ବାଲେଶ୍ୱର

ବାଲିଆପାଳର ପରିବା ଚାଷୀ ନିରୁତ୍ସାହିତ

ବାଲିଆପାଳ, ୨୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳର ପନିପରିବା ଚାଷୀ ପ୍ରାକୃତିକ ବିପର୍ଯ୍ୟୟ, ଅଭାବୀ ବିକ୍ରି ଓ ଶୀତଳଭଣ୍ଡାର ଅଭାବ ଆଦି କାରଣରୁ କ୍ରମେ ଚାଷ ଛାଡିବାକୁ ବସିଲେଣି। ଫନୀ ବାତ୍ୟାରେ ପନିପରିବା ଫସଲ କ୍ଷତିଗ୍ରସ୍ତ ହେବାରୁ ଏବେ ବେପାରୀମାନେ ପଶ୍ଚିମବଙ୍ଗରୁ ପରିବା…

ଧାମରାରୁ ଧରାହେଲେ ୧୦ ବିରଳ ମାଛ: କିଲୋ ପ୍ରତି ୫ରୁ ୬ ହଜାର ଟଙ୍କା

ଚାନ୍ଦବାଲି, ୨୦।୬ (ଡି.ଏନ.ଏ) – ଭଦ୍ରକ ଜିଲା ଧାମରା ମାଛଧରା ବନ୍ଦର ଅଧୀନ ଚନ୍ଦନୀପାଳ ମାଛଧରା କେନ୍ଦ୍ର(ବେସ୍‌)ରେ ଏକପ୍ରକାର ବିରଳ ପ୍ରଜାତିର ୧୦ଟି ମାଛ ଗୁରୁବାର ମଧ୍ୟାହ୍ନରେ ସମୁଦ୍ରରୁ ଧରାଯାଇଛି। ଏହି ମାଛର ନଁା ତେଲିଆଶିଳା ବୋଲି ଜଣାପଡ଼ିଛି। ସ୍ଥାନୀୟ ମତ୍ସ୍ୟଜୀବୀଙ୍କ…

ଜଳିଗଲା ତେଲ ବୋଝେଇ ଭ୍ୟାନ

ଆନନ୍ଦପୁର,୨୦। ୬(ସ୍ବ.ପ୍ର.)- ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଓଭରବ୍ରିଜ୍‌ ଠାରେ ଏକ ତେଲ ବୋଝେଇ ପିକ୍‌ ଅପ୍‌ ଭ୍ୟାନ ହଠାତ୍‌ ଅଗ୍ନିକାଣ୍ଡରେ ଜଳିଯାଇଛି। ଗାଡିର ଚାଳକ ଅଳପକେ ବର୍ତ୍ତିଯାଇଥିବାବେଳେ ତେଲ ପେଟି ଗୁଡିକୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି। ଯାଜପୁର…

କାଳିମେଘାରୁ ନାଗ ସହ ୧୩ ଛୁଆ ଉଦ୍ଧାର

ତିହିଡ଼ି, ୨୦।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ କାଳିମେଘା ଗ୍ରାମର ଭାଗବତ ବାରିକଙ୍କ ଘରୁ ଗୁରୁବାର ଗୋଟିଏ ନାଗ ସହ ୧୩ ଛୁଆ ଉଦ୍ଧାର କରାଯାଇଛି। ଘରେ ନାଗ ଛୁଆ ବୁଲୁଥିବାର ଭାଗବତ ଦେଖିବାକୁ…

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ କରିଛି। ଏହି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି।…

ଜୀବନରେଖା ଏବେ ମରଣଯନ୍ତା

କେନ୍ଦୁଝର, ୨୦ା୬ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଲାଇଫଲାଇନ କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥ ମରାମତି ଅଭାବରୁ ଶୋଚନୀୟ ହୋଇପଡିଛି। ଏହାକୁ ଜିଲାର ‘ଜୀବନ ରେଖା’ କୁହାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଧନଜୀବନ ହାନୀର କାରଣ ସାଜିଛି। ମୃତ୍ୟୁଯନ୍ତା…

କାର୍ଯ୍ୟାଳୟ ଘେରିଲେ ଭୂମିହୀନ ଆଦିବାସୀ

ଭଦ୍ରକ ଅଫିସ,୨୦ା୬ – ଘରଡିହ ପଟ୍ଟା ତୁରନ୍ତ ଯୋଗାଇ ଦେବା ଦାବିରେ ଶତାଧିକ ଭୂମିହୀନ ଆଦିବାସୀ ପରିବାର ବୁଧବାର ଭଦ୍ରକ ତହସିଲ ଅଧୀନ ରାନ୍ଦିଆ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଗେଲଟୁଆ, ରାନ୍ଦିଆ, ବାଉଦପୁର ଓ ଓଲଙ୍ଗ ପଞ୍ଚାୟତ ଅଧୀନରେ…

ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍‌ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି

ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି। ସେଥିପାଇଁ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି। ସ୍ବୀକୃତିଙ୍କ ବାପା ସୁବାଷ…

ଓଜେଇଇ ଟପ୍ପର ହେଲେ ଜଳଖିଆ ଦୋକାନୀଙ୍କ ପୁଅ ଭବାନୀଶଙ୍କର

କେନ୍ଦୁଝର/ ଢେଙ୍କିକେୋଟ, ୧୯ା୬(ଡି.ଏନ୍‌.ଏ.): ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାର ଲାଟେରାଲ ଏଣ୍ଟ୍ରି ବିଟେକରେ କେନ୍ଦୁଝର ଜିଲାର ଘଟଗଁା ବ୍ଲକ ଅନ୍ତର୍ଗତ ପିପିଳିଆ ଗ୍ରାମର ଭବାନୀ ଶଙ୍କର ବେହେରା ରାଜ୍ୟରେ ଟପ୍ପର ହୋଇଥିବା ଜଣାପଡିଛି। ବୁଧବାର ଓଜେଇଇ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ…

ମା’କୁ ଖୋଜୁଛି ଛୁଆ ହାତୀ

କେନ୍ଦୁଝର,୧୯ା୬ (ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ବନଖଣ୍ଡ ଭୂୟାଁ ଓ ଜୁଆଙ୍ଗ ପୀଢ ବନାଞ୍ଚଳ କାଞ୍ଜିପାଣି ଜଙ୍ଗଲରେ ଗୋଠରେ ଥିବା ମା’ଠାରୁ ଅଲଗା ହୋଇ ବାଟବଣା ହୋଇ ଏଣେତେଣେ ବୁଲୁଥିବା ଏକ ହାତୀ ଛୁଆ ମା ପାଖକୁ ଯାଉ ନ ଥିବାରୁ ବନ ବିଭାଗକୁ ନାକେଦମ…

ବୈତରଣୀକୁ ଧସିଲା ୧୦୦ ଫୁଟ ମାଟି ଅତଡ଼ା

ଆରଡ଼ି, ୧୯।୬ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ଖେଳପଡ଼ିଆ ନିକଟରେ ବୁଧବାର ସକାଳେ ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ବୈତରଣୀ ନଦୀଗର୍ଭକୁ ଧସିଛି। ସେଠାରେ ବୈତରଣୀ ନଦୀ ଧୀରେ ଧୀରେ ଆରଡ଼ି-ଯାଜପୁର ରାସ୍ତା ଆଡ଼କୁ ମୁହଁାଉଥିବା…

ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା

ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ୩ ଜଣ ଭଦ୍ରକ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଅପର୍ତ୍ତିବିନ୍ଧା ଗଁ।ର ଫୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri