ପରୀକ୍ଷାଫଳ ନ ବାହାରିବା ପ୍ରତିବାଦରେ ଘେରାଉ
ବାରିପଦା ଅଫିସ,୭ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଶ୍ରୀମା ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଭୋକେସନାଲ ପରୀକ୍ଷା ଦେଇଥିବା ୨୪ ଜଣ ଛାତ୍ରୀଙ୍କ ପରୀକ୍ଷା ଫଳ ଏଯାଏ ବାହାରି ନାହିଁ। ଦୁଇ ଜଣ ଛାତ୍ରୀ ଅନୁପସ୍ଥିତ ଥିବା ଦର୍ଶାଯାଉଥିବା ବେଳେ ଅନ୍ୟମାନଙ୍କ…
ରଥଯାତ୍ରା ଭିଡ଼ ବେଳେ ଚୋରି, ୨ ଗିରଫ
ବାରିପଦା ଅଫିସ,୭ା୭- ବାରିପଦାରେ ଶନିବାର ରଥ ଟଣାଯିବା ବେଳେ ଭିଡର ସୁଯୋଗ ନେଇ ମୋବାଲ ଓ ପର୍ସ ଆଦି ଚୋରି କରିବା ଘଯଣାରେ ୨ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ଏଥିସହ ଜଣେ ନାବାଳକଙ୍କୁ ବାରିପଦା ଟାଉନ ଥାନା ପୋଲିସ…
ରଙ୍ଗୋଲିରେ ଜଗନ୍ନାଥ
ବାଲେଶ୍ୱର ଅଫିସ, ୬।୭: ବାଲେଶ୍ୱର ଜିଲା ରେମୁଣା ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀଗୁଣ୍ଡିଚା ମନ୍ଦିର ମେଳାପଡ଼ିଆରେ ରଥ ଉତ୍ସବର ଦ୍ୱିତୀୟ ଦିନରେ ଶନିବାର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରସ୍ଥିତ…
ନାବାଳିକାଙ୍କୁ ଅପହରଣ ମାମଲା : ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ୍
ବାଲେଶ୍ୱର ଅଫିସ, ୬।୭: ଏକ ନାବାଳିକା ଅପହରଣ ମାମଲାର ବିଚାର କରି ଶନିବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍ କମ୍ ସ୍ପେଶାଲ ଜଜ୍ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ପୋକ୍ସୋ ଆକ୍ଟରେ ୧୦ବର୍ଷ ଜେଲଦଣ୍ଡ ସହ ୧୦ହଜାର ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ…
ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ
ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ ଗତ ଶୁକ୍ରବାର ପୋଲିସ ଗିରଫ କରି ବାଙ୍ଗାଲୋର ପୋଲିସକୁ ହସ୍ତାନ୍ତର କରିଛି। ପୋଲିସ ସୂଚନା…
ଘର ଉପରକୁ ଢଳିପଡ଼ିଛି ୧୧ କେଭି ବିଦ୍ୟୁତତାର, ସ୍ଥାନାନ୍ତର ଦାବି
ଆନନ୍ଦପୁର,୬ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତ ଅର୍ଜୁନବଣିଆ ଗ୍ରାମର ଗୋଟିଏ ପରିବାରର ୫ ପ୍ରାଣୀ କୁଟୁମ୍ବ ଏବେ ଭୟ ଆଶଙ୍କା ମଧ୍ୟରେ ଜୀବନ ଅତିବାହିତ କରୁଥିବା ଦୃଷ୍ଟିକୁ ଆସିଛି। ଗ୍ରାମର ଜଇ ନାଇକଙ୍କ ଘର ନିକଟ ଦେଇ ୧୧…
ଫକୀରମୋହନଙ୍କ ଫଟୋ ଥିବା ଡାକ ଟିକଟ ଉନ୍ମୋଚିତ
