ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ସଜନାଗଡ଼,୧୯।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଜଙ୍ଗଲରୁ ମଙ୍ଗଳବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ସେ ହେଲେ ବରହମପୁର ଥାନା ଅଧୀନ କେସିପୁର ପଞ୍ଚାୟତ ତରତରି ଗ୍ରାମର କାଳିନ୍ଦି ମାରାଣ୍ଡିଙ୍କ ଝିଅ ରଶ୍ମି। ମଙ୍ଗଳବାର କାଳବୈଶାଖୀ ପରେ ଜଙ୍ଗଲରୁ ଦୁର୍ଗନ୍ଧ…
କପ୍ତିପଦାରେ ଗଣ ମହୋତ୍ସବ ‘ବିରାଟ’ ଉଦଘାଟିତ: ’ମହୋସତ୍ବ ମାଧ୍ୟମରେ ସବୁ ବିଭେଦର ବିଲୟ ଘଟେ’
କପ୍ତିପଦା,୧୯ା୬(ଡ଼ି.ଏନ୍.ଏ)- ମହୋତ୍ସବ ମାଧ୍ୟମରେ ଜାତିବାଦ, ଆତଙ୍କବାଦ, ସନ୍ତ୍ରାସବାଦ ଭଳି ସବୁ ବିଭେଦର ବିଲୟ ଘଟେ । ସମଗ୍ର ବିଶ୍ୱରେ ଭାରତ ହିଁ ଅନନ୍ୟ ତାର ବିଶ୍ୱ ଭାତୃତ୍ୱର ମହାଚେତନା ପାଇଁ । ଯୋଗ ହିଁ ଏହି ମହାଚେତନାର ମୂଳଧର ବୋଲି ସୋମବାର…
ହଳଦୀପଦା ରେଳ ଷ୍ଟେଶନକୁ ଅଣଦେଖା
ରୂପ୍ସା, ୧୯।୬(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳ ଷ୍ଟେଶନ ଗମନାଗମନ କ୍ଷେତ୍ରରେ ଗୁରୁତ୍ୱ ବହନ କରିଆସୁଛି। ୬୦ବର୍ଷ ପୂର୍ବରୁ ଏହି ଷ୍ଟେଶନ ସ୍ଥାପନ ହୋଇଥିଲେ ବି ଏଯାବତ୍ ଏହାର ସାମଗ୍ରିକ ବିକାଶ ହୋଇପାରିନାହଁି। ପ୍ରତିମାସ ଏହି…
ବାହାନଗା ଲେବଲକ୍ରସିଂରେ ଓଭରବ୍ରିଜ୍ ନିର୍ମାଣ ଦାବିକେନ୍ଦ୍ର, ରାଜ୍ୟଯନ୍ତ୍ରୀଙ୍କ ମିଳିତ ଅନୁଧ୍ୟାନ
ବାହାନଗା, ୧୯ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହକୁମା ଦେଇ ଯାଇଥିବା ରେଲୱେ ବିଭାଗର ଲେଭଲ କ୍ରସିଂରେ ଓଭରବ୍ରିଜ୍ ନିର୍ମାଣ ହେବା ନେଇ ଦୀର୍ଘଦିନ ହେଲା ଦାବି ହୋଇଆସୁଥିଲା। ମଙ୍ଗଳବାର ରାଜ୍ୟ ସରକାରଙ୍କ ବିଭାଗୀୟ ଯନ୍ତ୍ରୀ ଓ କେନ୍ଦ୍ର ରେଲୱେ ମନ୍ତ୍ରଣାଳୟର ଯନ୍ତ୍ରୀମାନଙ୍କୁ…
କମେଣ୍ଟମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ଫୋର୍ସ ମୁତୟନ
ବନ୍ତ,୧୮।୬(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଥାନା ଅଧୀନ ପୁରୁଷଣ୍ଢ ଗ୍ରାମର ବଣିଆ ସାହି ଓ କୋଦମଛକି ସାହିର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ପରିସ୍ଥିତି ଅଣାୟତ ହୋଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ସ୍ଥାନୀୟ ଲକ୍ଷ୍ମୀବଜାର ଛକରେ ପୋଲିସ…
ଅନ୍ତର୍ଦେଶୀୟ ଜଳ ପରିବହନ କର୍ମଚାରୀଙ୍କ ଆନ୍ଦୋଳନ
ଚାନ୍ଦବାଲି,୧୮ା୬(ଡି.ଏନ.ଏ)-ଦୁଇଦଫା ଦାବି ନେଇ ଭଦ୍ରକ ଜିଲା ଚାନ୍ଦବାଲିରେ ଥିବା ଅନ୍ତ ର୍ଦେଶୀୟ ଜଳ ପରିବହନ ସଂସ୍ଥା (ଆଇଡବ୍ଲ୍ୟଟି)ର ୧୨ ଜଣ ଯାନ୍ତ୍ରିକ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଗତ ଶନିବାର କାର୍ଯ୍ୟାଳୟ ଉପରେ ଲୋକଙ୍କ ଚଢାଉ ନେଇ ସେମାନେ ମୁଖ୍ୟତଃ ନିଜର…
ପାଠ ପଢିବାକୁ ଯାଇ ମନୋରଞ୍ଜନ ପଞ୍ଜାବରେ ନିଖୋଜ, ଆଶା ଆଶଙ୍କାରେ ପରିବାର
ଭଦ୍ରକ ଅଫିସ, ୧୮ା୬- ଭଦ୍ରକ ବ୍ଲକ ଜଗନ୍ନାଥପୁର ଗାଁର ତ୍ରୈଲୋକ୍ୟ ସାହୁଙ୍କ ସାନପୁଅ ମନୋରଞ୍ଜନ ସାହୁ(୨୨) ଉଚ୍ଚଶିକ୍ଷା ଲାଭ କରିବାଲାଗି ଗତବର୍ଷ ପଞ୍ଜାବକୁ ଯାଇ ଭଟିଣ୍ଡା ଠାରେ ଥିବା ସେଣ୍ଟ୍ରାଲ ୟୁନିଭର୍ସିଟ୍ ଅଫ ପଞ୍ଜାବରେ ନାମ ଲେଖାଇ ମେଡିସ୍ନାଲ କେମେଷ୍ଟ୍ରିରେ ଏମ୍ଏସି…
ରଙ୍ଗ ମିସ୍ତ୍ରୀ କାମ କରି ସୁନାଗହଣା ନେଇ ଚମ୍ପଟ, ଯାଜପୁର ରେଳଷ୍ଟେଶନରୁ ଅଭିଯୁକ୍ତ ଗିରଫ
ଢେଙ୍କିକୋଟ, ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ତୋରାଣିପୋଖରୀ ଗ୍ରାମର ପ୍ରଶ୍ନଜିତ୍ ମିଶ୍ରଙ୍କ ଘରେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିବା ଜଣେ ଯୁବକ ମଙ୍ଗଳବାର ଦ୍ୱିପ୍ରହର ସମୟରେ ସୁନାଗହଣା ଧରି ଚମ୍ପଟ ମାରିଥିଲେ। ଘରମାଲିକ ପ୍ରଶ୍ନଜିତ୍ ଏହା…
ମନ୍ଦିରରେ ବିଜେ ହେଲେ ପଟିଦିଅଁ
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି କଲଚୁରାଲ ଏକାଦେମିର ମିଳିତ ସହଯୋଗରେ ରେମୁଣା ବାମପଦାସ୍ଥିତ ନୋସି ବିଜିନେସ୍ ପାର୍କଠାରେ ଆୟୋଜିତ ପଟିଦିଅଁ ଅଙ୍କନ ଉତ୍ସବ ସୋମବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ସ୍ବୀକୃତି ପ୍ରଦାନ କରିଥିବା ନୀଳଗିରି ଜଗନ୍ନାଥ ମନ୍ଦିର, ମୋତିଗଞ୍ଜ…
ପ୍ରତିଶ୍ରୁତି ପୂରଣ କଲାନି ଏସ୍ଆର୍ ଷ୍ଟିଲ୍ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ
ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍ଆର୍ ଷ୍ଟିଲ୍ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟଠାରେ ଧାରଣା ଦେଇଛନ୍ତି। କମ୍ପାନୀ ନିର୍ମାଣ ହେବା ଦିନଠାରୁ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ପାନୀୟଜଳ,…
ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ
ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ ଧୂଳି ଦେଇ କୁଲଡ଼ିହା ଅଭୟାରଣ୍ୟ ଭିତରକୁ ପଶିଯାଇଥିଲେ। କିନ୍ତୁ କୁଲଡ଼ିହା ଅଭୟାରଣ୍ୟ ଭିତରେ…
ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ବ୍ରାଉନ୍ସୁଗାର ଜବତ: ୪ ଗିରଫ
ବାଲେଶ୍ୱର ଅଫିସ,୧୮।୬: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରି ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ଏକ କାରରେ ଯାଉଥିବା ୧ କିଲୋରୁ ଊଦ୍ଧର୍ବ ବ୍ରାଉନସୁଗାର ଜବତ କରିଛି। ଏହା ସହ ଏହି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ…
Archives


