ମନ୍ଦିରରେ ବିଜେ ହେଲେ ପଟିଦିଅଁ
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି କଲଚୁରାଲ ଏକାଦେମିର ମିଳିତ ସହଯୋଗରେ ରେମୁଣା ବାମପଦାସ୍ଥିତ ନୋସି ବିଜିନେସ୍ ପାର୍କଠାରେ ଆୟୋଜିତ ପଟିଦିଅଁ ଅଙ୍କନ ଉତ୍ସବ ସୋମବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ସ୍ବୀକୃତି ପ୍ରଦାନ କରିଥିବା ନୀଳଗିରି ଜଗନ୍ନାଥ ମନ୍ଦିର, ମୋତିଗଞ୍ଜ…
ପ୍ରତିଶ୍ରୁତି ପୂରଣ କଲାନି ଏସ୍ଆର୍ ଷ୍ଟିଲ୍ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ
ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍ଆର୍ ଷ୍ଟିଲ୍ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟଠାରେ ଧାରଣା ଦେଇଛନ୍ତି। କମ୍ପାନୀ ନିର୍ମାଣ ହେବା ଦିନଠାରୁ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ପାନୀୟଜଳ,…
ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ
ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ ଧୂଳି ଦେଇ କୁଲଡ଼ିହା ଅଭୟାରଣ୍ୟ ଭିତରକୁ ପଶିଯାଇଥିଲେ। କିନ୍ତୁ କୁଲଡ଼ିହା ଅଭୟାରଣ୍ୟ ଭିତରେ…
ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ବ୍ରାଉନ୍ସୁଗାର ଜବତ: ୪ ଗିରଫ
ବାଲେଶ୍ୱର ଅଫିସ,୧୮।୬: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରି ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ଏକ କାରରେ ଯାଉଥିବା ୧ କିଲୋରୁ ଊଦ୍ଧର୍ବ ବ୍ରାଉନସୁଗାର ଜବତ କରିଛି। ଏହା ସହ ଏହି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ…
ମୁକୁଳା ପଡ଼ିଛି ଆଡ଼ିବନ୍ଧ
ଭଦ୍ରକ ଅଫିସ, ୧୮।୬ – ପ୍ରତିବର୍ଷ ବର୍ଷାଋତୁ ଆସିଲେ ଚିନ୍ତା ବଢ଼େ। ପ୍ରଶାସନ ପକ୍ଷରୁ ବର୍ଷାକୁ ଆଖି ଆଗରେ ରଖି ବିଭିନ୍ନ ନଦୀବନ୍ଧ, ଆଡିବନ୍ଧକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଉଛି। ଏହାକୁ ନେଇ ପ୍ରତିବର୍ଷ ପ୍ରସ୍ତୁତି ବୈଠକ…
ସରିଲା ସୁନ୍ଦରପୁର ରଜ ମହୋତ୍ସବ : ଜୁନିୟରରେ ପ୍ରିୟଙ୍କା, ସିନିୟରରେ ଗାୟତ୍ରୀ ରଜକୁଇନ
ଖଇରା, ୧୮।୬(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ସୁନ୍ଦରପୁରଠାରେ ଚାଲିଥିବା ଦ୍ୱିତୀୟ ବାର୍ଷିକ ବ୍ଲକସ୍ତରୀୟ ରଜ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଯାଇଛି। ଚଳିତବର୍ଷ ଜୁନିୟରରେ ପ୍ରିୟଙ୍କା ପ୍ରିୟଦର୍ଶନୀ ହାତୀ ଓ ସିନିୟରରେ ଗାୟତ୍ରୀ କଳାପାହାଡ ରଜ କୁଇନ ମୁକୁଟ ପିନ୍ଧିବାର ସୌଭାଗ୍ୟ ଅର୍ଜନ…
ପରିବାର ମଙ୍ଗଳ ଯୋଜନା ଦିଗହରା
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲାରେ ପରିବାର ମଙ୍ଗଳ ଯୋଜନା ଦିଗହରା ହୋଇପଡ଼ିଛି। ମୃତ୍ୟୁର ୪ବର୍ଷ ପରେ ବି ହିତାଧିକାରୀଙ୍କୁ ଏହି ଯୋଜନାରେ ସହାୟତା ପ୍ରଦାନ କରା ନ ଯିବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋର ବ୍ଲକ…
ନାଗାଲାଣ୍ଡରୁ ଫେରିଲେ ୭ ନିର୍ଯାତିତ ଶ୍ରମିକ
ନୀଳଗିରି, ୧୭ା୬(ଡି.ଏନ.ଏ.)-ନାଗାଲାଣ୍ଡକୁ ଦାଦନ ଖଟିବାକୁ ଯାଇଥିବା ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବିଭିନ୍ନ ଗାଁର ୭ଜଣ ଶ୍ରମିକ ସୋମବାର ଗଁାକୁ ଫେରିଛନ୍ତି। ସେଠାରେ ସେମାନେ ନିର୍ଯାତନାର ଶିକାର ହେଉଥିବା ଅଭିଯୋଗ ହୋଇଥିଲା। ପ୍ରଶାସନର ହସ୍ତକ୍ଷେପ ପରେ ଶ୍ରମିକମାନେ ଫେରିଥିବା ସ୍ଥାନୀୟ…
ମହାସ୍ନାନ ପରେ ଶ୍ରୀଜୀଉଙ୍କ ଗଜାନନ ବେଶ
ସଜନାଗଡ଼, ୧୭ା୬(ଡି.ଏନ.ଏ.)-ଓଡ଼ିଶାର ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୀଳଗିରିରେ ସୋମବାର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କୁ ରତ୍ନବେଦୀରୁ ସେବାୟତମାନେ ଧାଡ଼ି ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଇବା ପରେ ଅବକାଶ ନୀତି ବଢ଼ିଥିଲା ।…
ସ୍ଥାୟୀ କର୍ମଚାରୀ ଦାବିରେ ପାଚିକାଙ୍କ ବିକ୍ଷୋଭ
ଭଦ୍ରକ ଅଫିସ, ୧୭।୬ – ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜିଲାରେ କାର୍ଯ୍ୟରତ ଶତାଧିକ ପାଚିକା ସିଆଇଟିୟୁ…
ଦଧିବାମନଜୀଉଙ୍କ ଦେବସ୍ନାନ ନୀତି
ଆନନ୍ଦପୁର,୧୭।୬(ସ୍ବ.ପ୍ର.): ଆନନ୍ଦପୁର ଓ ଘସିପୁରା ଅଞ୍ଚଳରେ ଥିବା ବିଭିନ୍ନ ଜଗନ୍ନାଥ ମନ୍ଦିରରେ ସ୍ନାନପୂର୍ଣ୍ଣିମା ନୀତି ମହା ଆଡମ୍ବରରେ ପାଳନ ହେଉଛି। ପବିତ୍ର ସ୍ନାନପୂର୍ଣ୍ଣିମା ଉପଲକ୍ଷେ ଆନନ୍ଦପୁରର ଆରାଧ୍ୟ ଦେବତା ଦାରୁବ୍ରହ୍ମ ଶ୍ରୀଶ୍ରୀଦଧିବାମନ ଜୀଉ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀ ସୁଦର୍ଶନ…
ମୋରଡ଼ାରେ ଡବଲ ମର୍ଡର: ସ୍ତ୍ରୀ, ଶାଶୁ ମୃତ: ପୋଲିସର ଅବହେଳାକୁ ଦାୟୀକଲେ ସ୍ଥାନୀୟ ଲୋକେ
ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ ଜଣେ ବ୍ୟକ୍ତି କୁରାଢ଼ିରେ ହାଣି ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା କରିଛନ୍ତି। ମୃତକ…
Archives


