ବାଲେଶ୍ୱର

ଟ୍ରକ ଓଲଟି ଚାଳକ ମୃତ

କେନ୍ଦୁଝର, ୧୬ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଠି ସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିରେ ଏକ ଟ୍ରକ ଓଲଟି ପଡିବାରୁ ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ  ସାଗର ଦେହୁରୀ (୩୧)। ଖଣିରୁ ଲୁହାପଥର ଲୋଡିଂ ହିଲଟପ ଉପରୁ ତଳକୁ...

ଖରା ତାତି ସାଙ୍ଗକୁ ବଢ଼ୁଛି ଜଳକଷ୍ଟ

କେନ୍ଦୁଝର, ୧୬ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଏକ ପାହାଡିଆ ଜିଲା ଭାବେ ପରିଗଣିତ ହେଉଥିବାବେଳେ ଜିଲାରେ ଥିବା  ଅନେକ ଗ୍ରାମରେ ଏବେ ପାନୀୟଜଳ ସମସ୍ୟା ଉକତ୍ଟ ରୂପ ଧାରଣ କରିଛି। ଅନେକ ସ୍ଥାନରେ କୂଅପୋଖରୀ, ଜଳାଶୟ ଆଦି ଶୁଖିଯାଇ ପାଣି ଟୋପାଏ...

ବିବାହ ଚତୃର୍ଥୀ ଭୋଜିରେ ବଜ୍ରପାତ : ବର ମୃତ, ମହିଳାଙ୍କ ସମେତ ୪ ଗୁରୁତର

ଆନନ୍ଦପୁର,୧୬।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି ା ବିବାହ ଚତୁର୍ଥୀ ଭୋଜି ଚାଲି ଥିବାବେଳେ ବଜ୍ରପାତ ଘଟି ବରର ମୃତ୍ୟୁ ଘଟିଛି।  ଜଣେ ମହିଳାଙ୍କ ସମେତ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ...

ଆରଡ଼ିରେ ଶିବବିବାହ ମହୋତ୍ସବ ପ୍ରସ୍ତୁତି: ଜୁନ୍‌ ୬ରେ ମଙ୍ଗଳକୃତ୍ୟ, ୭ରେ ବିବାହ

ଭଦ୍ରକ ଅଫିସ, ୧୬।୫ – ଭଦ୍ରକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ବୁଧବାର ସନ୍ଧ୍ୟାରେ ପ୍ରସିଦ୍ଧ ଶୈବପୀଠ ଆରଡ଼ି ଧାମର ବାବା ଆଖଣ୍ଡଳମଣିଙ୍କ ବିବାହ ମହୋତ୍ସବ ପାଇଁ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସ ଏଥିରେ...

ଐତିହ୍ୟର ସ୍ମୃତି ଏଠି ଅଲୋଡ଼ା

ଚାନ୍ଦବାଲି,୧୬।୫(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରାଚୀନ ବନ୍ଦର ନଗରୀ ଚାନ୍ଦବାଲିରେ ଇଂରେଜ ଅମଳର ଅନେକ ସ୍ମାରକୀ ରହିଛି। ଏଭଳି ଐତିହ୍ୟକୁ ନେଇ ଅଞ୍ଚଳବାସୀ ଗର୍ବ ଅନୁଭବ କରୁଥିଲେ ମଧ୍ୟ ଏହାର ଗୌରବ କ୍ରମେ କିଭଳି ଅଲୋଡ଼ା ହୋଇଯାଉଛି, ତାହାର ଏକ ନଜିର ପିଲିଗ୍ରୀମ...

ସଧବା ପାଉଛନ୍ତି ବିଧବା ଭତ୍ତା : ଯୁବକ ହାତଉଛନ୍ତି ବାର୍ତ୍ତକ୍ୟ ଭତ୍ତା, କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ,୧୫ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ୩୧ଟି ପଞ୍ଚାୟତ ମଧ୍ୟରୁ ଅଧିକାଂଶରେ ଆଜକୁ ୯ବର୍ଷରୁ ଊର୍ଦ୍ଧ୍ୱ ହେବ କିଛି ସଧବା ମିଛ ପ୍ରମାଣପତ୍ର ଦର୍ଶାଇ ବିଧବା ଭତ୍ତା ନେଉଥିବାବେଳେ କେତେକ ଯୁବକ ବାର୍ଦ୍ଧକ୍ୟ ଭତ୍ତା ନେଉଥିବା ଅଭିଯୋଗ ହେଉଛି।...

ବିସ୍ଥାପିତଙ୍କ ପାଇଁ ନିର୍ମିତ ବାସଗୃହର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ହାଟଡିହୀ,୧୫ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନାଞ୍ଚଳଟି ହସ୍ତୀ ଅଭୟାରଣ୍ୟ ଘୋଷିତ ହେବା ପରେ ୧୯୬୦ ମସିହାରେ ହଦଗଡ଼ ଡ୍ୟାମ ନିିର୍ମାଣ ପାଇଁ ଶହ ଶହ ପରିବାରଙ୍କୁ ପ୍ରଶାସନ ସୁଦୂର ଜଙ୍ଗଲ ମଧ୍ୟରେ ଥଇଥାନ କରିଥିଲା। ଉକ୍ତ...

ମନ୍ଥର ଗତିରେ ଚାଲିଛି ବୁଢ଼ାବଳଙ୍ଗ ପୋଲ ନିର୍ମାଣ କାର୍ଯ୍ୟ : ନିମ୍ନମାନର ଅଭିଯୋଗ, ବିଭାଗୀୟ ଯନ୍ତ୍ରୀଙ୍କ ଅବହେଳା

ବାରିପଦା ଅଫିସ, ୧୫ା୫ : ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ବାରିପଦା ସହର ବୁଢ଼ାବଳଙ୍ଗ ନଦୀରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲିଛି।  ଗତ ୨୦୧୬ ଅକ୍ଟୋବର ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଳିଆପଦା ଗସ୍ତରେ ଆସିଥିଲେ।...

ଆସନ୍ତା ୧୯ରେ ମୟୂରଭଞ୍ଜର ୫ ବୁଥ୍‌ରେ ହେବ ସାନି ମତଦାନ

ବାରିପଦା ଅଫିସ,୧୫।୫: ମୟୂରଭଞ୍ଜ ଜିଲାରେ ଆସନ୍ତା ୧୯ ତାରିଖରେ ହେବ ସାନି ମତଦାନ। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୪ ବୁଥ ଓ ବଙ୍ଗରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀର ଗୋଟିଏ ବୁଥରେ ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ଜିଲା ନିର୍ବାଚନ ଅଧିକାରୀ...

ପାନୀୟ ଜଳ ପାଇଁ ଯିବାକୁ ପଡ଼ୁଛି ୧ କି.ମି.

ଚମ୍ପୁଆ, ୧୫ା୫(ଡି.ଏନ.ଏ): ଚମ୍ପୁଆ ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ପଞ୍ଚାୟତ ମଝିସାହି ବାସିନ୍ଦାଙ୍କ ପାଇଁ ବଇରୀ ସାଜିଛି ଗାଁ ନଳକୂପ। ପାନୀୟ ଜଳ ପାଇଁ ପ୍ରାୟ ୧ କି.ମି. ଦୂର ଯାଇ ସଂଗ୍ରହ କରିବାକୁ ପଡୁଛି। ପାରଦ ୪୨ ଡିଗ୍ରୀ ଛୁଇଁଥିବା...

ଖରାଦିନ ହେଲେ ମନେ ପଡେ ତାଳସଜର ମଜା

କେନ୍ଦୁଝର, ୧୫ା୫(ଡି.ଏନ୍‌.ଏ.)-ଖରାଦିନ ଆସିଗଲେ କେନ୍ଦୁଝରରେ ପ୍ରତିବର୍ଷ ପରି ବାହାର ବ୍ୟବସାୟୀମାନେ ଆସି ରାସ୍ତାକଡରେ ତାଳସଜର ପସରା ମେଲି ବ୍ୟବସାୟ କରି ବେଶ କିଛି ରୋଜଗାର କରିଥାନ୍ତି। ଖରାଦିନ ଫଳ ତରଭୂଜ, ପଇଡ, ଆମ୍ବର ଚାହିଦା ସହିତ ତାଳସଜର ଚାହିଦା ମଧ୍ୟ...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା: ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ, ଦଲାଲ ଗିରଫ

ବଡବିଲ, ୧୫।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ନାବାଳିକା ଚାଲାଣ ର଼୍ୟାକେଟ୍‌ କିଭଳି ସକ୍ରିୟ ରହିଛି ତାହାର ଏକ ନଜିର ପଦାକୁ ଆସିଛି। ବଲାଣୀ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପ୍ରତାରଣା କରି ର଼୍ୟାକେଟ୍‌ରେ ସମ୍ପୃକ୍ତ ଏକ ଦମ୍ପତି ତାଙ୍କୁ ଦିଲ୍ଲୀ ଚାଲାଣ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri