀ ନିଲମ୍ବିତ

ବସ୍ତା ୧୧।୭,(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମୁଳିଦା ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରାଙ୍କୁ ନିଲମ୍ବନ କରାଯାଇଛି। ସୋମବାର ଦ୍ବିତୀୟ ଶ୍ରେଣୀ ଛାତ୍ର ବିଷ୍ଣୁ କୁମାର ଜେନା ରବର ଆଣି ନ…

ଶ୍ରୀରାମପୁର ଷ୍ଟେଟ୍‌ବ୍ୟାଙ୍କରୁ ସଶସ୍ତ୍ର ଡକାୟତି : ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌

ବସ୍ତା,୧୧।୭(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଶ୍ରୀରାମପୁର ଷ୍ଟେଟ୍‌ବ୍ୟାଙ୍କରେ ଗୁରୁବାର ସଶସ୍ତ୍ର ଡକାୟତି ହୋଇଛି। ୬ ଜଣ କଲେଜ ପୋଷାକରେ ଥାଇ ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୩୦ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି।

ଶିକ୍ଷକଙ୍କ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖଇରା,୧୧।୭(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲରେ ବିଜ୍ଞାନ ଶିକ୍ଷକ ହେମନ୍ତ ଦାସଙ୍କୁ ବଦଳି କରାଯିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ଦେଇଛନ୍ତି। ଗ୍ରାମବାସୀଙ୍କ ସହ କୌଣସି ଆଲୋଚନା ନ କରି ଏଭଳି ମନମୁଖି…

ବେଦିରେ ବସିବା ପୂର୍ବରୁ ବନ୍ଧାହେଲା କୋକେଇ

କେନ୍ଦୁଝର,୧୧।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା କେନ୍ଦୁଆ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଧ୍ୟାରେ ବରବେଶ ହେବାକୁ ଥିବା ଜଣେ ଯୁବକ ବିଦ୍ୟୁତ ସଂସ୍ପର୍ଶରେ ଆସିଯିବାରୁ ତାଙ୍କର ମୃତ୍ୟୁଘଟିଛି। ମୃତକ ହେଲେ ଲୋକନାଥ ମହାନ୍ତ। ସନ୍ଧ୍ୟାରେ ବାହା…

ବଦଳିଲେ ଟାଉନ ଥାନାଧିକାରୀ

ବାରିପଦା ଅଫିସ,୧୧।୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନାଧିକାରୀ ଅଶୋକ କୁମାର ନାୟକଙ୍କର ଅନୁଗୋଳ ଜିଲାକୁ ବଦଳି ହୋଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପତ୍ରସଂଖ୍ୟା ୬୫୮(୧୦/୭/୨୦୧୯)ରେ ଏହି ବଦଳି ଆଦେଶ ଦିଆଯାଇଛି। ସେହିପରି କପ୍ତିପଦା ଥାନା ଅଧିକାରୀ ରୀନା ବେହେରାଙ୍କ ମଧ୍ୟ…

ବେଆଇନ ଟ୍ରକ ପାର୍କିଂବେଳେ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବଡ଼ବିଲ,୧୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟସ୍ଥିତ ଏୟାରଷ୍ଟ୍ରିପ ନିକଟରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁକାମତି ସାହୁ(୭୦)। ବେଆଇନ ଟ୍ରକ ପାର୍କିଂ ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୧୪ଚକିଆ ଟ୍ରକ୍‌ ଛାଡି…

ଲକ୍ଷାଧିକ ଟଙ୍କାର ଚୋରା ଶାଳ ଚୌକାଠ ସହ ପିକ୍‌ଅପ ଜବତ

ପାଟଣା,୧୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସଦର ବ୍ଲକ ଡୁମୁରିଆରୁ ବୁଧବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଭ୍ୟାନ ଯୋଗେ ୧୩୧ ଖଣ୍ଡ ଚୋରା ଶାଳ ଚୌକାଠ ଚାଲାଣ ହେଉଥିବାବେଳେ ପାଟଣା ବନ କର୍ମଚାରୀ ଓ କେନ୍ଦୁଝର ମୋବାଇଲ…

ଦନ୍ତା ଆକ୍ରମଣରେ ଶିଶୁର ପ୍ରାଣଗଲା, ଦୁଇ ଗୁରୁତର

ଝୁମ୍ପୁରା,୧୧।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଫରେଷ୍ଟ ଅନ୍ତର୍ଗତ ମଲଦା ଗ୍ରାମ ମୁଣ୍ଡା ସାହିରେ ଗୁରୁବାର ଭୋର୍‌ରୁ ଗୋଠଛଡ଼ା ଦନ୍ତା ଆକ୍ରମଣରେ ସିନି ମୁଣ୍ଡା ନାମକ ଜଣେ ୭ ବର୍ଷ ଶିଶୁର ପ୍ରାଣହାନି ଘଟିଥିବାବେଳେ ଆଉ ଦୁଇ ଶିଶୁ ଗୁରୁତର ହୋଇଛନ୍ତି। ସେମାନଙ୍କୁ…

୬ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚୋରା ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୧।୭- ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ବସ୍‌ଷ୍ଟାଣ୍ଡ ନିକଟରେ କଟକରୁ ଆସିଥିବା ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ବାଡ ବୁଧବାର ପୂର୍ବାହ୍ନରେ ଚଢାଉ କରି ୮୦କେଜି ଗଞ୍ଜେଇ ଜବତ କରିଛି। ଏ ନେଇ ଗଞ୍ଜେଇ…

‘ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ କରାଯାଉ’

ବାଲେଶ୍ୱର ଅଫିସ,୧୧।୭- ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ ପରିଚାଳନା କରାଯାଉ ବୋଲି ବାଲେଶ୍ୱର ଉତ୍କଳ ସମ୍ମିଳନୀ ଶାଖା ପକ୍ଷରୁ ଦାବି କରାଯାଇଛି। ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଶାଖା ସଭାପତି ପଣ୍ଡିତ ସୁରେନ୍ଦ୍ର ନାଥ କରଙ୍କ ତତ୍ତ୍ୱାବଧାନରେ ଏକ ପ୍ରତିନିଧି ଦଳ…

ବଳକା ଧାନର ଅଭାବୀ ବିକ୍ରି

ବାଲିଆପାଳ,୧୧।୭(ସ୍ବ.ପ୍ର.)-ସେବା ସମବାୟ ସମିତି ଗତ ମାସ ୩୦ ତାରିଖରୁ ଡାଳୁଅ ଧାନ କିଣା ବନ୍ଦ କରିଦେବାରୁ ଚାଷୀମାନେ ବଳକା ଧାନ ବିକି ନ ପାରି ହଇରାଣ ହେଉଛନ୍ତି। ଏହି ସୁଯୋଗରେ ଆନ୍ଧ୍ର , ପଶ୍ଚିମବଙ୍ଗର ବେପାରୀ ଓ ଦଲାଲ ଏଠାରେ ଡେରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri