ବାଲେଶ୍ୱର

ବଡ଼ବିଲ କୋର୍ଟ ମାଜିଷ୍ଟ୍ରେଟ୍‌ଙ୍କ ବଦଳି: ଖାଲି ପଡ଼ିଲା ପଦବୀ, କାର୍ଯ୍ୟ ବାଧାପ୍ରାପ୍ତ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍‌ କମ୍‌ ଜେଏମ୍‌ଏଫ୍‌ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟର ମାଜିଷ୍ଟ୍ରେଟ ଆଲୋକ ପଣ୍ଡାଙ୍କର କୋରାପୁଟ ସେମିଳିଗୁଡ଼ାକୁ ବଦଳି ହୋଇଥିବାବେଳେ ଏହି ପଦବୀ ଖାଲି ପଡ଼ିଛି। ଫଳରେ କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଗତ…

ଚୋରି ବାଇକ ଉଦ୍ଧାର, ଦୁଇ କୋର୍ଟ ଚାଲାଣ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନରୋଡ୍‌ରୁ ଗତ ସୋମବାର ଚୋରି ହୋଇଥିବା ବାଇକକୁ ପୋଲିସ ଉଦ୍ଧାର କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ ପୌରାଞ୍ଚଳ ୪…

ପିତା ହତ୍ୟାକାରୀ ପୁଅଙ୍କୁ ଆଜୀବନ ଜେଲ୍‌

ଆନନ୍ଦପୁର, ୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ୨୦୧୬ ମସିହାରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ପିତା ହତ୍ୟାକାରୀ ପୁଅକୁ ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ଗ୍ରାମର…

ସ୍ତ୍ରୀଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରି ସ୍ବାମୀଙ୍କ ଆତ୍ମହତ୍ୟା

ଆନନ୍ଦପୁର,୨୬।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ବାରିଗାଁ ଗ୍ରାମରେ ଏକ ଅଭାବନୀୟ ଘଟଣାକ୍ରମରେ ବୃଦ୍ଧ ସ୍ବାମୀ ନିଜ ପତ୍ନୀଙ୍କୁ ଏକ ଭୁଜାଲିରେ ଆକ୍ରମଣ କରି ବିଷପିଇ ଆତ୍ମହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମୃତ ସ୍ବାମୀ ହେଲେ ନବଘନ ସାହୁ(୬୫)।…

ଆଡ଼ିଆ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ବନ୍ତ,୨୬।୬(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବାବାଜୀ ନାୟକଙ୍କ ୧ ଓ ଜଗବନ୍ଧୁ ନାୟକଙ୍କ ୧ ବଖରା ଘର ସହିତ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଖବର…

ଜଳ ନିଷ୍କାସନ ଦାବିରେ ରାସ୍ତାରୋକୋ

ବାସୁଦେବପୁର,୨୬।୬(ଡି.ଏନ୍‌.ଏ.): ବାସୁଦେବପୁର-ଜାମୁଝାଡ଼ି ରାସ୍ତାର ନରସିଂହପୁର ବଜାରଠାରେ ପଞ୍ଚାୟତବାସୀଙ୍କ ପକ୍ଷରୁ ରାସ୍ତାରୋକୋ କରାଯାଇଛି। ପଞ୍ଚାୟତ ଦେଇ ଯାଇଥିବା କାଡ଼ା ନାଳ ଓ ଡ୍ରେନେଜ୍‌କୁ ପୋତି ଦିଆଯାଇଥିବାରୁ ଜଳ ନିଷ୍କାସନଜନିତ ଗୁରୁତର ସମସ୍ୟା ଦେଖାଦେଇଛି। ଫଳରେ ଅସରାଏ ବର୍ଷାରେ ପଞ୍ଚାୟତ ଜଳାର୍ଣ୍ଣବ ହୋଇପଡ଼ୁଛି। ଡ୍ରେନେଜ…

ଦୁଇମାସ ପୂରିନି : ପିଚୁ ଉଠି ଗଲାଣି

ପାଟଣା,୨୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶିରୁ ମଲ୍ଲୀପଶି ପଶି ପାର୍ଯ୍ୟନ୍ତ ୪କି.ମି. ରାସ୍ତା କୁ ଗ୍ରାମ ଉନ୍ନୟନ ବିଭାଗ ତରଫରୁ ଦେଢ଼ କୋଟି ଟଙ୍କା ବ୍ୟୟ ଅଟକଳରେ ପିଚୁ କରାଯାଇଥିଲା। ୨ ମାସ ହୋଇନି ରାସ୍ତାରୁ ପିଚୁ ଉଠିଗଲାଣି ବୋଲି…

କ୍ୟାନସର ପୀଡିତ ହୀନସ୍ତା: ଦଲାଲ କବଳରେ ରୋଗୀ

କେନ୍ଦୁଝର, ୨୬ା୬ (ସ୍ବ.ପ୍ର.)-ସରକାର ଗରୀବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ସହ କ୍ୟାନସର ରୋଗୀଙ୍କ ଲାଗି ମଧ୍ୟ ମାଗଣା ଚିକିତ୍ସା ବ୍ୟବସ୍ଥା କରିଛନ୍ତି। କିନ୍ତୁ କେନ୍ଦୁଝର ଜିଲାର ସାହାରପଡା ବ୍ଲକର ଖଜିରାପାଟ ପଞ୍ଚାୟତର ଦୁଆଘାଟର କ୍ଷେତ୍ରବାସୀ ଦେହୁରୀ (୫୦) ନାମକ ଜଣେ…

ମହିଳା, ଯୁବକଙ୍କୁ ଲଣ୍ଡା କରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୬ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଜନୈକା ବିବାହିତା ମହିଳା ଓ ଜଣେ ଯୁବକଙ୍କୁ କଙ୍ଗାରୁ କୋର୍ଟ ଦ୍ୱାରା ନିର୍ଯାତନା ସହ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ…

ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର:ହତ୍ୟା ସନ୍ଦେହ

ବାଲେଶ୍ୱର ଅଫିସ, ୨୬।୬-ବାଲେଶ୍ୱର ସଦର ଥାନା ଫକୀରମୋହନ ନଗରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ଅପରାହ୍ନ ସମୟରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରିବାର ଲୋକ ତାଙ୍କ ପୁଅକୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି। ଖବର ଲେଖାଯିବା…

ଚିତି ସାପ କାମୁଡ଼ାରେ ମହିଳା ମୃତ

କେନ୍ଦୁଝର, ୨୫ା୬ (ସ୍ବ.ପ୍ର.)-ବିଷାକ୍ତ ସାପ କାମୁଡ଼ାରେ ଆଉ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ନିରାଶ ମୁଣ୍ଡା (୩୦)। ଘର ବାଉଁଶୂଳୀ ଗ୍ରାମରେ ବୋଲି ଜଣାପଡିଛି । ସୋମବାର ରାତିରେ ଘରେ ତଳେ ଶୋଇଥିବା ବେଳେ ଏକ ଚିତିସାପ କାମୁଡିଦେଇଥିଲା।…

ଜଳେଶ୍ୱର ସହର ଜଳଖିଆ ଦୋକାନ ଉପରେ ସ୍ବାସ୍ଥ୍ୟ ବିଭାଗର ଚଢାଉ: ଖାଦ୍ୟର ମାନ ଯାଞ୍ଚ କଲେ ଅଧିକାରୀ

ଜଳେଶ୍ୱର, ୨୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ସହରର ବିଭିନ୍ନ ବଜାରରେ ଥିବା ଜଳଖିଆ ଦୋକାନ ଉପରେ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ପକ୍ଷରୁ ଚଢାଉ କରାଯାଇ ଖାଦ୍ୟର ମାନ ଯାଞ୍ଚ କରାଯାଇଛି। ସିଡିଏମ୍‌ଓ ଦୁଲାଲସେନ ଜଗଦେବଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ନିରାପତ୍ତା ଅଧିକାରୀ ଅନୁଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?