ବାଲେଶ୍ୱର

ଶୀତଲଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ବିଧାୟକ

ଭଦ୍ରକ ଅଫିସ, ୨୨।୬ – ୧୧ ମାସ ତଳେ ଭଦ୍ରକ ରାହାଞ୍ଜ ଟ୍ରକ୍‌ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଶୀତଲ ସାହୁଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ବହନ କରିବେ ବୋଲି ଘୋଷଣା କରିଛନ୍ତି। ବିଧାୟକ ମଲ୍ଲିକ…

ପୁତୁରାଙ୍କୁ ଆକ୍ରମଣ ମାମଲା:ଦାଦାଙ୍କୁ ୬ ବର୍ଷ ଜେଲ୍‌,୧୦ ହଜାର ଜରିମାନା

ଭଦ୍ରକ ଅଫିସ, ୨୨।୬ – ଭଦ୍ରକ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶୁକ୍ରବାର ପୁତୁରାକୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ଦାଦା ବାସୁଦେବପୁର ଥାନା ଅଧୀନ ବୈକୁଣ୍ଠପୁର ଗ୍ରାମର ବିପିନ ବାରିକଙ୍କୁ ଦୋଷୀ ସାବ୍ୟସ୍ତ କରି ୬ ବର୍ଷ ଜେଲ୍‌…

ମନ୍ଦିର ପରିଚାଳନାରେ ଅବ୍ୟବସ୍ଥା:ପାଣିଟାଙ୍କିରେ ମଲାକାଉ

ଆରଡ଼ି, ୨୨।୬ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣି ମନ୍ଦିର ପରିଚାଳନାରେ ତ୍ରୁଟି ଘଟିଛି। ମନ୍ଦିର ରୋଷେଇ ଘର ଛାତ ଉପରେ ଥିବା ଏକ ପାଣିଟାଙ୍କିରେ ମଲାକାଉ ପଡ଼ିଥିବା ଶୁକ୍ରବାର ଦେଖିବାକୁ ମିଳିଥିଲା। ଏହାକୁ ନେଇ ସେବାୟତ ଓ…

ସ୍ଥିତି ହରାଇଲାଣି କୁଣ୍ଡିନଈ

ତିହିଡି, ୨୨।୬ (ଡି.ଏନ.ଏ.) – ଭଦ୍ରକ ଜିଲାରେ ପ୍ରବାହିତ ସାଳନ୍ଦୀର ଶାଖାନଦୀ କୁଣ୍ଡିନଈ ସ୍ଥିତି ହରାଇଲାଣି। ତିହିଡ଼ି ଓ ଭଦ୍ରକ ବ୍ଲକର ୮ଟି ପଞ୍ଚାୟତ ଦିନେ ଏହି ନଈ ପାଇଁ ଶସ୍ୟଶ୍ୟାମଳା ହେଉଥିଲା। ଚାଷୀମାନଙ୍କ ଆର୍ଥତ୍କ ଅବସ୍ଥାର ପରିବର୍ତ୍ତନ ପାଇଁ ମୁଖ୍ୟ…

ୱାର୍ଡ଼ ବୁଲି ସମସ୍ୟା ବୁଝିଲେ ବିଧାୟକ

ବାଲେଶ୍ୱର ଅଫିସ,୨୨।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ଗୁରୁବାର ସନ୍ଧ୍ୟାରେ ପୌରାଞ୍ଚଳର ୫ ଓ ୭ନମ୍ବର ୱାର୍ଡ଼ ପରିଦର୍ଶନ କରିଥିଲେ। ଉକ୍ତ ୱାର୍ଡ଼ଗୁଡିକରେ ଥିବା ପାନୀୟଜଳ, ପୋଖରୀ ପୁନରୁଦ୍ଧାର, ରାସ୍ତା ନବୀକରଣ, ଡ୍ରେନ ନିର୍ମାଣର ସମସ୍ୟା ସ୍ଥାନୀୟ ବାସିନ୍ଦାଙ୍କଠାରୁ ଅବଗତ ହେବା…

ସ୍କୁଲ ଖୋଲିଲା, ସରିଲାନି ଛପର ମରାମତି

ବାଲିଆପାଳ, ୨୨ା୬(ଡି.ଏନ.ଏ.)-ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ବାଲିଆପାଳ ବ୍ଲକ ବିଷ୍ଣୁପୁର ହାଇସ୍କୁଲର ଛପର ସମ୍ପୂର୍ଣ୍ଣ ଉଡିଯାଇଥିଲା। ଶୁକ୍ରବାର ସ୍କୁଲ ଖୋଲିଥିଲେ ମଧ୍ୟ ଛପର ମରାମତି ହୋଇପାରି ନ ଥିବାରୁ ପିଲାମାନେ ବସି ପାଠ ପଢିବାକୁ ହଇରାଣ ହୋଇଛନ୍ତି। ସରକାର ଗ୍ରୀଷ୍ମ ଛୁଟି…

