ବାଲେଶ୍ୱର

ଗାଡ଼ି ଧକ୍କାରେ ଯୁବ ଇଞ୍ଜିନିୟର ମୃତ : ଉତ୍ତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

କେନ୍ଦୁଝର/ପାଟଣା,୧୩ା୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ତୁରମୁଙ୍ଗା ରେଙ୍ଗାଳବେଡା ନିକଟରେ ଏକ ଗାଡି ଧକ୍କାରେ ଯୁବ ଇଞ୍ଜିନିୟର ସଂଗ୍ରାମ କେଶରୀ ସାହୁଙ୍କର ମୃତ୍ୟୁ ହୋଇଛି। ନୟାଗଡ ବ୍ଲକ ଝୁମ୍ପୁରା ନିକଟ ପଟ୍ଟନାୟକ ପୁରଣାପାଣିସ୍ଥିତ ଷ୍ଟିଲରେ ସେ କାର୍ଯ୍ୟରତ ଥିଲେ। ଶନିବାର ରାତିରେ ଡ୍ୟୁଟି ସାରି…

ଋଣ ଦେବା ନାଁରେ ୫ ଲକ୍ଷ ଠକେଇ : କମ୍ପାନୀ ମାଲିକଙ୍କୁ ପୋଲିସ ଜିମାଦେଲେ ଜମାକାରୀ

ତିହିଡ଼ି, ୧୩।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବିଭିନ୍ନ ଗ୍ରାମର ୩୯ ସ୍ବୟଂସହାୟକ ଗୋଷ୍ଠୀକୁ ଋଣ ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଶନିବାର ତିହିଡ଼ି ଥାନାରେ ଅଭିଯୋଗ କରାଯାଇଛି। ଧାମନଗର ବ୍ଲକ ଧୂଷୁରୀ…

ଏମିତି ଚାଲିଛି ସ୍ବାସ୍ଥ୍ୟସେବା: ୪ଘଣ୍ଟା ଯାଏ ଆସିଲାନି ଆମ୍ବୁଲାନ୍ସ, ଦୁର୍ଘଟଣାରେ ଯୁବକ ଗୁରୁତର

ଆନନ୍ଦପୁର,୧୩।୭(ସ୍ବ.ପ୍ର.)-ରାଜ୍ୟରେ ସ୍ବାସ୍ଥ୍ୟସେବା ଦିନକୁ ଦିନ ବିଗିଡିବାରେ ଲାଗିଛି। କେଉଁଠି ଆମ୍ବୁଲାନ୍ସ ପହଞ୍ଚିି ନ ପାରି ଅଧା ରାସ୍ତାରେ ପ୍ରସୂତି ପ୍ରସବ କରୁଛନ୍ତି ତ କେଉଁଠି ଖଟିଆରେ କିମ୍ବା ଅନ୍ୟ କୌଣସି ଉପାୟରେ ରୋଗୀମାନଙ୍କୁ ଡାକ୍ତରଖାନାକୁ ନିଆଯାଉଥିବାର ଘଟଣା ଅନେକ ସମୟରେ ଖବରକାଗଜ…

ଏଟିଏମ୍‌ ଲୁଟ୍‌, ଘସିପୁରା ଥାନାରେ ଅଭିଯୋଗ

ଆନନ୍ଦପୁର,୧୩।୭(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡା ବାଇପାସ୍‌ ଛକ ନିକଟରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାର ଏକ ଏଟିଏମ୍‌ କାଉଣ୍ଟରରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଶାଖା ପରିଚାଳକ ଗଙ୍ଗାଧର…

ଦୁଇ ନାବାଳିକାଙ୍କ ସଲିଳ ସମାଧି

ହାଟଡିହୀ,୧୩।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ମଧୁବନ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି ା ଗ୍ରାମର ଦୁଇ ନାବାଳିକାଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସୁରେଶ ମହାକୁଡ଼ଙ୍କ ଝିଅ ଅନିତା(୮) ଓ ଅଭିମନ୍ୟୁ…

