କୁଲଡ଼ିହାରେ ବନ୍ୟଜନ୍ତୁ ଅସୁରକ୍ଷିତ : ୩ କୁକୁର ଆକ୍ରମଣରେ ହରିଣ ମୃତ
ସଜନାଗଡ଼, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଥିବା କୁଲଡିହା ଅଭୟାରଣ୍ୟରେ ବନ୍ୟପ୍ରାଣୀ ଏବେ ଅସୁରକ୍ଷିତ ହୋଇପଡିଛନ୍ତି। ଶୁକ୍ରବାର କୁଲଡିହା ଅଭୟାରଣ୍ୟ ଅଧୀନ ତଥା ହାତୀଖୁଲିଆ-କୁନ୍ଦୁଡ଼ି ରାସ୍ତାରେ ୩ଟି ବୁଲା କୁକୁର ହରିଣକୁ ଆକ୍ରମଣ କରିଥିଲେ। ହରିଣ ପ୍ରାଣ ବିକଳରେ ଦୌଡୁଥିବା ବେଳେ…
ନଳକୂପରୁ ବାହାରୁଛି ଲୁଣାପାଣି : ପାନୀୟ ଜଳ ପାଇଁ ବିଡିଓଙ୍କୁ ଘେରିଲେ ମହିଳା
ବାସୁଦେବପୁର, ୨୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳିଆଡିଆ ଗ୍ରାମ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ଗ୍ରାମ ସଂଲଗ୍ନ ଅଞ୍ଚଳରେ ମଧୁର ପାନୀୟ ଜଳ…
ବଡ଼ବିଲ କୋର୍ଟରେ ଯୋଗଦେଲେ ନୂତନ ଜେଏମ୍ଏଫ୍ସି
ବଡ଼ବିଲ,୨୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍ କମ୍ ଜେଏମ୍ଏଫ୍ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟରେ ଗତ ୨୩ ତାରିଖରୁ ଖାଲିପଡ଼ିଥିବା ମାଜିଷ୍ଟ୍ରେଟ ପଦବୀ ଶନିବାର ପୂରଣ ହୋଇଛି। ନୂତନ ମାଜିଷ୍ଟ୍ରେଟ ଭାବେ ପତିତପାବନ ପଣ୍ଡା ଯୋଗଦେଇଛନ୍ତି। ସେଥି ନିମନ୍ତେ ବଡ଼ବିଲ…
ରାଜପଥରେ ଜଳିଗଲା ଟ୍ରକ କ୍ୟାବିନ୍ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର
ବଡ଼ବିଲ,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲାର ନାଲଦା ୧୦ ନମ୍ବର ରାଜ୍ୟ ରାଜପଥରେ ଶନିବାର ଅପରାହ୍ନରେ ଏକ ଟ୍ରକର କ୍ୟାବିନ୍ ଜଳିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବେଲକୁଣ୍ଡିଠାରେ ଠିଆ ହୋଇଥିବା ସିଜି ୦୪ ଏମ୍କ୍ୟୁ ୬୩୦୧ ନମ୍ବର ବିଶିଷ୍ଟ ଏକ ୧୪ ଚକିଆ…
ଗୃହ କାର୍ଯ୍ୟାଦେଶ ଆବଣ୍ଟନ ବେଳେ ଉତ୍ତେଜନା: ସରପଞ୍ଚମାନଙ୍କ ଧାରଣା
ଆନନ୍ଦପୁର,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହରେ ଶନିବାର ପୂର୍ବାହ୍ନରେ ଗ୍ରାମାଞ୍ଚଳ ଗୃହ କାର୍ଯ୍ୟାଦେଶ ଆବଣ୍ଟନ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଆନନ୍ଦପୁର ବ୍ଲକ ବିଡିଓ ଶୁଭ୍ରବାଳା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…
ବାଇକ୍ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍, ଜାଣିବା ପରେ ସଜ୍ଞାହୀନ ହେଲେ ବ୍ୟବସାୟୀଙ୍କ ସହଯୋଗୀ
