ବାଲେଶ୍ୱର

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରାପ୍ତ ସୂଚନାନୁସାରେ, ଗିରଫ ଅଭିଯୁକ୍ତ ହେଲେ ବାଲେଶ୍ୱର ଜିଲା…

ବାରୁଣି ମେଳା: ଯାତ୍ରା ଆୟୋଜନକୁ ନେଇ ଗଣ୍ଡଗୋଳ

ସୋର,୧।୪: ସୋର ସାଜନପୁର ପଞ୍ଚାୟତରେ ଚାଲିଛି ବାରୁଣି ମେଳା। ବାରୁଣି ମେଳାରେ ଯାତ୍ରା ଆୟୋଜନକୁ ନେଇ ବିବାଦ ଦେଖା ଦେଇଛି ଦୁଇ ଗୋଷ୍ଠୀ ମଧ୍ୟରେ ଯାତ୍ରା ଆୟୋଜନକୁ ନେଇ ଗଣ୍ଡଗୋଳ ହୋଇଛି। ଉତ୍ତେଜନା ପରେ ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି। ପୋଲିସ…

ମାମୁଁ ଘରକୁ ବୁଳିବାକୁ ଆସିଥିଲେ: ପୋଖରୀରେ ବୁଡି ଗଲା ଜୀବନ

ବାଲେଶ୍ବର,୩୧।୩: ବାଲେଶ୍ବର ଜିଲା ବ୍ରହ୍ମପୁର ଥାନା ଭୋଗଦିଆ ଗାଁରେ ସୋମବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲେଶ୍ବର ସିନ୍ଧିଆର ବନ୍ଦିତା ମହାନ୍ତି। ମିଳିଥିବା ସୂଚନା ମୁତାବକ, ବନ୍ଦିତା ମାମୁଁ ଘରକୁ ବୁଳିବା…

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଜାମୁଡିହା ପଞ୍ଚାୟତ ବେଢାସାହି ଗ୍ରାମର ଦାସ ମାଝୀ (୫୬)।…

୧୯ ପଦବୀ ପାଇଁ ମଇଦାନରେ ୩୬ ପ୍ରାର୍ଥୀ

ବାଲେଶ୍ୱର,୨୯ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ପୂର୍ବାହ୍ନ ୭ଟା ୩୦ରୁ ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ୧୯ ପଦବୀ ପାଇଁ ୩୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ ପାଇଁ କେଶବ କୁମାର ଆଚାର୍ଯ୍ୟ, ମନୋଜ କୁମାର…

ଓଡ଼ିଶାର ୨ ଜିଲାରେ ଭୂକମ୍ପ ଅନୁଭୂତ: ଲୋକେ ଭୟଭୀତ

ଭୋଗରାଇ, ୨୮l୩ (ପ୍ରଦୀପ ଦାସ): ମ୍ୟାନମାରରେ ହୋଇଥିବା ୨ଟି ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ଓଡିଶା ସୀମାନ୍ତ ବାଲେଶ୍ୱର ଓ ମୟୁରଭଞ୍ଜ ଜିଲାରେ ମୃଦୁ କମ୍ପନ ଅନୁଭୂତ ହୋଇଛି। ମ୍ୟାନମାନରେ ଭୂକମ୍ପ ରିକ୍ଟର ସ୍କେଲରେ ଏହାର ୭.୭ ଓ ୭.୧ ବୋଲି ଭୂବିଜ୍ଞାନିମାନେ…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ସୋର,୨୫।୩: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନ୍‌ର ୪ଟି ବଗିରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି। ଧାମରାରୁ କୋଇଲା ବୋଝେଇ…

ଘରେ ପଶି ଯୁବକଙ୍କୁ ହାଣି ଲୁଟିନେଲେ…

ବାଲେଶ୍ବର,୨୪।୩: ବାଲେଶ୍ବର ଜିଲା ସିମୁଳିଆ ଥାନା ବାଟି ପଞ୍ଚାୟତ ବଣଗଢ଼ିଆ ଗାଁରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଗାଁର ଆନନ୍ଦ ବେହେରାଙ୍କ ଘରେ ୫ଜଣ ଦୁର୍ବୃତ୍ତ ପଶି ଘରୁ ଲକ୍ଷାଧିକ ଟଙ୍କା ସହ ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁନାଗହଣା…

ଯୁବକଙ୍କୁ ଗୁଳିମାଡ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ

ବାଲେଶ୍ୱର,୧୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା ଗ୍ରାମର ଯୁବକଙ୍କୁ ଗୁଳିମାଡ। ଗୁଳିମାଡ଼ରେ ଆହତ ଯୁବକଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଗୁଳିମାଡ଼ରେ ଆହତ ଯୁବକ ହେଲେ ବସ୍ତା ଥାନା ନିମା…

୭ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟ

ବାଲେଶ୍ୱର,୧୭।୩(ବାଞ୍ଛାନିଧି ଦେ)- ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ରୂପସା ସାମିଲ ହାସନପୁର ଗ୍ରାମରେ ଏକ ବଡ଼ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପୋଲିସ ଏକ ମାମଲା (ନଂ.୧୪/୨୫) ରୁଜୁ କରି ତଦନ୍ତ ଜାରି ରଖିଛି। ଗ୍ରାମର ସୁରେଶ…

ଦୁଇ ବାଇକ୍‌ ମଧ୍ୟରେ ଧକ୍କା, ଚାଲିଗଲା ମଠ ମହନ୍ତ ସ୍ବାମୀ ଅଭୟାନନ୍ଦ ସରସ୍ବତୀଙ୍କ ଜୀବନ

ପାଟଣା,୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଗୋରାଣ୍ଡି ଯୋଡି ନିକଟରେ ଶନିବାର ଅପରାହ୍ନରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ମୟୂରଭଞ୍ଜ…

କୋର୍ଟରେ ହାଜର ପରେ ଜେଲ୍‌ ଗଲେ ରାଜା ଚକ୍ର

ବାଲେଶ୍ୱର,୧୪ା୩(ବାଞ୍ଛାନିଧି ଦେ): ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗାନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ୍‌ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ଲିଃ ରେ ବହୁ କୋଟି ଟଙ୍କାର ଦୁର୍ନୀତି ମାମଲାରେ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?