ରଜ ମହୋତ୍ସବରେ ପ୍ରତିଯୋଗିତା
ବନ୍ତ, ୧୬।୬ (ଡି.ଏନ.ଏ.) – ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବାବାମଣି ମିଶନ କ୍ଲବ ପକ୍ଷରୁ ରଜ ମହୋତ୍ସବ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଝୋଟି, ପୁଚି, କବାଡ଼ି, ତାସ, ଲୁଡୁ ଓ ମୁରୁଜ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା।…
ସ୍ନାନମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ
ବାରିପଦା ଅଫିସ,୧୬ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦ୍ୱାଦଶ ପ୍ରମୁଖ ଯାତା୍ର ମଧ୍ୟରୁ ସ୍ନାନ ଯାତ୍ରା ହେଉଛି ସ୍ବତନ୍ତ୍ର। ଜ୍ୟୋଷ୍ଠ ପୂର୍ଣ୍ଣିମା ତିଥିରେ ଏହା ପାରମ୍ପାରିକ ରୀତିରେ ପାଳିତ ହୋଇଥାଏ। ଦ୍ୱିତୀୟ ଶ୍ରୀକ୍ଷେତ୍ର ପରିଚୟ ପାଇଥିବା ବାରିପଦା ଜଗନ୍ନାଥ ମନ୍ଦିରର ସ୍ନାନମଣ୍ଡପରେ ସୋମବାର ଦର୍ଶନ…
ତିହିଡ଼ିରେ ବିଜେଡିର ରଜ ଭେଟ: ପରାଜୟର ସମୀକ୍ଷା କଲେ ନେତା
ତିହିଡି,୧୬।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନ ମଣ୍ତଳି ତିହିଡି ବ୍ଲକ ଅଧୀନ ଦୋଳସାହି ପଞ୍ଚାୟତର ବାସନ୍ତି ପଡିଆରେ ରବିବାର ମଧ୍ୟାହ୍ନରେ ବିଜେଡିର ରଜ ଭେଟି ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ…
ହାତୀ ଉପଦ୍ରବ : ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ
ସଜନାଗଡ଼,୧୬ା୬(ଡି.ଏନ୍.ଏ.) : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ କୁଲାଡିହା ପାଦଦେଶ ତିନିକୋଶିଆ ସଂରକ୍ଷିତ ଜଙ୍ଗଲକୁ ୨୮ଟି ଝାଡ଼ଖଣ୍ଡୀ ହାତୀ ପଶି ଆସିଛନ୍ତି। ଏହି ହାତୀପଲ ଶନିବାର ବିଳମ୍ବିତ ରାତିରେ ସଜନାଗଡ଼ ପଞ୍ଚାୟତର ତେଣ୍ଡା ଗ୍ରାମ ପାଖ ସାତଘାଟି ଏବଂ ମୁଣ୍ଡଘୂରା…
ନିଆରା ଢଙ୍ଗରେ ପାଳନ କରାଯାଏ ରଜ ଉତ୍ସବ
ଆନନ୍ଦପୁର,୧୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଭଣ୍ଡାରିଡିହା ପଞ୍ଚାୟତ ନରସିଂହପୁର ଗ୍ରାମରେ ନିଆରା ଢଙ୍ଗରେ ରଜ ଉତ୍ସବ ପାଳନ କରାଯାଉଛି। ଯାହାକୁ ଢିପାମାଡ଼ ପର୍ବ ବୋଲି କୁହାଯାଇଥାଏ। ଏଥିପାଇଁ ଗ୍ରାମବାସୀ ପହିଲି ରଜରେ ଗ୍ରାମଦେବୀ ମା’ ମଙ୍ଗଳାଙ୍କ ଆଜ୍ଞାମାଳ ନେଇ ଜଙ୍ଗଲରୁ…
ହଜ୍ ଯାତ୍ରୀଙ୍କୁ ତାଲିମ
ଭଦ୍ରକ ଅଫିସ,୧୬ା୬ : ଭଦ୍ରକ ଜିଲା ପୁରୁଣା ବଜାର ମଲିକ ମଇଦାନଠାରେ ହଜ୍ କରିବାକୁ ଯିବାକୁ ଥିବା ଲୋକଙ୍କୁ ତାଲିମ ପ୍ରଦାନ କରାଯାଉଛି l ଭଦ୍ରକ ହଜ୍ କମିଟି ପକ୍ଷରୁ ଏହି ତାଲିମ ପ୍ରଦାନ କରlଯାଉଥିବାବେଳେ ଯାତ୍ରା ସମୟରେ କେଉଁ ଦିଗ…
ଅଭିନବ ଉପାୟରେ ଚେନ୍ ଲୁଟିନେଲେ ଦୁର୍ବୃତ୍ତ
ଭଦ୍ରକ ଅଫିସ,୧୬ା୬: ସହର ମଧ୍ୟରୁ ଅଭିନବ ଉପାୟରେ ମହିଳାଙ୍କ ବ୍ୟାଗରୁ ସୁନା ଚେନ୍ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ରବିବାର ସକାଳେ ଭଦ୍ରକ ସହରର ବନ୍ତ ଛକ ନିକଟରେ ଏହି ଲୁଟ୍ ହୋଇଛି। ଆରଡ଼ି ଅଞ୍ଚଳରୁ ଜନୈକା ମହିଳା ପରିବାର ଲୋକଙ୍କ ସହ…
ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼
ଢେଙ୍କିକୋଟ, ୧୬ା୬(ଡି.ଏନ୍.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା ଠାକୁରାଣୀଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ…
ବିଭିନ୍ନ ସମସ୍ୟାରେ ଚମ୍ପୁଆ ଉପଡାକଘର : ବଢ଼ୁଛି ଅସନ୍ତୋଷ
ଚମ୍ପୁଆ, ୧୬ା୬(ଡି.ଏନ୍.ଏ.)- ଚମ୍ପୁଆ ସଦର ମହକୁମାରେ ଥିବା ଉପଡାକଘରେ ଦୀର୍ଘଦିନ ଧରି ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ନୂତନ ପାସ୍ବହି ଖୋଲା ନ ଯାଇ ପଡିରହିଥିବା ଦେଖିବାକୁ ମିଳିଛି। ଏ ନେଇ ବର୍ତ୍ତମାନର ପୋଷ୍ଟମାଷ୍ଟର ଲିଙ୍ଗରାଜ ପାତ୍ରଙ୍କୁ ପଚାରିବାରୁ ପୂର୍ବରୁ ଥିବା ପୋଷ୍ଟମାଷ୍ଟରମାନେ…
ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ
କେନ୍ଦୁଝର,୧୬ା୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ ସବୁ ଫେଲ୍ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଏଣୁ ଏହି ବ୍ଲକ ଅଞ୍ଚଳରେ…
ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ:ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା
ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ ନଦୀକୁ ଡେଇଁପଡ଼ି ନିଖୋଜ ହୋଇଯାଇଛନ୍ତି। ତାଙ୍କ ଘର ଚାନ୍ଦବାଲି ଥାନା ଅନ୍ତର୍ଗତ ପାଞ୍ଚପଡ଼ା ଗଁାରେ।…
୧୮ରେ ରାଜ୍ୟପାଳଙ୍କ କପ୍ତିପଦା ଗସ୍ତ
କପ୍ତିପଦା, ୧୬।୬ (ଡ଼ି.ଏନ୍.ଏ.)- ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆସନ୍ତା ୧୮ ତାରିଖରେ ମୟୂରଭଞ୍ଜ ଜିଲାର କପ୍ତିପଦା ବ୍ଲକ୍ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି। ସେ କପ୍ତିପଦା ବ୍ଲକ୍ର ଜଡ଼ିଦା ମଧ୍ୟଇଂରାଜୀ ବିଦ୍ୟାଳୟର ସୁବର୍ଣ୍ଣ…
Archives


