ବାଲେଶ୍ୱର

ସ୍କୁଲ ବସ୍‌ ପଛକୁ ଧକ୍କା ଦେଲା ଆଇରନ୍‌ ବୋଝେଇ ଟ୍ରକ : ଅଳ୍ପକେ ବର୍ତ୍ତିଲେ ୧୮ ଛାତ୍ରୀଛାତ୍ର

ଆନନ୍ଦପୁର,୭।୭(ସ୍ବ.ପ୍ର.)-ଶନିବାର ଏକ ବଡ଼ ଦୁର୍ଘଟଣାରୁ ୧୮ ଜଣ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଗୋହିରାଠାରେ ଥିବା ଏକ ଘରୋଇ ଇଂଲିଶ ମାଧ୍ୟମିକ ବିଦ୍ୟାଳୟର ସ୍କୁଲ ବସ୍‌ ପଛକୁ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କା ଦେଇଥିଲା…

ଭିତ୍ତିଭୂମି ଥାଇ ମାନ୍ୟତା ପାଉନି ଜଳପ୍ରପାତ

କେନ୍ଦୁଝର, ୭ା୭ (ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶରେ ପର୍ଯ୍ୟଟନର ବିକାଶ କରି ବହୁ ଦେଶ, ରାଜ୍ୟ ସମୃଦ୍ଧ ହୋଇଥିବା ବେଳେ କେନ୍ଦୁଝର ଜିଲାରେ ଥିବା ସୌନ୍ଦର୍ଯ୍ୟମୟ ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ଗୁଡିକର ବିକାଶ କରାଯାଉନଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଭୌଗୋଳିକ ଦୃଷ୍ଟି କୋଣରୁ…

ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ପାଣି

ଭଦ୍ରକ ଅଫିସ, ୭।୭ – ଭଦ୍ରକ ଉପକଣ୍ଠ ବରପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷାପାଣି ପଶିଛି। ଏବେ ଆଣ୍ଠୁଏ ଲେଖାଏ ପାଣି ଜମି ରହିଛି। ଏହି କାରଣରୁ ସ୍ବାସ୍ଥ୍ୟସେବା ପାଇଁ ଆସୁଥିବା ରୋଗୀ ନାନା ଅସୁବିଧା ଭୋଗୁଛନ୍ତି। ଏଠାରୁ ଜଳ ନିଷ୍କାସନ ସକାଶେ…

ପରୀକ୍ଷାଫଳ ନ ବାହାରିବା ପ୍ରତିବାଦରେ ଘେରାଉ

ବାରିପଦା ଅଫିସ,୭ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଶ୍ରୀମା ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ଭୋକେସନାଲ ପରୀକ୍ଷା ଦେଇଥିବା ୨୪ ଜଣ ଛାତ୍ରୀଙ୍କ ପରୀକ୍ଷା ଫଳ ଏଯାଏ ବାହାରି ନାହିଁ। ଦୁଇ ଜଣ ଛାତ୍ରୀ ଅନୁପସ୍ଥିତ ଥିବା ଦର୍ଶାଯାଉଥିବା ବେଳେ ଅନ୍ୟମାନଙ୍କ…

ରଥଯାତ୍ରା ଭିଡ଼ ବେଳେ ଚୋରି, ୨ ଗିରଫ

ବାରିପଦା ଅଫିସ,୭ା୭- ବାରିପଦାରେ ଶନିବାର ରଥ ଟଣାଯିବା ବେଳେ ଭିଡର ସୁଯୋଗ ନେଇ ମୋବାଲ ଓ ପର୍ସ ଆଦି ଚୋରି କରିବା ଘଯଣାରେ ୨ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ଏଥିସହ ଜଣେ ନାବାଳକଙ୍କୁ ବାରିପଦା ଟାଉନ ଥାନା ପୋଲିସ…

ରଙ୍ଗୋଲିରେ ଜଗନ୍ନାଥ

ବାଲେଶ୍ୱର ଅଫିସ, ୬।୭: ବାଲେଶ୍ୱର ଜିଲା ରେମୁଣା ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀଗୁଣ୍ଡିଚା ମନ୍ଦିର ମେଳାପଡ଼ିଆରେ ରଥ ଉତ୍ସବର ଦ୍ୱିତୀୟ ଦିନରେ ଶନିବାର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରସ୍ଥିତ…

ନାବାଳିକାଙ୍କୁ ଅପହରଣ ମାମଲା : ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୬।୭: ଏକ ନାବାଳିକା ଅପହରଣ ମାମଲାର ବିଚାର କରି ଶନିବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ପୋକ୍ସୋ ଆକ୍ଟରେ ୧୦ବର୍ଷ ଜେଲଦଣ୍ଡ ସହ ୧୦ହଜାର ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ…

ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ

ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ ଗତ ଶୁକ୍ରବାର ପୋଲିସ ଗିରଫ କରି ବାଙ୍ଗାଲୋର ପୋଲିସକୁ ହସ୍ତାନ୍ତର କରିଛି। ପୋଲିସ ସୂଚନା…

ଘର ଉପରକୁ ଢଳିପଡ଼ିଛି ୧୧ କେଭି ବିଦ୍ୟୁତତାର, ସ୍ଥାନାନ୍ତର ଦାବି

ଆନନ୍ଦପୁର,୬ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତ ଅର୍ଜୁନବଣିଆ ଗ୍ରାମର ଗୋଟିଏ ପରିବାରର ୫ ପ୍ରାଣୀ କୁଟୁମ୍ବ ଏବେ ଭୟ ଆଶଙ୍କା ମଧ୍ୟରେ ଜୀବନ ଅତିବାହିତ କରୁଥିବା ଦୃଷ୍ଟିକୁ ଆସିଛି। ଗ୍ରାମର ଜଇ ନାଇକଙ୍କ ଘର ନିକଟ ଦେଇ ୧୧…

ଫକୀରମୋହନଙ୍କ ଫଟୋ ଥିବା ଡାକ ଟିକଟ ଉନ୍ମୋଚିତ

ବାଲେଶ୍ୱର ଅଫିସ,୬ା୭: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଫକୀରମୋହନଙ୍କ ଫଟୋ ଥିବା ଡାକ ଟିକଟ ଉନ୍ମୋଚିତ କରିଛନ୍ତି। ଶନିବାର ମଧ୍ୟାହ୍ନରେ ମହାବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍ସବକୁ ମନ୍ତ୍ରୀ ଷଡ଼ଙ୍ଗୀ…

କେନ୍ଦୁଝର ସଦରଥାନା ଅଞ୍ଚଳରେ ଟ୍ରକ୍‌-ହାଇଓ୍ବା ଦୁର୍ଘଟଣା: ଜଣେ ମୃତ

କେନ୍ଦୁଝର:୬।୭ (ସ୍ବ.ପ୍ର.): କେନ୍ଦୁଝର ସଦରଥାନା ଅନ୍ତର୍ଗତ ବାଲିଆ ଗୋଡ଼ା ଛକ ନିକଟରେ ଶନିବାର ସକାଳ ପ୍ରାୟ ୬ଟାରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଇରନ ବୋଝେଇ ଟ୍ରକ(ଓଡି-୦୪-ଏଚ୪୩୧୩) ଯୋଡ଼ା ଆଡୁ ଆସୁଥିବା ବେଳେ ବାଲିଆ ଗୋଡ଼ା ଛକ ନିକଟରେ ଏକ ହାଇୱାକୁ…

ବାରଣ୍ଡାରେ ମଧ୍ୟାହ୍ନଭୋଜନ ରୋଷେଇ

ବନ୍ତ, ୬।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ଅଧିକାଂଶ ସ୍କୁଲରେ ରୋଷେଇ ଘର ନ ଥିବାବେଳେ ଆଉ କେତେକ ସ୍କୁଲରେ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତି ବାରଣ୍ଡାରେ ହେଉଥିବା ଦେଖାଯାଇଛି। ଏଭଳି ଅବ୍ୟବସ୍ଥା ନେଇ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?