ଢେଙ୍କିକୋଟ,୨୯।୬(ଡି.ଏନ୍.ଏ.): ଢେଙ୍କିକୋଠ ଫାଣ୍ଡି ଅନ୍ତର୍ଗତ ଢେଙ୍କିକୋଟ ସାପ୍ତାହିକ ହାଟରୁ ଶନିବାର ପୂର୍ବାହ୍ନରେ ଜଣେ ବ୍ୟବସାୟୀଙ୍କ ବାଇକ୍ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ ହୋଇଛି। ବ୍ୟବସାୟୀ ମକରନ୍ଦ ସାହୁ ତାଙ୍କ ସହଯୋଗୀ ଟଙ୍କଧର ମହାନ୍ତଙ୍କୁ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶାଖାରୁ ୩ଲକ୍ଷ…
ପରିବା କିଣିବାକୁ ଆସି ହାଇଓ୍ବା ତଳେ ଜୀବନ ଗଲା
ଭଦ୍ରକ ଅଫିସ,୨୯।୬: ଭଦ୍ରକ ବାଇପାସ୍ ବଜାରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ସହର ଗୋପବନ୍ଧୁ ନଗରର କାଳନ୍ଦୀ ପାତ୍ର। କାଳନ୍ଦୀ ପରିବା କିଣିବା ଲାଗି ବଜାରକୁ ଆସିଥିବା ବେଳେ ସେହି…
ଶୋଇଥିବା ବେଳେ ମସାରି ସହ ଶିଶୁପୁତ୍ରକୁ କାମୁଡ଼ି ନେଲା ଶିଆଳ: ଗୁରୁତର ଅବସ୍ଥାରେ ଉଦ୍ଧାର, ଭଦ୍ରକ ମେଡିକାଲରେ ଚାଲିଛି ଚିକିତ୍ସା
ଭଦ୍ରକ ଅଫିସ,୨୯।୬: ଶିଆଳ କାମୁଡ଼ାରେ ଶନିବାର ଜଣେ ଚାରି ମାସର ଶିଶୁପୁତ୍ର ଗୁରୁତର ହୋଇଛି। ସେ ହେଲେ ବାସୁଦେବପୁର ପୌରପାଳିକା ବାଲିନଗର ଗ୍ରାମର ବଳରାମ ଗିରୀଙ୍କ ପୁଅ ଅମିତ। ସକାଳେ ଅମିତ ଘରେ ଶୋଇଥିବା ବେଳେ ହଠାତ୍ ଏକ ଶିଆଳ ଘରେ…
ସମିତିକୁ ଧାନଦେଇ ପ୍ରାପ୍ୟ ପାଉନାହାନ୍ତି ଚାଷୀ: ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ
ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ ମାର୍ଚ୍ଚ ମାସରେ ଧାନ ବିକିଛନ୍ତି। କିନ୍ତୁ ଏ ପର୍ଯ୍ୟନ୍ତ ପ୍ରାପ୍ୟ ପାଇନାହାନ୍ତି। ଏ ନେଇ…
ଯୋଡ଼ା ନାବାଳିକା ଗଣବଳାତ୍କାର ଘଟଣା:‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅ’
କେନ୍ଦୁଝର,୨୯।୬ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ପଣସଗୋଡ଼ା ଅଞ୍ଚଳରେ ନାବାଳିକା ଗଣବଳତ୍କାର ଘଟଣା ନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତନାଘନା ଚଳାଇଛନ୍ତି। ଆୟୋଗର ସଦସ୍ୟା ଡଃ ଗୀତାଞ୍ଜଳି ବସ୍ତିଆ ଓ ଦିବା ଶାସ୍ବତୀ ଶୁକ୍ରବାର ଯୋଡ଼ା…
ତେଜିଲା ମହିଳାଙ୍କ ମଦ ବିରୋଧି ଅଭିଯାନ
ଯୋଡ଼ା, ୨୯।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ଚୋରାମଦର ପ୍ରସାର ଘଟି ଚାଲିଛି। ଏହି ଜିଲାର ଖଣିଖାଦନା ଭରା ଯୋଡା ଅଞ୍ଚଳରେ ମଧ୍ୟ ଚୋରାମଦର ପ୍ରସାର ଘଟିଥିବାରୁ ବିଭିନ୍ନ ସମୟର ଅପରାଧ ଘଟଣା ସାଙ୍ଗକୁ ପାରିବାରିକ ହିଂସା…
ଆଗରପଡ଼ାରେ ଗଁ।ମୁହଁ। ହାତୀ
ବନ୍ତ, ୨୯।୬ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଏକ ମାସରୁ ଊର୍ଦ୍ଧ୍ୱ ହେବ କେନ୍ଦୁଝର ଜିଲା ହଦଗଡ ହସ୍ତୀ ଅଭୟାରଣ୍ୟରୁ ଗୋଟିଏ ଦନ୍ତାହାତୀ ସମେତ ୩ଟି ହାତୀ ଚାଲି ଆସି ଆଗରପଡ଼ା…
Archives


