ଅଶାନ୍ତ ବାଲେଶ୍ୱର: ପୁଣି ବଢିଲା କର୍ଫ୍ୟୁ ଅବଧି
ବାଲେଶ୍ୱର,୧୮।୬(ମାନସ ବିଶ୍ବାଳ ): ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ସହରରେ କର୍ଫ୍ୟୁ ଅବଧି ବଢାଯାଇଛି। ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା...
ବାଲେଶ୍ୱର ସହରରେ କର୍ଫ୍ୟୁ ଜାରି: ଘରୁ ନ ବାହାରିବାକୁ ନିର୍ଦ୍ଦେଶ ଦେଲା ଜିଲା ପ୍ରଶାସନ
ବାଲେଶ୍ୱର ଅଫିସ,୧୮।୬ (ମାନସ ବିଶ୍ବାଳ ): ଅଶାନ୍ତ ବାଲେଶ୍ୱର ସହର। ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ବାଲେଶର ପୌରାଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। ୧୭ତାରିଖ ରାତ୍ରି ୧୨ରୁ ୧୮ତାରିଖ ରାତି ୧୨ଟା ପର୍ୟ୍ୟନ୍ତ ଏହା...
ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି
ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା ସୁନହଟ ଅଞ୍ଚଳର ଲୋକେ ନିକଟସ୍ଥ ଏକ ସ୍କୁଲ ପଛପଟେ ଗୋରୁ କଟା ଯାଉଥିବାର...
ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ
ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ ସହର ଓ ବ୍ଲକ ଅଧୀନ ସମସ୍ତ ପଞ୍ଚାୟତର କର୍ମକର୍ତ୍ତା ଯୋଗ ଦେଇଥିଲେ। ବୈଠକରେ...
ବାଲେଶ୍ୱର ଜିଲା ଚିକିତ୍ସାଳୟରୁ ଶିଶୁ ଚୋରି କରି ଗିରଫ ହେଲେ ମହିଳା
ବାଲେଶ୍ୱର,୧୦ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗତ ଶନିବାର ଜନ୍ମର ମାତ୍ର ୮ ଘଣ୍ଟା ପରେ ଏକ ଶିଶୁପୁତ୍ରକୁ ଚୋରି ହେବା ଘଟଣାରେ ବାଲେଶର ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ସିସିଟିଭି ଫୁଟେଜ ତଥା ଗୋଇନ୍ଦା ସୂଚନା...
ମେଡିକାଲରୁ ଚୋରି ନବଜାତ ଉଦ୍ଧାର
ବାଲେଶ୍ୱର,୧୦ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଚୋରି ହୋଇଥିବା ନବଜାତ ଉଦ୍ଧାର ହୋଇଛି। ଜଳେଶ୍ୱର ଅଞ୍ଚଳରୁ ନବଜାତ ପୁତ୍ରକୁ ପୋଲିସ ଉଦ୍ଧାର କରିଛି। ନବଜାତକୁ ଚୋରି କରିଥିବା ମହିଳାଙ୍କ ସମେତ ଆଶା କର୍ମୀ ଅଟକ ରହିଛନ୍ତି। ସୂଚନା ଅନୁଯାୟୀ,...
କୋଇଲା ଟ୍ରେନ୍ରେ ଲାଗିଲା ନିଆଁ
ସୋର,୮ା୬: ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଶନିବାର ଏକ କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଛି। ଟ୍ରେନ୍ର ଦୁଇଟି ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ତାଳଚେରରୁ ଝାଡ଼ଖଣ୍ଡ...
ବାଘ ଆକ୍ରମଣରେ ୪ ଗୁରୁତର, ଗଡ଼ ଗାଁରେ ଆତଙ୍କ
ଖଇରା,୮ା୬(ଉତ୍କଳବନ୍ଧୁ ପଣ୍ଡା): ଶନିବାର ଅପରାହ୍ନରେ ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ ଅଧୀନ ଗଡ଼ ଗ୍ରାମରେ ଏକ ବାଘ ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି। ମହିଳା ଜଣକ ହେଲେ ଗ୍ରାମର ଗଣନାଥ ନାୟକଙ୍କ...
ପୁଣି ଆକାଶରେ ଶୁଭିଲା ପ୍ରଚଣ୍ଡ ଶବ୍ଦ: ଲୋକେ ଭୟଭୀତ
ବାଲେଶ୍ୱର/ଭଦ୍ରକ,୭।୬: ବାଲେଶ୍ୱର ଓ ଭଦ୍ରକ ଜିଲାରେ ପୁଣି ଶୁକ୍ରବାର ସକାଳୁ ହଠାତ୍ ପ୍ରଚଣ୍ଡ ଶବ୍ଦ ଶୁଭିଛି। ପ୍ରଚଣ୍ଡ ଶବ୍ଦ ପରେ ଥରି ଉଠିଛି ଆଖପାଖ ଅଞ୍ଚଳ। ଏହି ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଛନ୍ତି। ଏହାପୂର୍ବରୁ ଗୁରୁବାର ମଧ୍ୟ...
ବାଲେଶ୍ବର, ଭଦ୍ରକରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ
ଭୁବନେଶ୍ୱର,୬।୬: ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ। ୧ ମିନିଟ୍ରେ ୨ରୁ ୩ ଥର ପ୍ରଚଣ୍ଡ ଶବ୍ଦ ଶୁଭିଛି। ଯାହାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ପ୍ରଚଣ୍ଡ ଶବ୍ଦ କେଉଁଠାରୁ ଶୁଭିଲା ସେନେଇ କୌଣସି ସୂଚନା...
ଓଲଟିଲା ଚିପ୍ସ ବୋଝେଇ ଡମ୍ପର: ଚାଲିଗଲା ୨ ଜୀବନ
ଜଳେଶ୍ୱର,୫।୬: ଜଳେଶ୍ୱର ବ୍ଲକ ଅଧିନ ଆମ୍ବଳିଅଠା ନିକଟ ସୋଲପଟା ରାସ୍ତା କଡରେ ଥିବା ଏକ ଘର ଉପରେ ମେଟାଲ ବୋଝେଇ ଡମ୍ପର ଓଲଟି ଯାଇଥିଲା। ଘର ଭିତରେ ଶୋଇଥିବା ସୁଧୀର ଜେନା (୫୬) ଓ ସ୍ତ୍ରୀ ଗୀତାରାଣୀ ଜେନା(୫୩) ମେଟାଲ...
ବାଲେଶ୍ୱରରେ ପ୍ରତାପ ଷଡଙ୍ଗୀ ଆଗୁଆ, ପଛରେ ପଡିଲେ ଶ୍ରୀକାନ୍ତ-ଲେଖାଶ୍ରୀ
ଭୁବନେଶ୍ୱର,୪।୬: ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଭାଜପା ଆଗରେ ଥିବା ବେଳେ ପଛରେ ପଡି ଯାଇଛି ବିଜେଡି ଓ କଂଗ୍ରେସ। ସେହିପରି ବାଲେଶ୍ୱରରେ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ଆଗରେ ଥିବା ବେଳେ...
Archives