ବାଲେଶ୍ୱର ଅଫିସ,୬ା୭: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଫକୀରମୋହନଙ୍କ ଫଟୋ ଥିବା ଡାକ ଟିକଟ ଉନ୍ମୋଚିତ କରିଛନ୍ତି। ଶନିବାର ମଧ୍ୟାହ୍ନରେ ମହାବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍ସବକୁ ମନ୍ତ୍ରୀ ଷଡ଼ଙ୍ଗୀ…
କେନ୍ଦୁଝର ସଦରଥାନା ଅଞ୍ଚଳରେ ଟ୍ରକ୍-ହାଇଓ୍ବା ଦୁର୍ଘଟଣା: ଜଣେ ମୃତ
କେନ୍ଦୁଝର:୬।୭ (ସ୍ବ.ପ୍ର.): କେନ୍ଦୁଝର ସଦରଥାନା ଅନ୍ତର୍ଗତ ବାଲିଆ ଗୋଡ଼ା ଛକ ନିକଟରେ ଶନିବାର ସକାଳ ପ୍ରାୟ ୬ଟାରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଇରନ ବୋଝେଇ ଟ୍ରକ(ଓଡି-୦୪-ଏଚ୪୩୧୩) ଯୋଡ଼ା ଆଡୁ ଆସୁଥିବା ବେଳେ ବାଲିଆ ଗୋଡ଼ା ଛକ ନିକଟରେ ଏକ ହାଇୱାକୁ…
ବାରଣ୍ଡାରେ ମଧ୍ୟାହ୍ନଭୋଜନ ରୋଷେଇ
ବନ୍ତ, ୬।୭(ଡି.ଏନ୍.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ଅଧିକାଂଶ ସ୍କୁଲରେ ରୋଷେଇ ଘର ନ ଥିବାବେଳେ ଆଉ କେତେକ ସ୍କୁଲରେ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତି ବାରଣ୍ଡାରେ ହେଉଥିବା ଦେଖାଯାଇଛି। ଏଭଳି ଅବ୍ୟବସ୍ଥା ନେଇ ଅସନ୍ତୋଷ…
ଅର୍ଦ୍ଧନିର୍ମିତ କଲଭର୍ଟ ମରଣଯନ୍ତା
ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ସୁନହଟ ଲାଲମହନ ଛକ ଓ କନକଦୁର୍ଗା ଛକ ସଂଲଗ୍ନ ରାସ୍ତାର କନକଦୁର୍ଗା ମନ୍ଦିର ନିକଟରେ ନିର୍ମାଣାଧୀନ ଥିବା କଲର୍ଭଟକୁ ଅଧାପନ୍ତରିଆ ଅବସ୍ଥାରେ ଛାଡି ଦିଆଯାଇଥିବାରୁ ଲୋକେ ଯାତାୟତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରତ୍ୟହ ୧୫ରୁ…
ଜିଲା ଶିକ୍ଷାଧିକାରୀଙ୍କ ଅଫିସ୍ ଘେରାଉ
ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବାରବାଟିଆ ଗ୍ରାମର ଜନାର୍ଦ୍ଦନ ଉଚ୍ଚବିଦ୍ୟାଳୟର ଦୁଇ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଛାତ୍ରୀଛାତ୍ର ଓ ଅଭିଭାବକମାନେ ଶୁକ୍ରବାର ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ଅଫିସ୍କୁ ଘେରାଉ କରିଥିଲେ। ଏହି ବଦଳି ଆଦେଶକୁ…
ଅଧାବାଟରେ ଶ୍ରୀଜୀଉ
ନୀଳଗିରି, ୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତୃତୀୟ ଶ୍ରୀକ୍ଷେତ୍ରରେ ଶୁକ୍ରବାର ଆୟୋଜିତ ରଥଯାତ୍ରାରେ ଶ୍ରୀଜୀଉ ଭକ୍ତଙ୍କ ଗହଣରେ ଆସି ଅଧା ବାଟ ପୋଷ୍ଟ ଅଫିସ ନିକଟରେ ଅଟକିଛନ୍ତି। ସେଠାରେ ଚର୍ତୁଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥରେ ରାତ୍ରିଯାପନ କରିବେ। ଶନିବାର ଅପରାହ୍ନରେ…
Archives


