ପାନୀୟ ଜଳ, ବିଜୁଳି, ଡ୍ରେନେଜ ଉପରେ ପଞ୍ଚାୟତ ସମିତିର ଗୁରୁତ୍ୱ
ସଜନାଗଡ଼,୧୩ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ସାଧାରଣ ନିର୍ବାଚନ ପରେ ପ୍ରଥମଥର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଜାନକୀ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନୀଳଗିରି ବିଧାୟକ ଇଂ ସୁକାନ୍ତ…
ବେଆଇନ ମୋରମ ଖଣି ସୁରକ୍ଷାକୁ ନେଇ ପ୍ରଶ୍ନ
କେନ୍ଦୁଝର, ୧୩ା୬ (ସ୍ବ.ପ୍ର.)- ସଦର ତହସିଲ ଅନ୍ତର୍ଗତ ତୁଳସୀଚଉରା ଗ୍ରାମରେ ଶନିବାର ମୋରମ ଖଣିରେ ଘଟିଥିବା ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜସ୍ବ ବିଭାଗର ଚେତା ଆସିଛି ା ସଦର ତହସିଲ ସମେତ ଘଟଗାଁ, ବାଂଶପାଳ, ପାଟଣା, ଆନନ୍ଦପୁର ଆଦି…
ପ୍ରସିଦ୍ଧ ଚୁଇ ମିକ୍ସଚର ଦେଇଛି ପରିଚୟ
କେନ୍ଦୁଝର, ୧୩ା୬ (ସ୍ବ.ପ୍ର.) କେନ୍ଦୁଝର ସହର ଗାନ୍ଧୀ ଛକ ନିକଟ ମ୍ୟୁନିସିପାଲିଟି ମାର୍କେଟରେ ରହିଛି ଚୁଇ ମିକ୍ସଚର ଦୋକାନ ।ଦୋକାନ କହିଲେ ଏକ ଠେଲା ଦୋକାନ । ତାଙ୍କ ଭଲ ନାମ ରଘୁନାଥ ବେହେରା। ଡାକ ନାମ ଚୁଇ। କିନ୍ତୁ ଚୁଇ…
ରାସ୍ତାରେ ଜଳ ପ୍ରବାହ, ଭାଙ୍ଗିଲା କଲଭର୍ଟ
ବନ୍ତ, ୧୩ା୬ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ତ୍ରିକୋଣା-ପଡ଼ିଆପଡ଼ା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କରେ ଅତ୍ୟଧିକ ଜଳ ପ୍ରବାହ ଯୋଗୁ କଲଭର୍ଟ ଭାଙ୍ଗିଯିବା ସହ ରାସ୍ତାରେ ଖାଲ ସୃଷ୍ଟି ହୋଇଛି। ପଡ଼ିଆପଡ଼ା ସମେତ ଆଖପାଖ ଗ୍ରାମର…
ଦୂଷିତ ପାଣି ପିଉଛନ୍ତି ଲୋକେ
ତେଲକୋଇ, ୧୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ମୁଖ୍ୟାଳୟର ହାଲପୋଡି ଗ୍ରାମରେ ଉକତ୍ଟ ଜଳ ସମସ୍ୟା ଦେଖାଦେଇଛି । ଗଭୀର କୂପ ଓ ପୋଖରୀ ଶୁଖି ଯାଇଥିବା ବେଳେ ଏକ ମାତ୍ର ନଳକୂପ ଉପରେ ଘଣ୍ଟା ଘଣ୍ଟା ଧରି ପାଣି ପାଇଁ ଗ୍ରାମବାସୀଙ୍କୁ…
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଅଭିଯୁକ୍ତ ଗିରଫ
ରୂପ୍ସା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍ସା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ତାଙ୍କର ଜଣେ ଦୂର ସମ୍ପର୍କୀୟ ବିବାହର ପ୍ରତିଶ୍ରୁତିି ଦେଇ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ପୋଲିସ ଏ ସଂକ୍ରାନ୍ତରେ ବୁଧବାର ଏକ ମାମଲା (ନଂ. ୩୭/୧୯) ରୁଜୁ…
ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣରେ ଅନିଶ୍ଚିତତା: କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ ଚେତାବନୀ
ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱର ସଦର ବ୍ଲକ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀରେ ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ଅନିଶ୍ଚିତତା ଲାଗି ରହିଥିବାରୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଉଦ୍ବେଗ ପ୍ରକାଶ କରାଯାଇଛି ା ବୁଧବାର ପୂର୍ବାହ୍ନରେ ନିଳିଆବାଗଠାରେ ବାଙ୍କତିରା ଜଳସେଚନ ପ୍ରକଳ୍ପ…
ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନ ପାଇଲା କବି ବ୍ରଜନାଥ ରଥଙ୍କ ତୈଳଚିତ୍ର
ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱରର ବିଶିଷ୍ଟ କବି ବ୍ରଜନାଥ ରଥଙ୍କର ତୈଳଚିତ୍ର ମଙ୍ଗଳବାର ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନୀତ ହୋଇଛି। ଏହି ଅବସରରେ ଆୟୋଜିତ ସଭାରେ ଉତ୍କଳ ସାହିତ୍ୟ ସମାଜର ସଭାପତି ବିଜୟାନନ୍ଦ ସିଂ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ…
ମଦ କାରବାର ବନ୍ଦ ପ୍ରତିବାଦରେ ବିକ୍ଷୋଭ
ତାଳଚେର, ୧୨ା୬(ନି.ପ୍ର.): ତାଳଚେର ବ୍ଲକ କଣ୍ଡାଳ ପଞ୍ଚାୟତରେ ବେଆଇନ ମଦ କାରବାର ବନ୍ଦ କରାଯିବା ଦାବିରେ ବୁଧବାର ପଞ୍ଚାବାସୀ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ପଞ୍ଚାୟତରେ ତାଳବେଡା, ବାଲୁଙ୍ଗା, ବନମାଳିପୁର, ବିଦ୍ୟାଧରପୁର, ଯଦୁନାଥପୁର, ମଦନମୋହନପୁର, ବାଲୁଙ୍ଗା ହଟିଙ୍ଗ ଆଦି…
ସୋଲାର ମାଧ୍ୟମରେ ଗ୍ରାମକୁ ହେବ ଜଳ ଯୋଗାଣ
ବଇଣ୍ଡା,୧୨।୬(ଡି.ଏନ.ଏ.): ଗ୍ରାମାଞ୍ଚଳ ଓ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ବସବାସ କରୁଥିବା ଲୋକେ ପାନୀୟ ଜଳ ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମଋତୁରେ ଏହି ସମସ୍ୟା ଆହୁରି ଜଟିଳ ହୋଇପଡ଼ୁଛି। ତେବେ ଜନସାଧାରଣ ଏହି ସମସ୍ୟା ଆଉ ଭୋଗିବେ ନାହିଁ। ସୋଲାର…
ଏସ୍ପିଙ୍କ ଅଫିସ ସମ୍ମୁଖରେ ନିର୍ଯାତିତା ମା’ ଝିଅଙ୍କ ଧାରଣା
ଭଦ୍ରକ ଅଫିସ, ୧୨।୬: ପୋଲିସ ଅଭିଯୋଗକୁ ଗୁରୁତ୍ୱ ନ ଦେବାରୁ ଜଣେ ନିର୍ଯାତିତା ମହିଳା ଓ ତାଙ୍କ ୫ ବର୍ଷର ଝିଅ ବୁଧବାର ଭଦ୍ରକ ଜିଲା ଏସ୍ପିଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ। ଏସ୍ପି ରାଜେଶ ପଣ୍ଡିତ ଉକ୍ତ ମହିଳାଙ୍କୁ ଡାକି…
ପୋଲ ତଳୁ ମୃତଦେହ ଉଦ୍ଧାର: ଦୁର୍ଘଟଣା ସନ୍ଦେହ
କେନ୍ଦୁଝର,୧୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଗଜପୁର ଗ୍ରାମ ରାସ୍ତାର ଏକ ପୋଲତଳୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଗଜପୁର ଗ୍ରାମର ପଡୁ ନାଏକ। ପଡ଼ୁ ଗତକାଲି ରାତିରେ ସିଙ୍ଗପୁରରୁ ନିଜ ଗାଁ ଗଜପୁରକୁ ଫେରୁଥିବା…
Archives


