ବାଲେଶ୍ୱର

ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ

ବାଲେଶ୍ୱର ଅଫିସ,୨୮।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି ବଦଳିଲେ ସମ୍ପୂର୍ଣ୍ଣ ଗ୍ରାମ ନଦୀଗର୍ଭରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ତେଣୁ ଏହାପୂର୍ବରୁ...

ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ: ସଙ୍କଟରେ ବୋଇତବାଙ୍କ ଗାଁ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି ବଦଳିଲେ ସମ୍ପୂର୍ଣ୍ଣ ଗ୍ରାମ ନଦୀଗର୍ଭରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ତେଣୁ ଏହାପୂର୍ବରୁ...

ସମ୍ପର୍କ ଯୋଡ଼ିଛି ମାନକୁଣ୍ଡା ହାଟ

ଭୋଗରାଇ,୨୭ା୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ମାନକୁଣ୍ଡା ସାପ୍ତାହିକ ହାଟ ଓଡ଼ିଶା ଓ ପଶ୍ଚିମବଙ୍ଗ ଅଧିବାସୀଙ୍କ ମଧ୍ୟରେ ଭାଇଚାରାର ସେତୁ ବାନ୍ଧିଛି। ୧ଏକର ଜାଗା ପରିଧି ମଧ୍ୟରେ ଅବସ୍ଥିତ ଏହି ହାଟ ଦୁଇ ରାଜ୍ୟ ସୀମାନ୍ତବାସୀଙ୍କ ଆର୍ଥିକ...

ଶବଦାହ କରିବାକୁ ଯାଇ ପାଲଟିଗଲେ ଶବ

ରୂପସା, ୨୭।୩(ଡି.ଏନ.ଏ.):ଶବଦାହ କରିବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ବ୍ଲକ ରୂପସା ଥାନା ଅଞ୍ଚଳରେ। ମୃତ ଯୁବକ ହେଲେ କସିପଦା ପଞ୍ଚାୟତ ଅଧୀନ ହାତିଆଡ଼ିହା ଗ୍ରାମର ଶ୍ରୀକାନ୍ତ...

ବାଲେଶ୍ୱରରେ ଅଜଣା ପୋକ ଆତଙ୍କ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ସଦର ବ୍ଲକ ଗେଙ୍ଗୁଟି ପଞ୍ଚାୟତ ଅଧୀନ ଜମ୍ବେଶ୍ୱରପୁର ବଡ଼ଖୁଆଆଡ଼ି ହରିଜନ ସାହିରେ ହଜାର ହଜାର ଅଜଣା (କଳା ଓ ନାଲି ରଙ୍ଗର) ପୋକ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପୋକଗୁଡ଼ିକ ଘର ଭିତରେ ପଶି...

କାଁ ଭାଁଖୋଲୁଛି ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ

ଖଇରା, ୨୬।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରାଠାରେ ଥିବା ସାଳନ୍ଦୀ ଡିଭିଜନର ଉପଖଣ୍ଡ କାର୍ଯ୍ୟାଳୟ ମାସ ମାସ ଧରି ବନ୍ଦ ହୋଇ ରହୁଛି। ଯନ୍ତ୍ରୀମାନେ ସାଇଡ୍‌ରେ କାମ ତଦାରଖ କରୁଥିବା ଆଳରେ ଅଫିସ ମାଟି ମାଡୁନାହାନ୍ତି। ଫଳରେ ବିଭିନ୍ନ ସମସ୍ୟା ବା...

ଘରେ ପଶି ଟଙ୍କା,ଗହଣା ଲୁଟ୍‌

ରୂପ୍‌ସା,୨୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଆଙ୍କୋ ଗ୍ରାମର ରଘୁନାଥ ପାତ୍ରଙ୍କ ଘରୁ ଟଙ୍କା, ଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତ୍ରିରେ କେହି ଦୁର୍ବୁତ୍ତ ଘରେ ପଶି ଏକ ବାକ୍ସକୁ ବାହାରକୁ ନେଇ ଚାବି...

ଜିଲାରେ ୩୭, ୨୨୯ ଦିବ୍ୟାଙ୍ଗ ସ୍ବରୋଜଗାରକ୍ଷମ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲାର ୧୨ଟି ବ୍ଲକରେ ମୋଟ ୪୭୫୫୮ ଦିବ୍ୟାଙ୍ଗଙ୍କୁ ଚିହ୍ନଟ କରାଯାଇ ଏକକ ଦିବ୍ୟାଙ୍ଗ ପରିଚୟ ପ୍ରମାଣପତ୍ର (ୟୁଡିଆଇଡ଼ି ସାର୍ଟିଫିକେଟ୍‌) ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଯୋଜନାର ମାର୍ଗଦର୍ଶିକା ଓ ଅନ୍ୟାନ୍ୟ...

କମ୍ପ୍ୟୁଟର କିଣାରେ ଅନିୟମିତତା

ବାଲେଶ୍ୱର ଅଫିସ,୨୪।୩: ବାଲେଶ୍ୱର ଜିଲା ଶିକ୍ଷା ବିଭାଗ ନାମରେ ପୂର୍ବରୁ ବେଆଇନ୍‌ ନିଯୁକ୍ତି, ପାଠ୍ୟ ଉପକରଣ କିଣାରେ ଦୁର୍ନୀତି ଅଭିଯୋଗ ରହିଆସିଥିବା ବେଳେ ଏବେ ୫-ଟି ରୂପାନ୍ତରଣ ବିଦ୍ୟାଳୟ ପାଇଁ କମ୍ପ୍ୟୁଟର କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଜିଲାରେ...

ଦନ୍ତାକୁ ମାରି ଦାନ୍ତ ଲୁଟି ନେଲେ ଶିକାରୀ

ନୀଳଗିରି,୨୪।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। କେତେବେଳେ ଅସୁସ୍ଥତା କାରଣରୁ ତ କେତେବେଳେ ଶିକାରୀଙ୍କ ଦ୍ୱାରା ଯାଉଛି ହାତୀଙ୍କ ଜୀବନ। ଗୁରୁବାର କୁଲଡ଼ିହାରୁ ଏକ ଦନ୍ତା ହାତୀର...

ଖାଣ୍ଡିଆଘାଇ ବ୍ରିଜ ନିର୍ମାଣରେ ଅନିୟମିତତା

ରୂପସା, ୨୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ନିର୍ମାଣାଧୀନ ଖାଣ୍ଡିଆଘାଇ ବ୍ରିଜର ସ୍ଥାୟିତ୍ୱ ନେଇ ଆଶଙ୍କା ଦେଖାଦେଇଛି। ନିମ୍ନମାନର ବାଲିରେ ବ୍ରିଜର କଲମ ଓ ବେସ ଢଳେଇ ହେଉଥିବାରୁ ଓଡ଼ିଶା ସରକାରଙ୍କ ବିଜୁ ସେତୁ ଯୋଜନା...

ବାହାରିଲା ମଲା କୁକୁର

ବାହାନଗା, ୨୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ଛକ ନିକଟରେ ଥିବା ପୋଲତଳେ ବସ୍ତା ଭିତରେ କଟାମୁଣ୍ଡ ଥିବା ଗୁଜବ ପ୍ରଚାରିତ ହେବା ପରେ ସୋର ଥାନା ପୋଲିସ୍‌କୁ ନାକେଦମ ହେବାକୁ ପଡିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri