ବାଲେଶ୍ୱର

ଏସ୍‌ଏଚଜିରୁ ୫ ଲକ୍ଷ ଟଙ୍କା ଠକେଇ

ବାଲେଶ୍ୱର ଅଫିସ,୧୬।୭-ବାଲେଶ୍ୱର ରୂପ୍‌ସା ଥାନା ବାଖରାବାଦ ଅଞ୍ଚଳର ଶିବବାବା ଏସ୍‌ଏଚ୍‌ଜି(ସ୍ବୟଂ ସହାୟକ ଗୋଷ୍ଠୀ) ଏବଂ ଲକ୍ଷ୍ମୀନାରାୟଣ ଏସ୍‌ଏଚଜିର ସଦସ୍ୟା ଥିବା ଜଣେ ମହିଳା ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଉଭୟ ଗୋଷ୍ଠୀ ମହିଳାମାନେ…

କଣ୍ଟେନର ଓଲଟି ୨୨ ଗୋରୁ ମୃତ

ଜଳେଶ୍ୱର, ୧୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନାଞ୍ଚଳ ମଧ୍ୟ ଦେଇ ଯାଇଥିବା ୬୦ ନଂ. ଜାତୀୟ ରାଜପଥରେ ଗୋରୁ ମାଫିଆମାନେ ପ୍ରତ୍ୟହ ଶହଶହ କଣ୍ଟେନର, ଟ୍ରକ ଏବଂ ପିକ୍‌ଅପ ମାଧ୍ୟମରେ ଗୋରୁ ଓ ଗୋମାଂସ ବୋଝେଇ କରି ପଶ୍ଚିମବଙ୍ଗ ରାଜ୍ୟକୁ ଚାଲାଣ କରୁଛନ୍ତି।…

ଦିନକର କାହାଣୀ :ସଭିଏ ଲାଗନ୍ତି ଆପଣାର

ବାହାନଗା, ୧୬।୭(ଡି.ଏନ.ଏ.)-ଏକାକୀ ଚାଲିବାର ସଂକଳ୍ପ ନେଇ ଜୀବନରେ କର୍ମପ୍ରବଣତାକୁ ଆଦରି ନେଇଛନ୍ତି କାଳେନ୍ଦ୍ରୀ ମାଝି (୪୪)। ସରଳ, ସାଦାସିଧା ଓ ମେଳାପି ସ୍ବଭାବର ହୋଇଥିବାରୁ ସମସ୍ତେ ତାଙ୍କୁ ଶ୍ରଦ୍ଧାରେ ଡାକନ୍ତି କାଳି । ପର ଆପଣାର ଭାବ ନାହିଁ। ଅନ୍ୟର ଦୁଃଖସୁଖରେ…

ଚତୁର୍ଦ୍ଧାମୂର୍ତ୍ତିଙ୍କ ସାହାଣମେଲା ଦର୍ଶନ

ବଡବିଲ, ୧୫।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲସ୍ଥିତ ହରିହର ମନ୍ଦିରରେ ସୋମବାର ପୂର୍ବାହ୍ନରେ ଚତୁର୍ଦ୍ଧାମୂର୍ତ୍ତି ରଥରୁ ପହଣ୍ଡି ହୋଇ ନିଳାଦ୍ରୀ ବିଜେ କରିଛନ୍ତି। ରୀତି ନୀତି ଅନୁଯାୟୀ, ଶ୍ରୀ ଜଗନ୍ନାଥ ଓ ମା’ ଲକ୍ଷ୍ମୀ ସାନ୍ତାଣୀଙ୍କ ନିକଟରେ ରସଗୋଲା ଭୋଗ ଲାଗି ହେବା ପରେ…

ଅବ୍ୟବସ୍ଥାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ: ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା, ନିଷେଧାଦେଶ ସତ୍ତ୍ୱେ ହେଉଛି ପାର୍କିଂ

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)- ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା ରହିଛି। ସିକ୍ୟୁରିଟି ଗାର୍ଡମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ୟୁନିଫର୍ମ ପରିଧାନ କରି ଏଣେତେଣେ ଟହଲ ମାରୁଛନ୍ତି। ନୋ ପାର୍କିଂ ଜୋନ୍‌ରେ ସିକ୍ୟୁରିଟି ନିଜେ ଡ୍ୟୁଟି କରୁଥିଲେ ସୁଦ୍ଧା…

ଡ୍ରେନ୍‌ ଭିତରେ ପାନୀୟ ଜଳ ପାଇପ୍‌

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦର ଖପରାଖାଇଠାରୁ ଘସିପୁରା ଗ୍ୟାରେଜ ଛକ ଭିଆଇପି ରୋଡ ପାଇଁ ବିବାଦ ପିଛା ଛାଡୁନି। ନିକଟରେ ସାମାନ୍ୟ ବର୍ଷାରେ ଭିଆଇପି ରୋଡ ଫାଟିବା ଠାରୁ ଆରମ୍ଭ କରି ସାଇଡ୍‌ ଓାଲ୍‌ ସତ୍ତ୍ୱେ ରାସ୍ତା ଧସିବା ଘଟଣାର ଚର୍ଚ୍ଚା ଥମି…

ବିପଦର ସମ୍ମୁଖୀନ ହେଉଛନ୍ତି ସାର୍କ

ବାଲେଶ୍ୱର ଅଫିସ, ୧୫।୭-ବାଲେଶ୍ୱର ନୋସି ବିଜିନେସ୍‌ ପାର୍କର ଉତ୍କଳା ମଞ୍ଚରେ ପାଳିତ ହୋଇଛି ‘ସାର୍କ ଦିବସ’। ସାର୍କ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଉପରେ ଶିକ୍ଷା ଦେବା ଏବଂ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ସାମୁଦ୍ରିକ…

ରୂପ୍‌ସା ଷ୍ଟେଶନରେ ଟିକେଟ କାଉଣ୍ଟର ବନ୍ଦ: ନିରାଶ ହୋଇ ଫେରୁଛନ୍ତି ଯାତ୍ର୍ରୀ, ବିକାଶ ପରିଷଦର ଆନ୍ଦୋଳନ ଚେତାବନୀ

ରୂପ୍‌ସା, ୧୫।୭(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ରୂପ୍‌ସା ରେଳ ଜଙ୍କସନ ଓ ଷ୍ଟେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ଷ୍ଟେଶନରେ ଥିବା ୨ଟି ବୁକିଂ କାଉଣ୍ଟର ମଧ୍ୟରୁ ଗୋଟିଏ ବନ୍ଦ ରଖାଯିବା ଯୋଗୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେବଳ ଗୋଟିଏ…

ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର

ପାଟଣା,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ପୁଟୁଳିଆ ପେଟ୍ରୋଲ ପମ୍ପ ବାଙ୍କ ନିକଟରେ ସୋମବାର ପୂର୍ବାହ୍ନରେ ଏକ ଟ୍ରଲର ଧକ୍କାରେ ଦମ୍ପତି ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କେନ୍ଦୁଝର ଜିଲା…

ଚମ୍ପୁଆରୁ ଝାଡ଼ଖଣ୍ଡକୁ ଚୋରାଚାଲାଣ, କାର୍‌ରୁ ୮୦ କେଜି ଗଞ୍ଜେଇ ଜବତ

କେନ୍ଦୁଝର,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ପୋଲିସ ସୋମବାର ୮୦ କେଜି ଗଞ୍ଜେଇ ଜବତ କରିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଚଢ଼ାଉ କରି ଏକ କାର୍‌ରୁ ଗଞ୍ଜେଇ ଜବତ କରିଥିବା ଜଣାପଡ଼ିଛି। ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି।…

ଘର ଶୁଭ ଦେବା ପୂର୍ବରୁ ଗୃହକର୍ତ୍ତାଙ୍କ ଆତ୍ମହତ୍ୟା

ବାହାନଗା,୧୫।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ୬ ନମ୍ବର ୱାର୍ଡ ପାଳସାହିର ସତ୍ୟବାନ ପାଳ(୫୫) ରବିବାର ରାତିରେ ଘରଠାରୁ ଅଧକିଲୋମିଟର ଦୂର ବାଲିପଦା ବାଡ଼ି ଭିତରେ ଏକ ସିରିଶା ଗଛଡାଳରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇ…

ଚରମ ଅବ୍ୟବସ୍ଥାରେ ସ୍ବାସ୍ଥ୍ୟସେବା

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)- ଅବ୍ୟବସ୍ଥାର ଚରମ ସୀମାରେ ପହଞ୍ଚିଛି ସ୍ବାସ୍ଥ୍ୟସେବା। ଗରିବ ଲୋକମାନଙ୍କ ପାଇଁ ଏହା ଯେମିତି ସାତ ସପନ ପାଲଟିଛି। ଅର୍ଥ ନାହିଁ ତ ଚିକିତ୍ସା ସୁବିଧା ପାଇବାର ହକ୍‌ ନାହିଁ। ଏହିଭଳି ଆଉ ଏକ ଅବହେଳିତ ସ୍ବାସ୍ଥ୍ୟସେବାର ନମୁନା ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?