ସମସ୍ୟାରେ ସିମୁଳିଆ ଉପଡାକ କାର୍ଯ୍ୟାଳୟ :୭ ଦିନ ମଧ୍ୟରେ ପ୍ରତିକାର ପାଇଁ ପ୍ରତିଶ୍ରୁତି

ସିମୁଳିଆ, ୨୨।୬(ଡି.ଏନ.ଏ.)-ସରକାର ଡାକସେବା ଗୁରୁତ୍ୱ ଦେଇ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତେବେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଷ୍ଟେଶନ ବଜାରରେ ଥିବା ମୁଖ୍ୟ ଉପଡାକଘରେ ବର୍ଷ ବର୍ଷ ଧରି ବିଭିନ୍ନ ସମସ୍ୟା ଲାଗିରହିଛି। ଏହାର ପ୍ରତିବାଦ କରି ସିମୁଳିଆ…

ଏମ୍‌ସ୍‌ ପିଜି ଏଣ୍ଟ୍ରାନ୍ସ: ସର୍ବଭାରତୀୟ ର଼୍ୟାଙ୍କରେ ରଞ୍ଜନ ଦ୍ୱିତୀୟ

ଜଳେଶ୍ୱର, ୨୨।୬(ଡି.ଏନ.ଏ) -ଏମ୍‌ସ ପିଜି ଏଣ୍ଟ୍ରାନ୍ସରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମହମ୍ମଦନଗରପାଟଣା ଗ୍ରାମର ଡା.ରଞ୍ଜନ ମୋହନ କୁମାର ସାହୁ ସର୍ବଭାରତୀୟ ର଼୍ୟାଙ୍କରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରଞ୍ଜନ ଭୁବନେଶ୍ୱରସ୍ଥିତ ଏମ୍‌ସରେ ଏମବିବିଏସ୍‌ ପାଠ୍ୟକ୍ରମ…

ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍‌ ପ୍ରଣତି ସାହା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଣି କରିଛନ୍ତି। ଶିଶୁ ଯୌନ ଉତ୍ପୀଡ଼ନ ନିରୋଧ…

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ। ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ ଯୋଗର ଆବଶ୍ୟକତା ରହିଛି ବୋଲି କେନ୍ଦୁଝର ଜିଲା ବଡ଼ସାହି ବ୍ଲକ ବେଲପାଳ ସରସ୍ବତୀ ଶିଶୁ…

ବିଭିନ୍ନ ଅବ୍ୟବସ୍ଥାରେ ଡାଏଲିସିସ ଓ୍ବାର୍ଡ

କେନ୍ଦୁଝର, ୨୧ା୬ (ସ୍ବ.ପ୍ର.)-କିଡନୀ ରୋଗୀଙ୍କୁ ମାଗଣା ଡାଇଲିସିସ ସୁବିଧା ଦେବା ସରକାର କେନ୍ଦୁଝର ଜିଲା ମୁଖ୍ୟାଳୟ ଡାକ୍ତରଖାନାରେ ଡାଇଲିସିସି ଓାର୍ଡ ଖୋଲିଛନ୍ତି। ୧୦ ବେଡ ବିଶିଷ୍ଟ ଏହି ଓ୍ବାର୍ଡରେ ବହୁ ସମସ୍ୟା ଲାଗିରହୁଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହେଉଛି ା ଅନେକ…

ସ୍ବଚ୍ଛ ଭାରତ ମିଶନ: ସରିଛି ୭୩.୨୫ ପ୍ରତିଶତ ଶୌଚାଳୟ ନିର୍ମାଣ: ଜୁଲାଇ ୨୦ ସୁଦ୍ଧା ଅବଶିଷ୍ଟ ସାରିବାକୁ ଲକ୍ଷ୍ୟ

ବନ୍ତ, ୨୧।୬ (ସ୍ବ.ପ୍ର.) – ପରିବେଶ ସ୍ବଚ୍ଛତା ସହିତ ଖୋଲାରେ ଶୌଚ ନ ହେବା ପାଇଁ କେନ୍ଦ୍ର ସରକାର ୨୦୧୬ ଅ୍ରକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ସ୍ବଚ୍ଛ ଭାରତ ମିଶନ ଯୋଜନା ପ୍ରଚଳନ କରିଥିଲେ। ପ୍ରତି ପରିବାରକୁ ଶୌଚାଳୟ ନିର୍ମାଣ ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?