ଅସରାଏ ବର୍ଷାରେ ଅବସ୍ଥା ବେହାଲ
ବାସୁଦେବପୁର, ୨୩।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ସହର ପୌରପାଳିକାର ମାନ୍ୟତା ଲାଭ କରିଥିଲେ ମଧ୍ୟ ସହରବାସୀଙ୍କ ସର୍ବନିମ୍ନ ସମସ୍ୟା ସମାଧାନ ହୋଇପାରୁ ନାହିଁ। ଏ ଦିଗରେ ପୌରପାଳିକା ଧ୍ୟାନ ଦେଉ ନ ଥିବା ସହରବାସୀ ଅଭିଯୋଗ କରି ଅସନ୍ତୋଷ…
ଦିନ ଦ୍ୱିପ୍ରହରେ ୫ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍
କୁଳିଅଣା,୨୩।୬ (ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବଜାରରେ ଥିବା ମା’ ତାରିଣୀ ଜୁଏଲର୍ସ ଦୋକାନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍ ହୋଇଛି। ଶନିବାର ଅପରାହ୍ନରେ ୨ ଜଣ ଲୁଟେରା ଗ୍ରାହକ ବେଶରେ ଆସି ଦୋକାନୀଙ୍କୁ ଡେଉଁରିଆ ମାଗିଥିଲେ। ସେମାନେ…
ନାବାଳିକାଙ୍କୁ ସିନ୍ଦୂର ପିନ୍ଧାଇ ୪ ଗିରଫ
କୁଳିଅଣା, ୨୩।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅନ୍ତର୍ଗତ କେଉଟୁଣୀମାରି ପଞ୍ଚାୟତ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳ ପୂର୍ବକ ବିବାହ କରିବା ଲାଗି ତାଙ୍କ ମଥାରେ ସିନ୍ଦୂର ଲଗାଇବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଓ ତାଙ୍କର ୩ ସହଯୋଗୀଙ୍କୁ ଗିରଫ…
ନଦୀ ଖୋଳା, ପୋଲ ନିର୍ମାଣରେ ଅନିୟମିତତା
ଖଇରା, ୨୩।୬(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୋଚିଆକୋଇଲି ଦେଇ ଯାଇଥିବା ଢଙ୍କଣ ନଦୀ ଖୋଳା ଓ ଅନ୍ୟ ୩ ପୋଲ ନିର୍ମାଣରେ ଅନିୟମତତା ହୋଇଥିବା ନେଇ ନଦୀ ଓ ପୋଲ ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀ ଅଭିଯୋଗ କରିଛନ୍ତି ା…
ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ
ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା ଅଭୟାରଣ୍ୟରୁ ହାତୀମାନେ ପାହାଡ଼ ତଳକୁ ଆସି ରାତିରେ ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ଗ୍ରାମରେ ପଶି…
ବିବାହ ଉତ୍ସବ ପାଲଟିଲା ଶୋକାକୁଳ ପରିବେଶ : ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ଜୀବନ ଗଲା
ରୂପ୍ସା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଛାନୁଆ ପଞ୍ଚାୟତ ଅନ୍ତର୍ଗତ ସୋଲପଟା ବଗଚରା ଗ୍ରାମରେ ଶନିବାର ଏକ ବିବାହ ଭୋଜି ଧୁମ୍ଧାମ୍ରେ ଚାଲିଥିବା ବେଳେ ଘଟିଛି ଏକ ଦୁଃଖଦ ଘଟଣା। ଭୋଜିରେ ଯୋଗ ଦେବାକୁ ଆସିଥିବା ୨ ନାବାଳିକା ଘରପାଖ…
ରାସ୍ତାକଡ଼ରୁ ପେଟିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ, ୨୨।୬: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଦାଣ୍ଡବାସୁଳି ମନ୍ଦିର ନିକଟରୁ ଶନିବାର ପୂର୍ବାହ୍ନରେ ଏକ ପେଟି ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଭଦ୍ରକ ଟାଉନ ଥାନା ପୋଲିସ ପହଞ୍ଚି…
କର୍ମଚାରୀଙ୍କୁ ତାଗିଦା କଲେ ବିଧାୟକ: ପିସିମୁକ୍ତ ବ୍ଲକ ଗଠନ ପାଇଁ ଉଦ୍ୟମ ଆରମ୍ଭ
ହାଟଡିହୀ,୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ହୁସିଆର ହୋଇ ଠିକ ରୂପେ କାର୍ଯ୍ୟ କରିବାକୁ କହିଛନ୍ତି । ଆୟୋଜିତ ଏକ ବୈଠକରେ ବିଧାୟକ ସରକାରୀ ଯୋଜନାର ସଫଳ ରୂପାୟନ…
ଜନଗଣନା ତାଲିକାରେ ବିଭ୍ରାଟ: ବଢ଼ୁଛି ଅସନ୍ତୋଷ, ବିଧାୟକ ଦୃଷ୍ଟି ଦେବାକୁ ଦାବି
ହାଟଡିହୀ, ୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନଗଣନା ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଜମ୍ଭିରା ପଞ୍ଚାୟତରେ ଲୋକମାନେ ହୋ ହଲ୍ଲା କରିବା ସହ ତାଲିକାରେ ବିଭ୍ରାଟ ଥିବା ନେଇ ସରପଞ୍ଚଙ୍କୁ ପଚାରିଛନ୍ତି । ଗତବର୍ଷ…
ରାସ୍ତା ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଗଛକଟା
ବନ୍ତ,୨୨।୬(ସ୍ବ.ପ୍ର.): ଭଦ୍ରକ-ଆନନ୍ଦପୁର ୫୩ ନଂ. ରାଜ୍ୟ ରାଜପଥ ନିର୍ମାଣ ନେଇ ବନ୍ତ ତହସିଲ ଅଧୀନ ଟିଲୋ ବଡସାହିଠାରେ ଶନିବାର ପ୍ରଶାସନ ପକ୍ଷରୁ ଗଛକଟା ହୋଇଛି। ରାସ୍ତା ନିର୍ମାଣ ନେଇ ପୂର୍ବରୁ ପ୍ରଶାସନ ଦଖଲ ଉଚ୍ଛେଦ କରିଥିଲେ ମଧ୍ୟ କେତେକ ଗଛ ରହିଯାଇଥିଲା।…
ଶାଳକାଠ ବୋଝେଇ ପିକ୍ଅପ୍ ଗାଡ଼ି ଜବତ: ଅଭିଯୁକ୍ତ ଫେରାର
ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଧନୁର୍ଜୟପୁର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ଶନିବାର ସକାଳେ ପାଟଣା ବନ ବିଭାଗ ୫ ଖଣ୍ଡ ଶାଳକାଠ ଥିବା ଏକ ପିକ୍ଅପ୍ ଗାଡ଼ିକୁ ଜବତ କରିଛି। ତେବେ ବନ ବିଭାଗ କାଠ ମାଫିଆଙ୍କୁ ଧରିବାରେ…
ଶୀତଲଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ବିଧାୟକ
ଭଦ୍ରକ ଅଫିସ, ୨୨।୬ – ୧୧ ମାସ ତଳେ ଭଦ୍ରକ ରାହାଞ୍ଜ ଟ୍ରକ୍ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଶୀତଲ ସାହୁଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ବହନ କରିବେ ବୋଲି ଘୋଷଣା କରିଛନ୍ତି। ବିଧାୟକ ମଲ୍ଲିକ…
Archives