ଶଟର ଭାଙ୍ଗି ଗହଣା ଦୋକାନରେ ଚୋରି

ନୀଳଗିରି,୧୩।୭(ଡି.ଏନ.ଏ.): ନୀଳଗିରି ଥାନା ଅଧୀନ ସନ୍ତରାଗଡିଆ ବଜାରରେ ନ୍ୟୁ ନାରାୟଣ ଜୁଏଲାରି ଦୋକାନରୁ ଲୁଟ୍‌ ହୋଇଛି। ଶୁକ୍ରବାର ବିଳମ୍ବତି ରାତିରେ କେହି ଦୁର୍ବୃତ୍ତ ଶଟର ଭାଙ୍ଗି ରୁପା ଅଳଙ୍କାର ସବୁ ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧୫ହଜାର…

ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ କ୍ଷୀର ଢ଼ାଳି ପ୍ରତିବାଦ କଲେ ଚାଷୀ

ବାସୁଦେବପୁର,୧୩।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ସ୍ଥିତ ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ ଶନିବାର ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ରାତିରେ ମଧ୍ୟ ଚାଷୀମାନେ କ୍ଷୀର ଢ଼ାଳି ପ୍ରତିବାଦ ପଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଦୁଗ୍ଧ ଶୀତଳିକରଣ ଭଣ୍ଡାର ପକ୍ଷରୁ ବିଭିନ୍ନ…

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ: କ୍ଷତି ପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାଜପଥ ଅବରୋଧ

ପାଟଣା,୧୩।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ମୁରୁସୁଆଁ ଗାଁର…

ମିଳୁନି ଧାନ ବିକ୍ରି ଟଙ୍କା:ବିଷ ବୋତଲ ଧରି ଧାରଣାରେ ଚାଷୀ

ପଦ୍ମପୁର, ୧୩।୭(ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ସେବା ସମବାୟ ସମିତିରେ ଧାନବିକ୍ରି କରି ୬ ମାସ ହେଲା ଟଙ୍କା ପାଇନାହାନ୍ତି ଚାଷୀ। ଏହାର ପ୍ରତିବାଦରେ ଚାଷୀମାନେ ବିଷ ବୋତଲ ଧରି ଗୁରୁବାରଠାରୁ ସେବା ସମବାୟ ସମିତି…

ଦରକାର ବେଳେ ଖୋଜା, ପରେ ଅଲୋଡ଼ା

ଭଣ୍ଡାରିପୋଖରୀ, ୧୩।୭(ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବନ୍ୟା ପ୍ଲାବିତ ଅଞ୍ଚଳ। ବୈତରଣୀ ନଦୀରେ ବନ୍ୟା ଆସିଲେ ବ୍ଲକର ବହୁ ଅଞ୍ଚଳ ଜଳମଗ୍ନ ହୋଇପଡ଼େ। ବୈତରଣୀ ଅବବାହିକାରେ ଥିବା ନଈନାଳ ଘେରା ଏହି ଅଞ୍ଚଳରେ ପ୍ରତ୍ୟେକ ବର୍ଷ ବନ୍ୟା ବିପର୍ଯ୍ୟୟ…

ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ: ୧୧ ଆହତ

ଖଇରା, ୧୩ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଦାନ୍ତିଆ ଛକ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପୋଲିସ କର୍ମଚାରୀ ଥିବା ବେଳେ ୨ଜଣ ସାଇକେଲ ଆରୋହୀ, ଅନ୍ୟ ୪ଜଣ…

ବ୍ୟାଙ୍କ ଡକାୟତି ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଶ୍ରୀରାମପୁର ଶାଖାରୁ ଗୁରୁବାର ୩୨ଲକ୍ଷ ୪୨ହଜାର ଟଙ୍କା ଡକାୟତି ହୋଇଥିବା ଫିଲ୍‌ଡ଼ ଅଫିସର ଲିଙ୍ଗରାଜ ସାହୁ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?