Odisha Elections 2024

ବାଲେଶ୍ୱର

ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେଇଥିବା ନେଇ ନାୟକାଣିଡିହୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ...

ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ତେଲକୋଇ,୨୪।୫(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳ ଦେଇ ପ୍ରବାହିତ ସାମାକୋଇ ନଦୀ ଗଣ୍ଡରୁ ଗଣେଶ୍ୱର ଧୀବର (୬୩) ନାମକ ଜଣେ ବ୍ୟକ୍ତିଙ୍କର ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରିଛି। ସେ ବୁଧବାର ନଦୀ ପାର ହୋଇ ଘରକୁ ଫେରୁଥିବା ବେଳେ...

ତଲସରା ନିର୍ବାଚନ ମଣ୍ଡଳୀରେ ଭାଜପାର ବାଜିମାତ:ଭୁଶୁଡ଼ିଲା କଂଗ୍ରେସ ଗଡ଼

ବଡ଼ଗାଁ/ ସବ୍‌ଡେଗା, ୨୪-୫(ଡି.ଏନ.ଏ):ସୁନ୍ଦରଗଡ଼ ଜିଲା ତଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବାଜିମାତ କରିଛି । କଂଗ୍ରେସର ଗଡ ଭାବେ ରହି ଆସିଥିବା ଏହି ନିର୍ବାଚନ ମଣ୍ଡଳୀରେ ଭୋଟର କଂଗ୍ରେସ ଓ ବିଜେଡିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏଠାରେ କଂଗ୍ରେସର ଗଡ଼...

ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ

ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି। ଭଦ୍ରକ ସଦରରେ ବିଜେଡି ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ...

ମୟୂରଭଞ୍ଜ ଜିଲାରେ ନିର୍ବାଚନ ଫଳାଫଳ: ଭାଜପା ୬, ବିଜେଡି ୩ ବିଧାନସଭା ଆସନରେ ବିଜୟୀ

ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଏହି ଜିଲାର ୯ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବାରିପଦା, ବାଙ୍ଗିରିପୋଷି,...

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧ ଲକ୍ଷ ୯୬ ହଜାର ୭୫୦ ଭୋଟ...

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କ ଠାରୁ ଅଧିକ ୨୫, ୫୦୫ ଭୋଟ ପାଇ ବିଜୟଲାଭ କରିଥିବା...

୧୨ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ

ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୩୦ହଜାର ୪୪୦, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୭ହଜାର ୭୬୮ ଭୋଟ ମିଳିଛି। ସେହିପରି ଲୋକସଭା ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୨୯ ହଜାର ୯୨୧ ଭୋଟ...

୮ମ ରାଉଣ୍ଡ: ବିଜେଡି ପ୍ରାର୍ଥୀ ଆଗରେ

ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମଲୋଚନ ପଣ୍ଡାଙ୍କଠାରୁ ୩୨୯୧ଖଣ୍ଡ ଭୋଟ ଆଗରେ ଅଛନ୍ତି।

୧୧ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ

ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୨୭ହଜାର ୫୪୫, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୫ହଜାର ୫୩୭ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀ ୨ହଜାର ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ସେହିପରି ଲୋକସଭା ଭାଜପା...

୧୨ ରାଉଣ୍ଡ: ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ

ଭଦ୍ରକ ଅଫିସ, ୨୩।୫ – ୧୨ ରାଉଣ୍ଡରେ ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୯୦, ୬୩୩, ଭାଜପା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ୮୬,୧୦୦ ଓ କଂଗ୍ରେସ ପ୍ରାର୍ଥୀ ମଧୁମିତା ସେଠୀ ୩୯,୮୭୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri