ବାଲେଶ୍ୱର

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ : ଷଡଯନ୍ତ୍ରକାରୀ ମହିଳାଙ୍କ ସମେତ ୫ ଗିରଫ

ବହଳଦା,୨୯ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବହଳଦା ଥାନା ପୋଲିସ ଏକ ହତ୍ୟା ଘଟଣାର ପର୍ଦ୍ଦାଫାସ କରି ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗତ ମେ ୨୩ ତାରିଖ ଦିନ ବହଳଦା ଥାନା ଅନ୍ତର୍ଗତ…

ତୋରାଣିପଦାରୁ ଜବରଦଖଲ ଉଚ୍ଛେଦ

ଖଇରା, ୨୯।୬(ଡି.ଏନ.ଏ.)-ଖଇରା ତହସିଲ ଓ ପୋଲିସର ମିଳିତ ସହଯୋଗରେ ଖଇରା ବ୍ଲକ ତୋରାଣିପଦା ଗ୍ରାମରୁ ଶୁକ୍ରବାର ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ସରକାରୀ ଜମିରେ ଅବୈଧ ନିର୍ମାଣ କରି ବିଭିନ୍ନ…

ଥମୁନି ହାତୀ ଉପଦ୍ରବ

ଔପଦା, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମ ସନ୍ନିକଟ ପଶ୍ଚିମାଘାଟି ରାସ୍ତା ନିକଟସ୍ଥ ଅଞ୍ଚଳରେ କୁଲଡ଼ିହା ହାତୀପଲ ତାଣ୍ଡବ ଚଳାଇଛନ୍ତି। ସନ୍ଧ୍ୟା ହେଲେ ହାତୀପଲ ପାହାଡ଼ ତଳକୁ ଆସି ଚାଷୀଙ୍କ ଫସଲ ଖାଇବା ସହ ମାଡ଼ି ଦଳି…

ପିକଅପ୍‌ ଭ୍ୟାନରେ ଚାଲାଣ ହେଉଛି ଗୋମାଂସ; ଦୁର୍ଘଟଣା ପରେ ପଦାକୁ ଆସିଲା

ଜଳେଶ୍ୱର, ୨୮ା୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଗୋଚାଲାଣ ଉପରେ ଅଙ୍କୁଶ ଲଗାଯିବା ପରେ ବେପାରୀମାନେ ଏବେ ଗୋମାଂସ ଚାଲାଣ ଭଳି ପନ୍ଥା ଆପଣେଇଛନ୍ତି। କୋଲକାତା ଅଭିମୁଖେ ଯାଉଥିବା ଗୋମାଂସ ବୋଝେଇ ଏକ ପିକ୍‌ଅପ୍‌ ଜଳେଶ୍ୱର ଥାନା ଅଧୀନ ୬୦ ନଂ.ଜାତୀୟ…

ଗଳ୍ପ ସାହିତ୍ୟରେ ନୂଆ ଧାରା ଆଣିଥିଲେ କହ୍ନେଇଲାଲ୍‌

ବାଲେଶ୍ୱର ଅଫିସ,୨୮।୬-ମଣିଷ ଜୀବନର ବାସ୍ତବ ଚିତ୍ରକୁ କାହାଣୀରେ ରୂପ ଦେଇ ବିଶିଷ୍ଟ କଥାକାର କହ୍ନେଇଲାଲ୍‌ ଦାସ ଓଡିଆ ଗଳ୍ପ ସାହିତ୍ୟରେ ଏକ ନୂଆ ଧାରା ସୃଷ୍ଟି କରିଥିଲେ। ସତୁରି ଦଶକର ଓଡ଼ିଆ କଥା ସାହିତ୍ୟରେ ଯେଉଁ ପଟ୍ଟ ପରିବର୍ତ୍ତନ ଘଟିଥିଲା ସେଥିରେ…

ରୂପ୍‌ସାରେ ଲୁଟେରା ସକ୍ରିୟ: ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ

ରୂପ୍‌ସା, ୨୮।୬(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସାସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଶୁକ୍ରବାର ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଆରମ୍ଭ କରିଛନ୍ତି। ବିଭିନ୍ନ ସମୟରେ ଲୁଟେରାମାନେ ରୂପ୍‌ସା ଅଞ୍ଚଳରେ…

ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ଜାରି

ଭଦ୍ରକ ଅଫିସ, ୨୮।୬ – ଭଦ୍ରକ ଜିଲା ଓ ପୌର ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିିଛି। ସହରକୁ ସରସ ସୁନ୍ଦର କରିବା ପାଇଁ ଜବରଦଖଲମୁକ୍ତ ଅଭିଯାନ ଗୁରୁବାରଠାରୁ ଆରମ୍ଭ କରାଯାଇଛି। ସହରକୁ ସ୍ମାର୍ଟସିଟି କରାଯିବା ସକାଶେ…

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ୪ ମୃତ, ୫ ଗୁରୁତର

ବାରିପଦା ଅଫିସ,୨୮ା୬ : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଆଗରିଆ ଛକ ନିକଟରେ ଭୁବନେଶ୍ୱରରୁ ବାରିପଦା ଆସୁଥିବା କଳ୍ପନା ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ରାତି ପ୍ରାୟ ୧୨ଟା ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଏକ…

ନାବାଳିକା ଗଣବଳାତ୍କାର ମାମଲା: ଆଉ ଜଣେ ଗିରଫ

ଯୋଡ଼ା, ୨୮।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଘଟିଥିବା ନାବାଳିକା ବଳତ୍କାର ଘଟଣାରେ ପୋଲିସ ଗୁରୁବାର ଆଉ ଜଣଙ୍କୁ ଗିରଫ କରିଛି। ତାଙ୍କ ନାମ ଅଜିତ କୁମାର ମିଶ୍ର। ବଡ଼ବିଲ ଏସ୍‌ଡିପିଓ ଦିଲୀପ କୁମାର ବାଗଙ୍କ ସୂଚନା ଅନୁଯାୟୀ, ୩ଜଣ ନାବାଳକଙ୍କୁ ମିଶାଇ…

ଫଟୋଗ୍ରାଫି ପେସା, ସାପ ଧରିବା ନିଶା

କେନ୍ଦୁଝର, ୨୮ା୬(ଡି.ଏନ୍‌.ଏ.)-ସବୁ ମନୁଷ୍ୟ ମଧ୍ୟରେ କିଛି ନା କିଛି ସ୍ବତନ୍ତ୍ର କଳା ରହିଥାଏ। ଏହାକୁ କିଏ କାମରେ ଲଗାଇପାରେ ତ ଆଉ କିଏ ନିଜକୁ ବୁଝିପାରେନା। ସେଥିମଧ୍ୟରୁ ନିଜକୁ ବୁଝିପାରିଛନ୍ତି କେନ୍ଦୁଝର ଜିଲାର ପୁରୁଣା ସହରର ଭଟ୍ଟସାହିରେ ରହୁଥିବା ସୁଦର୍ଶନ ସ୍ବାଇଁ।…

କାଗଜକଲମରେ ସୀମିତ ବିଜୁ ପକ୍କାଘର: ଇନ୍ଦିରା ଆବାସ ଯୋଜନା ଦିଗହରା

ତେଲକୋଇ, ୨୮।୬(ଡି.ଏନ.ଏ.)- ତେଲକୋଇ ଅଞ୍ଚଳର ଆଦିବାସୀବହୁଳ ଅଞ୍ଚଳରେ ବିଜୁ ପକ୍କାଘର, ଇନ୍ଦିରା ଆବାସ ଯୋଜନା ଦିଗହରା ହୋଇପଡିଛି । ଏହି ଅଞ୍ଚଳରେ ଉକ୍ତ ଯୋଜନା କେବଳ କାଗଜପତ୍ରରେ ସଫଳତା ଲାଭ କରିଥିବା ବେଳେ ଅଧିକାଂଶ ଘର ଅଧାରେ ରହିଛି। ଜିଲା ପ୍ରଶାସନ…

ଦୁର୍ଘଟଣାରେ ଭିଣୋଇ ମୃତ, ଶଳା ଗୁରୁତର

ବାସୁଦେବପୁର, ୨୮।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ସହର ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଅପରାହ୍ନରେ ଦୁଇଟି ବାଇକ୍‌ ମଧ୍ୟରେ ଧକ୍କା ହେବାରୁ ଭିଣୋଇଙ୍କ ମୃତ୍ୟୁ ଘଟିଥିବା ବେଳେ ଶଳା ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଅମର ସେଠୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?