ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ
କେନ୍ଦୁଝର,୧୭।୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ ସବୁ ଫେଲ୍ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଏଣୁ ଏହି ବ୍ଲକ ଅଞ୍ଚଳରେ…
ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା
ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ ନଦୀକୁ ଡେଇଁପଡ଼ି ନିଖୋଜ ହୋଇଯାଇଛନ୍ତି। ତାଙ୍କ ଘର ଚାନ୍ଦବାଲି ଥାନା ଅନ୍ତର୍ଗତ ପାଞ୍ଚପଡ଼ା ଗାଁରେ।…
ରେଲୱେ କ୍ରାଇମବ୍ରାଞ୍ଚ ଦ୍ୱାରା ଟିକେଟ ଦଲାଲ ଗିରଫ: ୩ ଲକ୍ଷ ୯୨ ହଜାର ୩୭୦ ଟଙ୍କାର ଟିକେଟ ଜବତ
ବାଲେଶ୍ୱର ଅଫିସ, ୧୭।୬-ବାଲେଶ୍ୱର ରେଳଷ୍ଟେଶନ ଟିକେଟ କାଉଣ୍ଟରରୁ ଜଣେ ଦଲାଲ ବାରମ୍ବାର ଟିକେଟ କାଟିବାକୁ ଯା’ଆସ କରୁଥିବା ଦେଖି ବାଲେଶ୍ୱର ଆରପିଏଫ୍ ଏବଂ ଖଡଗପୁର ରେଲୱେ କ୍ରାଇମବ୍ରାଞ୍ଚ ଟିମ୍ ମିଳିତ ଭାବେ ଚଢାଉ କରିଥିଲେ। ଦଲାଲଙ୍କୁ ଗିରଫ କରାଯିବା ସହ ତାଙ୍କଠାରୁ…
ଋଣଭାର ସହି ନ ପାରି ଛତୁ ଚାଷୀଙ୍କ ଆତ୍ମହତ୍ୟା
ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ଚାଷୀ ଋଣ ଭାର ସହି ନ ପାରି ଶେଷରେ ଆତ୍ମହତ୍ୟା ପନ୍ଥା…
ଆତଙ୍କ ଖେଳାଉଛନ୍ତି ଝାଡ଼ଖଣ୍ଡ ହାତୀ
ସଜନାଗଡ଼, ୧୭ା୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡିହା ପାଦଦେଶରେ ଥିବା ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୨୮ ଝାଡ଼ଖଣ୍ଡ ହାତୀ ଓ ୫ ଛୁଆ ହାତୀ ଆତଙ୍କ ଖେଳାଉଛନ୍ତି। ୬ଦିନ ହେଲେ ହାତୀପଲ ଘରଦ୍ୱାର ଭାଙ୍ଗିବା ସହ ଧାନ ଚାଉଳ ଖାଇ…
ଆମ୍ବ ଚାଷୀଙ୍କ ବଇରି ସାଜିଛନ୍ତି ହାତୀ
ଚମ୍ପୁଆ, ୧୬।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ଉପାନ୍ତ ଚମ୍ପୁଆ ସେକ୍ସନ ଅଧୀନ ବନାଞ୍ଚଳରେ ମାସେ ହେବ ହାତୀ ଉପଦ୍ରବ ଜାରିିରହିଛି। ସେମାନେ ଦିନରେ ଝାଡଖଣ୍ଡ ବନାଞ୍ଚଳରେ ରହି ରାତିରେ ଓଡିଶା ସୀମାକୁ ଆସି ଆମ୍ବ ବଗିଚା ସମେତ ବିଭିନ୍ନ ଫସଲ ଉଜାଡି…
ବାର ମାଲିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ
ଯୋଡ଼ା,୧୬।୬(ଡ଼ି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଥିବା ଏକ ବାରରେ ପଶି ବାର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଲୁଟି ନେବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉଲି ହଟିଂର ପ୍ରଶାନ୍ତ ରାଜ ଓରଫ…
ରଜ ମହୋତ୍ସବରେ ପ୍ରତିଯୋଗିତା
ବନ୍ତ, ୧୬।୬ (ଡି.ଏନ.ଏ.) – ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବାବାମଣି ମିଶନ କ୍ଲବ ପକ୍ଷରୁ ରଜ ମହୋତ୍ସବ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଝୋଟି, ପୁଚି, କବାଡ଼ି, ତାସ, ଲୁଡୁ ଓ ମୁରୁଜ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା।…
ସ୍ନାନମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ
ବାରିପଦା ଅଫିସ,୧୬ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦ୍ୱାଦଶ ପ୍ରମୁଖ ଯାତା୍ର ମଧ୍ୟରୁ ସ୍ନାନ ଯାତ୍ରା ହେଉଛି ସ୍ବତନ୍ତ୍ର। ଜ୍ୟୋଷ୍ଠ ପୂର୍ଣ୍ଣିମା ତିଥିରେ ଏହା ପାରମ୍ପାରିକ ରୀତିରେ ପାଳିତ ହୋଇଥାଏ। ଦ୍ୱିତୀୟ ଶ୍ରୀକ୍ଷେତ୍ର ପରିଚୟ ପାଇଥିବା ବାରିପଦା ଜଗନ୍ନାଥ ମନ୍ଦିରର ସ୍ନାନମଣ୍ଡପରେ ସୋମବାର ଦର୍ଶନ…
ତିହିଡ଼ିରେ ବିଜେଡିର ରଜ ଭେଟ: ପରାଜୟର ସମୀକ୍ଷା କଲେ ନେତା
ତିହିଡି,୧୬।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନ ମଣ୍ତଳି ତିହିଡି ବ୍ଲକ ଅଧୀନ ଦୋଳସାହି ପଞ୍ଚାୟତର ବାସନ୍ତି ପଡିଆରେ ରବିବାର ମଧ୍ୟାହ୍ନରେ ବିଜେଡିର ରଜ ଭେଟି ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ…
ହାତୀ ଉପଦ୍ରବ : ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ
ସଜନାଗଡ଼,୧୬ା୬(ଡି.ଏନ୍.ଏ.) : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ କୁଲାଡିହା ପାଦଦେଶ ତିନିକୋଶିଆ ସଂରକ୍ଷିତ ଜଙ୍ଗଲକୁ ୨୮ଟି ଝାଡ଼ଖଣ୍ଡୀ ହାତୀ ପଶି ଆସିଛନ୍ତି। ଏହି ହାତୀପଲ ଶନିବାର ବିଳମ୍ବିତ ରାତିରେ ସଜନାଗଡ଼ ପଞ୍ଚାୟତର ତେଣ୍ଡା ଗ୍ରାମ ପାଖ ସାତଘାଟି ଏବଂ ମୁଣ୍ଡଘୂରା…
ନିଆରା ଢଙ୍ଗରେ ପାଳନ କରାଯାଏ ରଜ ଉତ୍ସବ
ଆନନ୍ଦପୁର,୧୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଭଣ୍ଡାରିଡିହା ପଞ୍ଚାୟତ ନରସିଂହପୁର ଗ୍ରାମରେ ନିଆରା ଢଙ୍ଗରେ ରଜ ଉତ୍ସବ ପାଳନ କରାଯାଉଛି। ଯାହାକୁ ଢିପାମାଡ଼ ପର୍ବ ବୋଲି କୁହାଯାଇଥାଏ। ଏଥିପାଇଁ ଗ୍ରାମବାସୀ ପହିଲି ରଜରେ ଗ୍ରାମଦେବୀ ମା’ ମଙ୍ଗଳାଙ୍କ ଆଜ୍ଞାମାଳ ନେଇ ଜଙ୍ଗଲରୁ…
Archives


