ବାଲେଶ୍ୱର

ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୮ା୪ : ଗ୍ରାମାଞ୍ଚଳ ଥାନା ଅଧୀନରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲାରେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି l ନାବାଳିକାଙ୍କ ହୋସ  ଆସିବା ପରେ ଅତିରିକ୍ତ ଏସପି କୈଳାସ ଚନ୍ଦ୍ର ପରିଡ଼ା...

ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ...

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ

କେନ୍ଦୁଝର, ୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ ବୁଧବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ବହୁ ଅଞ୍ଚଳରେ କୁଆପଥର ମାଡ଼ ହୋଇଥିଲା। ବ୍ୟାପକ ଫସଲ ନଷ୍ଟ ହୋଇଛି। ସଦର ବ୍ଲକର ଶଙ୍କିରୀ ଗ୍ରାମ ପଞ୍ଚାୟତର ପୋଟଳ ଗଁାରେ ପବନ ଓ...

ବିଦ୍ୟାଳୟରେ ଦୈତାରିଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝର, ୧୮ା୪(ସ୍ବ.ପ୍ର.): ପଦ୍ମଶ୍ରୀ ପ୍ରାପ୍ତ ଦୈତାରୀ ନାଏକଙ୍କୁ ସଦର ବ୍ଲକ ଅନ୍ତର୍ଗତ ବନାଯୋଡ଼ିସ୍ଥିତ ଆନନ୍ଦାଶ୍ରମ ଓ ସାଇଆନନ୍ଦ ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଛି। ଜୀବନରେ କର୍ମର ମୂଲ୍ୟ ଓ ଜଣେ ମଣିଷ ସମାଜ ପାଇଁ କିଛି କରିବାର ପ୍ରୟାସ କିପରି...

ମରାମତି ଅପେକ୍ଷାରେ ୮୪ ବିଦ୍ୟାଳୟ

ବାସୁଦେବପୁର, ୧୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଥିବା ବିଭିନ୍ନ ବିଦ୍ୟାଳୟ ଅବହେଳିତ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ କେଉଁଠି ବିଦ୍ୟାଳୟର କାନ୍ଥ ଫାଟି ଆଁ କରିଛି ତ ଆଉ କେଉଁଠି ଆଜବେଷ୍ଟସ ଭାଙ୍ଗିଯାଇଛି। ଅଧିକାଂଶ ବିଦ୍ୟାଳୟର...

ପୋଖରୀରେ ପଡ଼ି ଶିଶୁପୁତ୍ର ମୃତ

ସୋର,୧୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ମଧୁସୂଦନପୁର ପଞ୍ଚାୟତର କୁରୁଣିଆ ଗ୍ରାମର ମାମୁଁ ରମାକାନ୍ତ ମହାକୁଡ଼ଙ୍କ ଘରକୁ ବୁଲିବାକୁ ଆସି ୩ବର୍ଷର ଶିଶୁପୁତ୍ର ପୋଖରୀରେ ପଡ଼ି ମୃତ୍ୟୁ ଘଟିଛି। ସୋର ଥାନା ଅନ୍ତର୍ଗତ ସାଉଡ଼ ଗ୍ରାମର ନିରାକାର ନାୟକଙ୍କ ପୁଅ...

କୁପାରୀରେ ମିଶନଶକ୍ତି ସମାବେଶ

ଖଇରା,୧୮।୪(ଡି.ଏନ.ଏ.)- ନବୀନ ସରକାର କ୍ଷମତାକୁ ଆସିବା ପରେ ସ୍ବୟଂସହାୟିକା ଗୋଷ୍ଠୀ ମାଧ୍ୟମରେ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିପାରିଛନ୍ତି। ସେମାନଙ୍କ ଆର୍ଥୀକ ଓ ସାମାଜିକ ବିକାଶ ହେବା ସହିତ ଦେଶର ଅଭିବୃଦ୍ଧିରେ ସେମାନଙ୍କର ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ। ଓଡିଶା ଜୀବିକା ମିଶନ ମାଧ୍ୟମରେ...

ଏଥର ଟୁସୁ କନିଆ, ଶଙ୍କର ବର: ମେ ୨୯ରୁ ଜୁନ ୨ ତାରିଖ ଯାଏ ବାହାଘର

ବାଲେଶ୍ୱର ଅଫିସ,୧୮।୪- ବାଲେଶ୍ୱରରେ ପ୍ରତିବର୍ଷ ପାଳିତ ହେଉଥିବା ଜଉକଣ୍ଢେଇ ବାହାଘର ଲୋକକଳା ଓ ସଂସ୍କୃତି, ଲୋକକଥା, ଲୋକସାହିତ୍ୟ  ପରମ୍ପରାରେ  ଏକ ଅଦ୍ୱିତୀୟ ଲୋକପର୍ବର ମାନ୍ୟତା ଲାଭ କରିଛି। । କେବଳ ଓଡି଼ଶାରେ ନୁହେଁ, ସାରା ଭାରତରେ ଏଭଳି ଉତ୍ସବ ପାଳନ ...

ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଇନ୍ଦ୍ରଜିତ୍‌ ଏଟିଏମ୍‌ ଟଙ୍କା ଭରା...

ଶକ୍ତିପ୍ରଦର୍ଶନ କଲା ବିଜେଡି

ଭୁବନ, ୧୭।୪(ଡି.ଏନ୍‌.ଏ.)-ଭୁବନ ଏନ୍‌ଏସିରେ ବୁଧବାର ବିଜେଡି ଶକ୍ତିପ୍ରଦର୍ଶନ କରିଛି। ଶତାଧିକ କର୍ମୀ ଏନ୍‌ଏସିରେ ଶୋଭାଯାତ୍ରା କରି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପାଇଁ ଭୋଟଭିକ୍ଷା କରିଥିଲେ। ପ୍ରାରମ୍ଭରେ ବିଜେଡି କାର୍ଯ୍ୟାଳୟରେ ନିର୍ବାଚନୀ ସଭା ହୋଇଥିଲା।...

ବିଜେଡି ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡା ହାଇସ୍କୁଲ ପଡ଼ିଆରେ ବୁଧବାର ପୂର୍ବାହ୍ନରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ୧୫ହଜାର ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହାପରେ...

କାଳିଆ ଯୋଜନା ବନ୍ଦ ପାଇଁ ହୀନଚକ୍ରାନ୍ତ : ମୁଖ୍ୟମନ୍ତ୍ରୀ

ଠାକୁରମୁଣ୍ଡା,୧୭ା୪(ଡି.ଏନ୍‌.ଏ.): କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀର ଠାକୁରମୁଣ୍ଡା ପଣସଡିହା ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏମ୍‌ପି ଓ ବିଧାୟିକା ପ୍ରାର୍ଥତ୍ନୀଙ୍କୁ ଭୋଟ୍‌ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri