ବାଲେଶ୍ୱର

ଶାସଙ୍ଗ ଶ୍ରୀଜଗନ୍ନାଥ ମନ୍ଦିରରେ ପଟିଦିଅଁ ସେବା

ବାଲେଶ୍ୱର ଅଫିସ, ୨୪।୬-ବାଲେଶ୍ୱର ସଦର ବ୍ଲକ ଶାସଙ୍ଗ ଗ୍ରାମରେ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ସନ୍ଧ୍ୟାରେ ପଟିଦିଅଁମାନଙ୍କୁ ଏକ ଶୋଭାଯାତ୍ରାରେ ଆଣି ମନ୍ଦିରରେ ପହଞ୍ଚାଇବା ପରେ ଠାକୁରମାନଙ୍କଠାରେ ଅନ୍ନଭୋଗ ଲାଗି ପହଣ୍ଡିରେ ଅଣସର ଗୃହକୁ ବିଜେ କରାଯାଇଥିଲା। ତା’ ପରେ ଅଣସର ସମ୍ମୁଖ…

ବର୍ଦ୍ଧିତ ଭତ୍ତାରୁ ବଞ୍ଚତ୍ତ ଜଗବନ୍ଧୁ

ବନ୍ତ, ୨୪।୬ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଗରିବ ବୃଦ୍ଧାବୃଦ୍ଧ, ବିଧବାମାନଙ୍କୁ ସେବା ଯୋଗାଇଦେବା ଲକ୍ଷ୍ୟରେ ଭତ୍ତା ପ୍ରଦାନର ସୁବିଧା କରିଛନ୍ତି। ମାତ୍ର ଏହି ଯୋଜନାର ସୁଫଳ ପ୍ରକୃତ ହିତାଧିକାରୀମାନେ ପାଇପାରୁ ନାହାନ୍ତି। ରାଜ୍ୟ ସରକାର ୬୦ବର୍ଷରୁ…

କମ୍ପାନୀର ଜବରଦଖଲରେ ଚାଷଜମି – ଶାଗମାଛ ଦରରେ ଜମି ନେଇ ଯାଉଛି କମ୍ପାନୀ

ଯୋଡ଼ା,୨୪।୬(ଡ଼ିଏନଏ)- ସାଧାରଣ ଲୋକଙ୍କ ଜମିକୁ ବିଭିନ୍ନ ଉପାୟରେ ଶାଗମାଛ ମୂଲ୍ୟରେ ଟାଟା କମ୍ପାନୀ କିପରି ନିଜ ଅଧୀନକୁ ନେଉଛି, ତାର ଆଉ ଏକ ଉଦାହରଣ ଏବେ ଲୋକଲୋଚନକୁ ଆସିଛି। କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ାଠାରେ ରହୁଥିବା ସୁରେଶ ପଲେଇ ତାଙ୍କ…

ମୁଣ୍ଡ କାଟି ଗଛରେ ଟାଙ୍ଗିଦେଲେ; ୨ ଦିନ ପରେ ମିଳିଲା ମୃତଦେହ

କେନ୍ଦୁଝର,୨୪ା୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରି ତାଙ୍କ ମୁଣ୍ଡ କାଟି ଏକ ଗାମୁଛାରେ ଗୁଡାଇ ଗଛରେ ଟାଙ୍ଗିଦେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ନୟାକୋଟ ଥାନା ପୋଲିସ ରବିବାର ଘଟଣାସ୍ଥଳକୁ…

ଚାକିରି ଦେବା ନାଁରେ ଠକେଇ; ୪ ଯୁବତୀ ସମେତ ୬ ଗିରଫ

କେନ୍ଦୁଝର,୨୪ା୬ (ସ୍ବ.ପ୍ର.)-ଏକ ମାର୍କେଟିଂ ସଂସ୍ଥା ଖୋଲି ବେକାର ଯୁବତୀଯୁବକଙ୍କୁ ଚାକିରି ଦେବା ପ୍ରଲୋଭନ ଦେଖାଇ ଠକିଥିବା ଅଭିଯୋଗରେ କେନ୍ଦୁଝର ଟାଉନ ଥାନା ପୋଲିସ ୪ ଯୁବତୀଙ୍କ ସମେତ ୬ ଜଣଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଏନେଇ ଥାନାରେ ଏକ…

ସପ୍ତମ ଦିନରେ ଆମରଣ ଅନଶନ:୮ ଗୁରୁତରଙ୍କୁ ଚିକିତ୍ସାଳୟରେ ଭର୍ତ୍ତି

ଚମ୍ପୁଆ,୨୩ା୬(ଡି.ଏନ.ଏ.)-ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟ ଠାରେ ଏସ୍‌ଆର୍‌ କମ୍ପାନୀର ମନମୁଖୀ କାର୍ଯ୍ୟକୁ ବିରୋଧ କରି ବଡକାଳିମାଟି ଗ୍ରାମବାସୀଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ସପ୍ତମ ଦିନରେ ପହଞ୍ଚିଛି। ଏହାଫଳରେ ୮ଜଣ ଗୁରୁତର ହେବାରୁ ଚମ୍ପୁଆ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିବା ବେଳେ ଜଣକୁ ଜିଲା ଚିକିତ୍ସାଳୟକୁ…

ଚିକିତ୍ସା ପାଇଁ ଏମ୍‌ସରେ ଭର୍ତ୍ତି ହେଲେ ଶୀତଲ

ଭଦ୍ରକ ଅଫିସ, ୨୩।୬ – ୧୧ ମାସ ପୂର୍ବେ ଭଦ୍ରକ ରାହାଞ୍ଜ ଟ୍ରକ୍‌ ଦୁର୍ଘଟଣାରେ ଆହତ ହୋଇଥିବା ଶୀତଲ ସାହୁଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ବୋଲି ସ୍ଥାନୀୟ ବିଧାୟକ ସଞ୍ଜୀବ ମଲ୍ଲିକ ତିନିଦିନ ତଳେ ଘୋଷଣା କରିଥିଲେ। ବିଧାୟକ…

ପ୍ରଦୂଷିତ ହେଉଛି ବୈତରଣୀ : ମୁଖ୍ୟ କାରଣ ସାଜିଛି ବିଭାଗୀୟ ଉଦାସୀନତା

ଆନନ୍ଦପୁର,୨୩ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ଦେଇ ପ୍ରବାହିତ ବୈତରଣୀ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ଏଥିପ୍ରତି ଆନନ୍ଦପୁର ପୌରପାଳିକାର ନଜର ପଡୁନି। ବିପର୍ଯ୍ୟସ୍ତ ପରିମଳ ନେଇ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରକାଶ ସତ୍ତ୍ୱେ ପୌରପାଳିକା ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ…

ବାହାନଗାରେ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟ ଲୋପ ଲାଇନ୍‌ରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସୋରରୁ ଦୁଇଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମାତ୍ର ଏହାର କାରଣ…

ଅବକାରୀ ବିଭାଗର ଚଢ଼ାଉ: ମହିଳା ସମେତ ୫ ଗିରଫ

ଜଳେଶ୍ୱର, ୨୩।୬ : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିିଆ ଥାନା ଅଧୀନ ଦକ୍ଷିଣପ୍ରହରାଜପୁର, ପ୍ରହରାଜପୁର, ବେହେରା ସାହି, ମୁଣତୁଣିଆ ଆଦି ଅଞ୍ଚଳରେ ରବିବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଅବକାରୀ ଅଧୀକ୍ଷକ ରାଜେନ୍ଦ୍ର କୁମାର ଭତ୍ରାଙ୍କ ନିର୍ଦ୍ଦେଶରେ ହୋଇଥିବା…

୪ ଦୋକାନରୁ ଚୋରି: ପୋଲିସ ପାଟ୍ରୋଲିଂକୁ ନେଇ ପ୍ରଶ୍ନବାଚୀ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକକାଳୀନ ୪ଟି ଦୋକାନରେ ଚୋରି ହୋଇଛି। ଏ ନେଇ ସ୍ଥାନୀୟ ଲୋକେ ପୋଲିସ ପାଟ୍ରୋଲିଂକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ଦୋକାନ ମାଲିକମାନେ ଗୋପାଳପୁର ଫାଣ୍ଡିରେ ଅଭିଯୋଗ…

୬ ଖଣି ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ ସାର୍ଟିଫିକେଟ ମାମଲାରେ ଓ୍ବାରେଣ୍ଟ ଜାରି

କେନ୍ଦୁଝର, ୨୩ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିପୁଳ ଖଣିଜ ସମ୍ପଦ ଲୁଟ କରିଥିବା ୩୧ ଖଣିର ୨୩ ଲିଜଧାରୀଙ୍କଠାରୁ ୬୩୫୦ କୋଟି ଟଙ୍କା ଜରିମାନା ଆଦାୟ ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାମଧ୍ୟରେ ବର୍ଷାଧିକ ସମୟ ବିତିଲାଣି। କିନ୍ତୁ ସମ୍ପୃକ୍ତ ସବୁ ଖଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?